ଯେଉଁ ଲୋକ ଗୋପନରେ ଆପଣା ପଡ଼ୋଶୀର ଅପବାଦ କରେ ମୁଁ ତାକୁ ଧ୍ବଂସ କରିଦବେି। ମୁଁ ଲୋକମାନଙ୍କୁ ଗର୍ବୀ ହବୋକୁ ଦବେି ନାହିଁ। ସମାନେେ ଅନ୍ୟମାନଙ୍କଠାରୁ ଭଲ ବୋଲି ତାଙ୍କୁ ଚିନ୍ତା କରିବା ପାଇଁ ଦବେି ନାହିଁ।
Cross references
ତୁମ୍ଭେ ଆପଣା ପ୍ରତିବେଶୀ ବିରୁଦ୍ଧ ରେ ମିଥ୍ଯା ସାକ୍ଷ୍ଯ ଦବେ ନାହିଁ।
ଅନ୍ୟ ଲୋକମାନଙ୍କ ବିଷଯ ରେ ମିଥ୍ଯା କୁହ ନାହିଁ। କାହାରି ପାଇଁ ମିଥ୍ଯା ସାକ୍ଷୀ ଦଇେ, ତାକୁ ଅସୁବିଧା ରେ ପକାଇବାକୁ ଦୁଷ୍ଟ ଲୋକମାନଙ୍କ ସହିତ ଷଡୟନ୍ତ୍ର କର ନାହିଁ।
ତୁମ୍ଭେ ଖଳ କହି ଆପଣା ଲୋକମାନଙ୍କ ମଧିଅରେ ଏଣେ ତଣେେ ବୁଲିବ ନାହିଁ କିମ୍ବା ପ୍ରତିବେଶୀର ଜୀବନ ପ୍ରତି ବିପଦ ଆସିଲା ଭଳି କୌଣସି କାର୍ୟ୍ଯ କରିବ ନାହିଁ। ଆମ୍ଭେ ସଦାପ୍ରଭୁ।
ନିଜ ବୃଥାଗର୍ବ ବନ୍ଦ କର। ଅହଂକାର ଭାବରେ କହିବା ବନ୍ଦ କର। ସଦାପ୍ରଭୁ ପରମେଶ୍ବର ସର୍ବଜ୍ଞ ଅଟନ୍ତି ଏବଂ ସେ ଲୋକମାନଙ୍କୁ ସମାନଙ୍କେର କର୍ମ ଅନକ୍ସ୍ଟୟାଯୀ ବିଗ୍ଭର କରନ୍ତି।
ଯଦି ତୁମ୍ଭେ ପରମେଶ୍ବରଙ୍କ ତୁଲ୍ଯ, ତା' ହେଲେ ତୁମ୍ଭେ ତୁମ୍ଭର କୋରଧ ପ୍ରକାଶ କରିପାର ଓ ଉଦ୍ଧତ ଲୋକମାନଙ୍କୁ ଦଣ୍ଡ ଦଇପୋର। ସହେି ଗର୍ବୀ ଲୋକମାନଙ୍କୁ ନମ୍ର କରାଅ।
ଗର୍ବୀ ଓ ଦୁଷ୍ଟ ଲୋକମାନେ କୁମନ୍ତ୍ରଣା କରନ୍ତି ଓ ସମାନେେ ଗରିବ ଲୋକମାନଙ୍କର କ୍ଷତି କରନ୍ତି।
ସହେିଭଳି ମନୁଷ୍ଯ ୟିଏ କବେେ ଅନ୍ୟମାନଙ୍କ ବିଷଯରେ ମିଥ୍ଯା କଥା କ ହେ ନାହିଁ। ସହେି ବ୍ଯକ୍ତି ୟିଏ କବେେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ। ସହେି ବ୍ଯକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷଯରେ ମଧ୍ଯ କ ହେ ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ସାହାୟ୍ଯ କର। କିନ୍ତୁ ଅହଂକାରୀର ଗର୍ବ ଓ ଦର୍ପକୁ ଚୂର୍ଣ୍ଣ କର।
