ୟପରେି ଜଣେ ପିତା ତା'ର ସନ୍ତାନ ପ୍ରତି ପ୍ରମେ କରେ, ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସପରେି ଦୟା କରନ୍ତି।
Cross references
ସମାନେେ ପ୍ରକୃତ ରେ ପାପୀ, ମାତ୍ର ଯଦି ସମାନେେ ସାହାୟ୍ଯ ନିମନ୍ତେ ଆମ୍ଭ ନିକଟକୁ ଆସନ୍ତି, ଆମ୍ଭେ ସମାନଙ୍କେ ପ୍ରତି ବିମୁଖ ହବୋ ନାହିଁ, ସମାନେେ ଶତୃଗଣଙ୍କ ଦେଶ ରେ ଥିଲେ ମଧ୍ଯ ଆମ୍ଭେ ସମାନଙ୍କେ କଥା ଶୁଣିବା, ଆମ୍ଭେ ସମାନଙ୍କେୁ ସମ୍ପୂର୍ଣ୍ଣ ବିନାଶ କରିବା ନାହିଁ କି ସମାନଙ୍କେ ସହିତ ଆପଣା ନିଯମ ଭଙ୍ଗ ନିମନ୍ତେ ସମାନଙ୍କେୁ ଅଗ୍ରାହ୍ଯ କରିବା ନାହିଁ। କିମ୍ବା ସମାନଙ୍କେୁ ଘୃଣା କରିବା ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଅଟୁ।
କ'ଣ ସମାନେେ ସମସ୍ତେ ମାଠାରୁେ ଜନ୍ମ ହାଇେଛନ୍ତି? ତୁମ୍ଭେ ସମାନଙ୍କେ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷଯ ରେ ପ୍ରତିଜ୍ଞା କରିଥିଲ ମୁଁ ସମାନଙ୍କେୁ ଶିଶୁ ପରି କ'ଣ ବୋହି ନବେି?
ସମସ୍ତ ନଗର ଗକ୍ସ୍ଟଡିକ ସକ୍ସ୍ଟରକ୍ଷିତ ଥିଲା। ସଗେକ୍ସ୍ଟଡିକର ଉଚ୍ଚ ପ୍ରାଚୀର ଥିଲା, ଦ୍ବାରଥିଲା ଓ ଅର୍ଗଳ ରେ ସକ୍ସ୍ଟରକ୍ଷିତ ଥିଲା। ଏପରି ମଧ୍ଯ କେତକେ ନଗର ଥିଲା ଯାହାର ପ୍ରାଚୀର ନ ଥିଲା।
ପୃଥିବୀରୁ ଆକାଶମଣ୍ଡଳ ୟପରେି ଉଚ୍ଚ ସହେିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରମେ ମହାନ୍।
କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରମେ କରନ୍ତି, ତାଙ୍କର ସହେି ସ୍ନହେ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ। ପରମେଶ୍ବର ସମାନଙ୍କେୁ ଓ ସମାନଙ୍କେର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।
ଯେଉଁ ଲୋକମାନେ ତାଙ୍କୁ ଭୟ କରନ୍ତି ଓ ବିଶ୍ବସ୍ତ ପ୍ରମରେେ ଭରସା ରଖନ୍ତି, ସେ ସମାନଙ୍କେ ଉପରେ ସନ୍ତୁଷ୍ଟ ହୁଅନ୍ତି।
କାହିଁକି ? ସଦାପ୍ରଭୁ ଯେଉଁମାନଙ୍କୁ ଭଲପା'ନ୍ତି, ସମାନଙ୍କେୁ ଶାସନ କରନ୍ତି। ହଁ, ସଦାପ୍ରଭୁ ହେଉଛନ୍ତି ପିତାଙ୍କ ପରି। ପିତା ଯେପରି ଭଲ ପାଉଥିବା ପୁତ୍ରଙ୍କୁ ଶାସ୍ତି ବିଧାନ କରନ୍ତି, ସଦାପ୍ରଭୁ ସହେିପରି ଶାସ୍ତିବିଧାନ କରନ୍ତି।
ବର୍ତ୍ତମାନ ସ୍ବର୍ଗ ଉପରୁ ଦେଖ, ତୁମ୍ଭ ପବିତ୍ରତା ଓ ତୁମ୍ଭ ପରାକ୍ରମର ବସତି ସ୍ଥାନରୁ ଦେଖ, ତୁମ୍ଭର ଶାଶ୍ବତ ପ୍ ରମେ କାହିଁ ? ତୁମ୍ଭର କୋହ ଓ ଦୟା କାହିଁ।
ସମାନେେ କ୍ରନ୍ଦନ କରି ଆସୁଥିଲା ବେଳେ ଆମ୍ଭେ ସମାନଙ୍କେୁ ଆଗଇେ ନବୋ। ଆମ୍ଭେ ସମାନଙ୍କେୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦଇେ ସଳଖ ପଥରେ ଗମନ କରାଇବା। ସେ ପଥରେ ସମାନେେ ଝୁଣ୍ଟିବେ ନାହିଁ। କାରଣ ଆମ୍ଭେ ଇଶ୍ରାୟେଲର ପିତା ଓ ଇଫ୍ରଯିମ ଆମ୍ଭର ପ୍ରଥମଜାତ ସନ୍ତାନ।
ପରମେଶ୍ବର କହନ୍ତି, ଇଫ୍ରଯିମ ଆମ୍ଭର ପ୍ରିଯ ପୁତ୍ର। ଆମ୍ଭେ ତାହାକୁ ପ୍ ରମେ କରୁ। ଯଦିଓ ଆମ୍ଭେ ତାହାକୁ ସମାଲୋଚନା କରୁ ଓ ତା' ବିରୁଦ୍ଧ ରେ ଯାଉ, ତଥାପି ଆମ୍ଭେ ତାହାକୁ ସ୍ମରଣ କରୁ। ଏଣୁ ତା' ପାଇଁ ଆମ୍ଭର ପ୍ରାଣ ବ୍ଯାକୁଳ ହୁଏ। ଆମ୍ଭେ ପ୍ରକୃତ ରେ ତାକୁ ଦୟା କରିବା। ଏହା ସଦାପ୍ରଭୁ କହନ୍ତି।
ଯେଉଁମାନେ ପରମେଶ୍ବରଙ୍କୁ ଭୟ କରନ୍ତି ନିଜନିଜ ମଧିଅରେ କଥାବାର୍ତ୍ତା ହେଲେ ଏବଂ ସଦାପ୍ରଭୁ ସମାନଙ୍କେ କଥାବାର୍ତ୍ତା ଶୁଣିଲେ। ସେ ଗୋଟିଏ ପୁସ୍ତକରେ ସହେିମାନଙ୍କର ନାମ ଲେଖିଲେ, ଯେଉଁମାନେ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରନ୍ତି। ଏବଂ ସହେି ଲୋକମାନଙ୍କର ଯେଉଁମାନେ ସଦାପ୍ରଭୁଙ୍କର ନାମକୁ ଭକ୍ତି କରନ୍ତି।
ସଦାପ୍ରଭୁ କହିଲେ, ସମାନେେ ଆମ୍ଭର ନିଜ ଲୋକ, ଯେଉଁ ଦିନ ମୁଁ କାର୍ୟ୍ଯ କରିବାକୁ ସ୍ଥିର କରିଥାଏ ନ୍ଯାଯ ଦବୋ ପାଇଁ। ମୁଁ ମାେ ଅନ୍ବଷେଣକାରୀମାନଙ୍କୁ ସ୍ନହେ କରିବି ଯେପରି ଜଣେ ବାପା ତା'ର ଆଜ୍ଞାଧିନ ପୁତ୍ରକୁ ସ୍ନହେ କରେ।
ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦଯକାଳୀନ ସୂର୍ୟ୍ଯର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପ ରେ ଝକ୍ମକ୍ କରିବ। ଏହା ସୂର୍ୟ୍ଯକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭମାନେେ ବାଛୁରୀ ସଦୃଶ ଗୁହାଳରୁ ବାହାରି ସ୍ବାଧୀନ ଓ ସୁଖୀ ହବେ।
ଏଣୁ ଏହି ଭଳି ପ୍ରାର୍ଥନା କର: ' ହେ ସ୍ବର୍ଗ ରେ ଥିବା ଆମ୍ଭର ପରମପିତା, ତୁମ୍ଭର ନାମ ସବୁବେଳେ ପବିତ୍ର ହେଉ।
ଯେଉଁଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନେେ ଏସବୁ ପଛ ରେ ଦୌଡ଼ନ୍ତିନ୍ତି। କିନ୍ତୁ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ଜାଣନ୍ତି ଯେ, ଏସବୁ ଜିନିଷ ତୁମ୍ଭମାନଙ୍କର ଦରକାର।
ତୁମ୍ଭମାନଙ୍କ ଭିତରୁ କାହାର ପୁଅଟିଏ ଅଛି କି? ତୁମ୍ଭକୁ ତୁମ୍ଭ ପୁଅ ମାଛଟିଏ ମାଗିଲେ ତୁମ୍ଭେ କ'ଣ କରିବ? କୌଣସି ବାପା ତା ପୁଅକୁ ମାଛଟିଏ ବଦଳ ରେ ସାପଟିଏ ଦିଏ କି? ନା, ତୁମ୍ଭମାନେେ ତାକୁ ମାଛ ଦବେ।
ପୁଅ କହିଲା, 'ବାପା, ମୁଁ ପରମେଶ୍ବରଙ୍କ ବିରୁଦ୍ଧ ରେ ଓ ତୁମ୍ଭ ବିରୁଦ୍ଧ ରେ ପାପ କରିଛି। ମୁଁ ତୁମ୍ଭର ପୁଅ ହବୋକୁ ଯୋଗ୍ଯ ନୁହେଁ।'
ଯୀଶୁ ତାହାଙ୍କୁ କହିଲେ, ମାେତେ ଧର ନାହିଁ। ମୁଁ ଏ ପର୍ୟ୍ଯନ୍ତ ପରମପିତାଙ୍କ ପାଖକୁ ଯାଇନାହିଁ। କିନ୍ତୁ ତୁମ୍ଭେ ଯାଇ ମାରେ ଭାଇମାନଙ୍କୁ କୁହ ଯେ, ମୁଁ ମାରେ ଓ ତୁମ୍ଭର ପରମପିତାଙ୍କ ପାଖକୁ ଫରେିଯାଉଛି। ମୁଁ ମାରେ ଓ ତୁମ୍ଭର ପରମେଶ୍ବରଙ୍କ ପାଖକୁ ଯାଉଅଛି।
ହେ ଭାଇମାନେ, ଅବ୍ରହାମଙ୍କ ପୁତ୍ରମାନେ ଓ ପ୍ରକୃତ ପରମେଶ୍ବରଙ୍କୁ ଉପାସନା କରୁଥିବା ଅନ୍ୟଜାତୀୟମାନେ, ଆମ୍ଭମାନଙ୍କ ପାଇଁ ଏହି ପରିତ୍ରାଣର ସୁସମାଚ଼ାର ପଠାଯାଇଛି।
ତୁମ୍ଭମାନେେ ପରମେଶ୍ବରଙ୍କ ପୁତ୍ରଗଣ ହାଇେଥିବା କାରଣରୁ ସେ ତୁମ୍ଭମାନଙ୍କୁ ସାନ୍ତ୍ବନାର ବାକ୍ଯ କୁହନ୍ତି। ତୁମ୍ଭମାନେେ ସହେି ବାକ୍ଯଗୁଡ଼ିକୁ ଭୁଲି ଯାଇଛ :