Home Bibles ଗୀତସଂହିତା 103:9 · ଓଡ଼ିଆ ବାଇବେଲ
ଗୀତସଂହିତା 103:9 · ଓଡ଼ିଆ ବାଇବେଲ

ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ, କିଅବା ସେ ଚିରଦିନ ପାଇଁ କୋର୍ଧିତ ରହିବେ ନାହିଁ।

Cross references

ଗୀତସଂହିତା 30:5

ପରମେଶ୍ବର କୋର୍ଧିତ ହୁଅନ୍ତି। ତଣେୁ ତାଙ୍କର ନିଷ୍ପତ୍ତି ହିଁ ମୃତ୍ଯୁ। କିନ୍ତୁ ସେ ମାେ ପ୍ରତି କରୁଣା ପ୍ରଦର୍ଶନ କରି ମାେତେ ଜୀବନଦାନ ଦଇେଛନ୍ତି। ସାରା ରାତି ମୁଁ କାନ୍ଦୁଥିଲି। ତା'ପରଦିନ ସକାଳୁ ଦେଖିଲି, ମୁଁ ଖୁସିରେ ଗୀତ ବୋଲୁଛି।

ଯିଶାଇୟ 27:8

ସଦାପ୍ରଭୁ ଇଶ୍ରାୟେଲର ପରିତ୍ରାଣ ପାଇଁ ତାକୁ ଦୂରକୁ ପଠାଇ ତାହା ସହିତ ବିବାଦ କରିବେ। ସେ ପୂର୍ବୀଯ ବାଯୁ ଦିନ ରେ ନିଜର ପ୍ରବଳ ବାଯୁଦ୍ବାରା ସ୍ଥାନାନ୍ତରିତ କରିବେ।

ଯିଶାଇୟ 57:16

ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ କିମ୍ବା ନିରନ୍ତର କୋର୍ଧ କରିବା ନାହିଁ। ଯଦି କରିବା ତାହା ହେଲେ ମାନବର ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖ ରେ କ୍ଷୀଣ ହବେେ।

ଯିରିମିୟ 3:5

ତୁମ୍ଭେ ପୁଣି କୁହ, 'ପରମେଶ୍ବର କ'ଣ ସଦାକାଳ କୃଦ୍ଧ ହାଇେଥିବେ ? ତାଙ୍କର କୋରଧ ଚିରକାଳ ରହିବ ନାହିଁ।' ଆଉ ତୁମ୍ଭେ କଥା କହୁଅଛ ତଥାପି ଦୁଷ୍କର୍ମ କରିବା ରେ ଲାଗିଛ ଏବଂ ନିଜ ପଥରେ ଚାଲିଛ।'3

ଯିରିମିୟ 3:12

ତେଣୁ ହେ ଯିରିମିୟ, ତୁମ୍ଭେ ଉତ୍ତର ଦିଗଆଡ଼େ ୟାଇ ଏହି କଥା ପ୍ରଚାର କର ଏବଂ କୁହ,

ଯିହିଜିକଲ 33:16

ତାହାର ଅତୀତର କୌଣସି ପାପକର୍ମଗୁଡ଼ିକୁ ସ୍ମରଣ କରାୟିବ ନାହିଁ। ଯେ ହତେୁ ସେ ଯାହା ନ୍ଯାଯ ଓ ଧର୍ମାଚରଣ କରିଛି, ସେ ବଞ୍ଚିବ।

ମୀଖା 7:18

ତୁମ୍ଭପରି ପରମେଶ୍ବର ଆଉ ସଠାେ ରେ କହେି ନାହିଁ। ତୁମ୍ଭେ ଲୋକମାନଙ୍କର ଦୋଷ କ୍ଷମା କର। ଅବଶିଷ୍ଟ ଲୋକମାନଙ୍କୁ ତୁମ୍ଭେ ମଧ୍ଯ କ୍ଷମା ଦିଅ। ତୁମ୍ଭେ ସର୍ବଦା କୋର୍ଧିତ ହବେ ନାହିଁ କାରଣ ତୁମ୍ଭେ ସ୍ନହେ ଗ୍ଭହଁ।

Interlinear

Choose Theme