ତୁମ୍ଭେ ନିରବଚ୍ଛିନ୍ନ ଭାବରେ ଅନ୍ୟମାନଙ୍କ ବିଷଯରେ ମନ୍ଦ କଥା କୁହ, ଏପରିକି ତୁମ୍ଭ ନିଜ ଭ୍ରାତାମାନଙ୍କ ବିଷଯରେ ନିନ୍ଦା କରୁଅଛ।
ସଦାପ୍ରଭୁ ସମସ୍ତଙ୍କ ଉପରେ ମୁଖ୍ଯ ଅଟନ୍ତି। କିନ୍ତୁ ଏପର୍ୟ୍ଯନ୍ତ ନମ୍ର ଲୋକମାନଙ୍କର ଯତ୍ନ ନିଅନ୍ତି। କିନ୍ତୁ ଏପରିକି ବହୁ ଦୂରରୁ, ସେ ଜାଣନ୍ତି ଗର୍ବୀ ଲୋକମାନେ କ'ଣ କରୁଛନ୍ତି।
ସଦାପ୍ରଭୁ ଏହି ଛଅ ଗୋଟି ବିଷଯକୁ ଘୃଣା କରନ୍ତି। ସପ୍ତବସ୍ତୁ ମଧ୍ଯ ତାଙ୍କର ଘୃଣା ଯୋଗ୍ଯ।
ଯେ ହିଂସା ଆଚରଣ କରେ, ତା'ର ଓଷ୍ଠାଧାର ମିଥ୍ଯାବାଦୀ, ପୁଣି ଯେ ଅପବାଦ ରଚନା କରେ ସେ ଅଜ୍ଞାନ।
ଯେ ଖଚୁଆ ହାଇେ ବୁଲେ, ସେ ଗୁପ୍ତକଥା ପ୍ରକାଶ କରେ। ଏଥିପାଇଁ ତା' ସଙ୍ଗେ କୌଣସି ପ୍ରକାର ସମ୍ବନ୍ଧ ରଖ ନାହିଁ। ଯେ ଗପିବାକୁ ଭଲ ପାଏ।
ଦୁଷ୍ଟ ଲୋକମାନଙ୍କର ଗର୍ବ ଚାହାଁଣି ଓ ଗର୍ବୀତ ଚିନ୍ତା ପାପପରି। ତାହା ଲୋକର ପ୍ରଦୀପ ପରି ଦଖାୟୋଏ, ତାହା ଦୁଷ୍ଟମାନଙ୍କୁ ଅନୁଶାସନ କରେ।
ଯେପରି ଉତ୍ତରୀଯ ବାଯୁ ବୃଷ୍ଟିର ଉତ୍ପାଦକ, ସହେିପରି ଖଚୁଆର ଜିହ୍ବା କୋରଧ ଦୃଷ୍ଟିର ଉତ୍ପାଦକ।
କେତକେ ଲୋକ ଅଛନ୍ତି, ଯେଉଁମାନେ ଭାବନ୍ତି ସମାନେେ ବହୁତ ଭଲ। ସମାନେେ ଭାବନ୍ତି ଅନ୍ୟମାନଙ୍କଠାରୁ ୟଥେଷ୍ଟ ଭଲ।
ଗର୍ବିତ ମାନବ ଅହଙ୍କାର କରିବ ନାହିଁ। ସହେି ଅହଙ୍କାରୀଗଣ ଲଜ୍ଜା ରେ ଅବନତ ହବେେ। ମାତ୍ର ସେତବେେଳେ ସଦାପ୍ରଭୁ ସ୍ଥିର ଓ ଉନ୍ନତ ରହିବେ।
ରକ୍ତପାତ କରିବାକୁ ନିନ୍ଦୁକମାନେ ତୁମ୍ଭ ମଧିଅରେ ଏଠା ରେ ରହିଅଛନ୍ତି। ତୁମ୍ଭମାନଙ୍କ ମଧ୍ଯରୁ ଲୋକମାନେ ଉଚ୍ଚ ପର୍ବତ ରେ ମୂର୍ତ୍ତିମାନଙ୍କୁ ଉତ୍ସର୍ଗମାନ ଅର୍ପଣ କଲେ ଏବଂ ପବିତ୍ରସ୍ଥାନର ବଳିଦାନ କରି ଭୋଜନ କରିଅଛନ୍ତି,
ଏଣୁ ମୁଁ ନବୂଖଦ୍ନିତ୍ସର ସହେି ସ୍ବର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି। କାରଣ ତାଙ୍କର ସମସ୍ତ କ୍ରିଯା ସତ୍ଯ ଓ ତାଙ୍କର ପଥ ସବୁ ନ୍ଯାର୍ୟ୍ଯ। ଆଉ ସେ ଗର୍ବୀମାନଙ୍କୁ ବିନଯୀ କରନ୍ତି।
