Home Bibles ଗୀତସଂହିତା 104:30 · ଓଡ଼ିଆ ବାଇବେଲ
ଗୀତସଂହିତା 104:30 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ, ତୁମ୍ଭେ ଯେତବେେଳେ ଆପଣା ଆତ୍ମା ପଠାଅ, ସେତବେେଳେ ନୂତନ ସୃଷ୍ଟି ହବେ। ଏବଂ ତୁମ୍ଭେ ପୁଣି ସମସ୍ତ ନୂତନ ଜିନିଷ ପୃଥିବୀରେ ସୃଷ୍ଟି କର।

Cross references

ଆୟୁବ ପୁସ୍ତକ 12:10

ପ୍ରେତ୍ୟକକ ଜୀବନ୍ତ ପ୍ରାଣୀ ଓ ନିଶ୍ବାସ ନଇେ ବଞ୍ଚୁଥିବା ମଣିଷସବୁ ପରମେଶ୍ବରଙ୍କ ଶକ୍ତିର ଅଧୀନ ରେ।

ଆୟୁବ ପୁସ୍ତକ 26:13

ପରମେଶ୍ବରଙ୍କ ଶ୍ବାସ ଦ୍ବାରା ଆକାଶ ନିର୍ମଳ ଶାେଭାପାଏ। ପରମେଶ୍ବରଙ୍କ ହସ୍ତଦ୍ବାରା ପଳାଇୟିବା ସମୁଦ୍ର ସାପ ବନ୍ଦୀ ହୁଏ।

ଆୟୁବ ପୁସ୍ତକ 33:4

ପରମେଶ୍ବରଙ୍କ ଆତ୍ମା ମାେତେ ତିଆରି କରିଛି। ସର୍ବଶକ୍ତିମାନଙ୍କର ନିଶ୍ବାସ ମାେତେ ଜୀବନ ଦଇେଛି।

ଗୀତସଂହିତା 33:6

ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା। ପରମେଶ୍ବରଙ୍କ ନିଶ୍ବାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।

ଯିଶାଇୟ 32:14

ମାରେ ଲୋକମାନେ ରାଜନଗରୀ ପରିତ୍ଯାଗ କରିବେ ଓ ଜନାକୀର୍ଣ୍ଣ ନଗର ଜନଶୂନ୍ଯ ହବେ। ଗିରି ଓ ପ୍ରହରି ଦୁର୍ଗ ଚିରିକାଳ ଗୁହାମଯ, ବନ୍ଦ ଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହବେ।

ଯିଶାଇୟ 65:17

କାରଣ ଦେଖ, ଆମ୍ଭେ ନୂତନ ସ୍ବର୍ଗମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁଅଛୁ। ତେଣୁ ପୂର୍ବକାଳର ବିଷଯସବୁ ବିସ୍ମୃତ ହବେ ଓ ସଗେୁଡ଼ିକ ଆଉ ସ୍ମୃତିକୁ ଆସିବ ନାହିଁ।

ଯିଶାଇୟ 66:22

କାରଣ ଆମ୍ଭେ ଯେଉଁ ନୂତନ ସ୍ବର୍ଗମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖ ରେ ସ୍ଥାଯୀ ହବେ, ସହେିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାଯୀ ହବେ, ଏହା ସଦାପ୍ରଭୁ କୁହନ୍ତି।

ଯିହିଜିକଲ 37:5

ସଦାପ୍ରଭୁ, ମାରେ ପ୍ରଭୁ ସେ ସକଳ ଅସ୍ଥିକୁ ଏହି କଥା କହନ୍ତି, ଦେଖ, ମୁଁ ତୁମ୍ଭମାନଙ୍କ ମଧିଅରେ ପ୍ରାଣବାଯୁ ପ୍ରବେଶ କରାଇବି ଓ ତୁମ୍ଭମାନେେ ଜୀବିତ ହବେେ।

ଯିହିଜିକଲ 37:6

ପୁଣି ମୁଁ ତୁମ୍ଭମାନଙ୍କ ଉପ ରେ ଶିରା ଓ ମାଂସ ଉତ୍ପନ୍ନ କରିବି। ଆଉ ଚର୍ମ ରେ ତୁମ୍ଭମାନଙ୍କୁ ଆଚ୍ଛାଦନ କରିବି ଓ ତୁମ୍ଭମାନଙ୍କ ମଧିଅରେ ପ୍ରାଣବାଯୁ ଦବେି। ଆଉ ତୁମ୍ଭମାନେେ ଜୀବିତ ହବେ। ତହିଁରେ ଏହା ତୁମ୍ଭମାନେେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।'

ଯିହିଜିକଲ 37:9

ତା'ପ ରେ ସେ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ବାଯୁ ଉଦ୍ଦେଶ୍ଯ ରେ ଭବିଷ୍ଯଦବାଣୀ ପ୍ରଚାର କର ଓ ବାଯୁକୁ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ' ହେ ପ୍ରାଣବାଯୁ, ଚତୁର୍ଦ୍ଦିଗରୁ ଆସ ଓ ଏହି ମୃତ ଶରୀରଗୁଡ଼ିକ ଉପ ରେ ପ୍ରଶ୍ବାସ ଦିଅ, ଯେପରି ସମାନେେ ଜୀବିତ ହବେେ।'

ଏଫିସୀୟଙ୍କ ପ୍ରତି ପତ୍ର 2:1

ପୂର୍ବରୁ ତୁମ୍ଭର ପାପ ହତେୁ ଓ ପରମେଶ୍ବରଙ୍କୁ ବାଧା ଦେଉଥିବା ଭୁଲ୍ କାର୍ୟ୍ଯ ହତେୁ ତୁମ୍ଭର ଆତ୍ମିକ ଜୀବନ ମୃତ ଥିଲା।

ଏଫିସୀୟଙ୍କ ପ୍ରତି ପତ୍ର 2:4

କିନ୍ତୁ ପରମେଶ୍ବର ଆମ୍ଭକୁ ଅତିଶୟ ପ୍ ରମେ କଲେ କାରଣ ତାହାଙ୍କ ଦୟା ଅତି ମହାନ୍।

ତୀତସଙ୍କ ପ୍ରତି ପତ୍ର 3:5

ପରମେଶ୍ବରଙ୍କ ସହିତ ସୁସଂପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ୟ୍ଯଗୁଡ଼ିକ ହତେୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ଆସିଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:5

ସିଂହାସନ ଉପରେ ୟିଏ ବସିଥିଲେ, ସେ କହିଲେ, ମୁଁ ସମସ୍ତ ବିଷୟ ନୂତନ କରୁଅଛି। ତା'ପରେ ସେ କହିଲେ, ଏହା ଲେଖି ରଖ, କାରଣ ଏହି କଥାସବୁ ବିଶ୍ବାସ ଯୋଗ୍ଯ ଓ ସତ୍ଯ।

Interlinear

Choose Theme