Home Bibles ଗୀତସଂହିତା 104:20 · ଓଡ଼ିଆ ବାଇବେଲ
ଗୀତସଂହିତା 104:20 · ଓଡ଼ିଆ ବାଇବେଲ

ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ। ତହିଁରେ ସକଳ ବନ୍ଯପଶୁ ବାହାରି ଭ୍ରମଣ କରନ୍ତି।

Cross references

ଆଦି ପୁସ୍ତକ 1:4

ପରମେଶ୍ବର ଆଲୋକକୁ ଦେଖିଲେ ଏବଂ ସେ ଜାଣିଲେ, ତାହା ଉତ୍ତମ, ଏହାପ ରେ ପରମେଶ୍ବର ଆଲୋକକୁ ଅନ୍ଧକାରରୁ ଅଲଗା କଲେ।

ଆଦି ପୁସ୍ତକ 8:22

ଯେ ପର୍ୟ୍ଯନ୍ତ ପୃଥିବୀ ରହିଛି, ସପେର୍ୟ୍ଯନ୍ତ ବୁଣିବାର ସମୟ ଓ ଅମଳ କରିବାର ସମୟ ଥଣ୍ଡା ଓ ଗରମ, ପୁଣି ଗ୍ରୀଷ୍ମ ଓ ଶୀତକାଳ, ଦିବସ ଓ ରାତ୍ରି ଏସବୁ ପୃଥିବୀ ରେ ଚ଼ାଲିଥିବ।

ଗୀତସଂହିତା 50:10

ମୁଁ ସହେି ପଶୁମାନଙ୍କୁ ଚା ହେଁ ନାହିଁ। ଜଙ୍ଗଲରେ ଥିବା ସମସ୍ତ ପଶୁମାନେ ମାରେ ଅଟନ୍ତି। ହଜାର ହଜାର ପଶୁ ଯେଉଁମାନେ ପର୍ବତରେ ଥାଆନ୍ତି ସମାନଙ୍କେର ମାଲିକ ମୁଁ ଅଟେ।

ଗୀତସଂହିତା 74:16

ହେ ପରମେଶ୍ବର, ଦିବସ ଓ ରାତ୍ରିର ଶାସକ, ତୁମ୍ଭେ ଚନ୍ଦ୍ର ଓ ସୂର୍ୟ୍ଯ ପ୍ରସ୍ତୁତ କରିଅଛ।

ଗୀତସଂହିତା 139:10

ସଠାେରେ ମଧ୍ଯ ତୁମ୍ଭର ହସ୍ତ ମାେତେ ଆଗକୁ ନଇେଥାନ୍ତା ଏବଂ ତୁମ୍ଭର ଦକ୍ଷିଣ ହସ୍ତ ହୁଏତ ମାେତେ ଧରିଥାନ୍ତା।

ଯିଶାଇୟ 45:7

ଆମ୍ଭେ ଆଲୋକ ସୃଷ୍ଟିକରୁ ଓ ଆମ୍ଭେ ଅନ୍ଧକାର ମଧ୍ଯ ସୃଷ୍ଟି କରୁ। ଆମ୍ଭେ ଶାନ୍ତି ରଚନା କରୁ ଓ ଅନିଷ୍ଟ ମଧ୍ଯ ସୃଷ୍ଟି କରୁ। ଆମ୍ଭେ ସଦାପ୍ରଭୁ ଏ ସମସ୍ତ ସାଧନ କରୁ।

ଆମୋଷ 1:13

ସଦାପ୍ରଭୁ ଏହିକଥା କୁହନ୍ତି: ଆମ୍ଭେ ଅମ୍ମାନରେ ଲୋକମାନଙ୍କୁ ଦଣ୍ତ ଦବୋ, ଯେଉଁମାନେ ଅନକେ ଅପରାଧ କରିଛନ୍ତି, କାହିଁକି? କାରଣ ସମାନେେ ଗିଲିଯଦ ରେ ଗର୍ଭବତୀ ନାରୀମାନଙ୍କୁ ହତ୍ଯା କରିଅଛନ୍ତି। ଅମ୍ମାନରେ ଲୋକମାନେ ଏହିପରି କାର୍ୟ୍ଯ କଲେ, ଯଟରେୁ ସମାନଙ୍କେର ସୀମା ଅଧିକ ଜାଗା ବଢାଇବାକୁ।

Interlinear

Choose Theme