ତୁମ୍ଭର ଗର୍ବ ତୁମ୍ଭକୁ ପ୍ରତାରଣା କରିଛି। ତୁମ୍ଭେ ପର୍ବତର ସହେି ଗୁମ୍ଫା ଗୁଡିକରେ ବାସ କର। ତୁମ୍ଭେ ସହେି ଉଚ୍ଚ ସ୍ଥାନ ରେ ରୁହ। ତେଣୁ ତୁମ୍ଭେ ନିଜକୁ କହିଥାଅ, ' ମାେତେ କହେି ଭୂମି ଉପରକୁ ଆଣି ପାରିବେ ନାହିଁ।'
ମୁଁ ତୁମ୍ଭମାନଙ୍କୁ କହୁଛି, 'ଏହି ଲୋକଟି ଯେତବେେଳେ ତା'ର ପ୍ରାର୍ଥନା ଶଷେ କରି ତା' ଘରକୁ ଫରେିଗଲା, ସେ ପରମେଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ , ସେ ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ନଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ ବୋଲି ଭାବେ, ତାକୁ ହୀନ କରି ଦିଆୟିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ କରାୟିବ।'
ମାରେ ଲେଖିବାର ଅର୍ଥ ଥିଲା, ଯେ ଯେଉଁଲୋକ ନିଜକୁ ଖ୍ରୀଷ୍ଟଙ୍କର ଭାଇ ବୋଲି ଘାଷେଣା କରି ଏବେ ମଧ୍ଯ ୟୌନଗତ ପାପ କରୁଛି କିଅବା ସ୍ବାର୍ଥ, ମୂର୍ତ୍ତିପୂଜକ, ଲୋକମାନଙ୍କୁ ମନ୍ଦ କଥା କୁ ହେ, କିମ୍ବା ମଦୁଆ କି ଲୋକମାନଙ୍କୁ ଠକୁଛି। ସହେିଭଳି ଲୋକମାନଙ୍କ ସହିତ ସମ୍ପର୍କ ରଖିବ ନାହିଁ। ଏହିପରିକି ଏଭଳି ଲୋକ ସହିତ ବସି ଭୋଜନ ମଧ୍ଯ ଗ୍ରହଣ କର ନାହିଁ।
ସହେିପରି ବିଶଷେ ସବେିକା ହବୋ ପାଇଁ ନିୟୁକ୍ତ ସ୍ତ୍ରୀମାନଙ୍କର ପ୍ରତି ଅନ୍ୟ ଲୋକମାନଙ୍କର ସମ୍ମାନ ଭାବ ଥିବା ଦରକାର। ସମାନେେ ଅନ୍ୟମାନଙ୍କ ବିଷୟ ରେ ମନ୍ଦ କଥା ଆଦୌ କହୁ ନ ଥିବେ। ସମାନଙ୍କେର ଆତ୍ମା ସଂୟମ ଥିବା ପ୍ରୟୋଜନ ଓ ପ୍ରେତ୍ୟକକ କଥା ରେ ଯେପରି ସମାନଙ୍କେୁ ବିଶ୍ବାସ କରାଯାଇ ପାରୁଥିବ।
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।
ୟୁବକଗଣ, ତୁମ୍ଭମାନଙ୍କୁ ମାରେ କିଛି କଥା ମଧ୍ଯ କହିବାକୁ ଅଛି। ତୁମ୍ଭେ ବଯୋଜେଷ୍ଠମାନଙ୍କ କଥା ମାନିବା ଉଚିତ। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ।