ଗୀତସଂହିତା 104:33 · ଓଡ଼ିଆ ବାଇବେଲ
ମୁଁ ଜୀବନସାରା ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଗାନ କରିବି। ମୁଁ ବଞ୍ଚିଥିବା ପର୍ୟ୍ଯନ୍ତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବି।
Cross references
ଗୀତସଂହିତା 63:4
ହଁ, ମୁଁ ଜୀବନସାରା ତୁମ୍ଭର ପ୍ରଶଂସା କରିବି। ମୁଁ ତୁମ୍ଭର ନାମ ଡ଼ାକି ପ୍ରାର୍ଥନା କଲା ସମଯରେ ମାରେ ହସ୍ତ ଉଠାଇବି।
ଗୀତସଂହିତା 63:5
ୟମେନ୍ତ ମଦେ ଓ ମଜ୍ଜା, ସହେିପରି ମାରେ ପ୍ରାଣ ପରିତୃପ୍ତ ହବେ। ମାେ ଆନନ୍ଦିତ ଓଷ୍ଠାଧାରରେ ତୁମ୍ଭର ପ୍ରଶଂସା କରିବି।
ଗୀତସଂହିତା 63:6
ମୁଁ ଶୟ୍ଯା ଉପରେ ଗଡ଼ୁଥିବା ସମଯରେ ତୁମ୍ଭକୁ ମନେ କରିବି। ରାତି ସମଯରେ ମଧ୍ଯ ମୁଁ ତୁମ୍ଭ ବିଷଯରେ ଭାବିବି।
ଗୀତସଂହିତା 75:9
ମୁଁ ଏହିସବୁ ବିଷଯରେ ସଦାକାