ବନ୍ଯ ପକ୍ଷୀଗଣ ଜଳାଶଯ ନିକଟରେ ବାସ କରିବା ପାଇଁ ଆସନ୍ତି। ସହେି ପକ୍ଷୀଗୁଡ଼ିକ ଜଳାଶଯ ପାଖରେ ଥିବା ବୃକ୍ଷର ଡ଼ାଳମାନଙ୍କରେ ଥାଇ ଗୀତ ଗାଆନ୍ତି।
Cross references
ମୁଁ ଅତିଉଚ୍ଚ ପର୍ବତରେ ଉଠୁଥିବା ପକ୍ଷୀକୁ ଜାଣେ। ଖାେଲା ଦେଶ ଭିତରେ ସମସ୍ତ ପଶୁଗୁଡ଼ିକ ବାସ କରୁଥିବା ମାରେ ଅଟେ।
ହେ ସୈନ୍ଯାଧିପତି ସଦାପ୍ରଭୁ, ମାରେ ରାଜା, ମାରେ ପରମେଶ୍ବର, ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ ତୁମ୍ଭର ୟଜ୍ଞବଦେୀ ପାଖରେ ଏକ ବସା ପାଇଛନ୍ତି।
ଲବୋନନର ମହାନ୍ ବୃକ୍ଷଗୁଡ଼ିକ ପ୍ରଚୁର ପରିମାଣରେ ବର୍ଷା ପାଆନ୍ତି। ସଦାପ୍ରଭୁ ସହେି ବୃକ୍ଷଗୁଡ଼ିକୁ ରୋପଣ କରିଥିଲେ ଓ ସମାନଙ୍କେର ଆବଶ୍ଯକତାନୁୟାଯୀ ପାଣି ଦେଉଥିଲେ।
ପରମେଶ୍ବର ପଶୁମାନଙ୍କୁ ଆହାର ଦିଅନ୍ତି। ସେ ପକ୍ଷୀ ଶାବକମାନଙ୍କୁ ମଧ୍ଯ ଆହାର ଦିଅନ୍ତି, ୟାହା ପାଇଁ ସମାନେେ ଚିତ୍କାର କରନ୍ତି।
ସମସ୍ତ ବନ୍ଯ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର। ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
ଆକାଶର ପକ୍ଷୀମାନଙ୍କୁ ଦେଖ ସମାନେେ ବିହନ ବୁଣନ୍ତି ନାହିଁ, କି ଅମଳ କରନ୍ତି ନାହିଁ। ଅମାର ରେ ଖାଦ୍ୟ ଶସ୍ଯ ବି ଜମଇେ ରଖନ୍ତି ନାହିଁ। ତଥାପି ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ସମାନଙ୍କେୁ ଖାଇବାକୁ ଦିଅନ୍ତି। ତୁମ୍ଭେ ଜାଣଛ ଯେ ତୁମ୍ଭମାନେେ ସମାନଙ୍କେ ଅପେକ୍ଷା ଅଧିକ ଶ୍ ରେଷ୍ଠ ଅଟ?
ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି ଓ ଆକାଶର ପକ୍ଷୀମାନଙ୍କର ବସା ଅଛି। କିନ୍ତୁ ମନୁଷ୍ଯପୁତ୍ରଙ୍କ ପାଇଁ ମୁଣ୍ଡ ଗୁଞ୍ଜିବାକୁ ଜାଗା ଟିକିଏ ନାହିଁ।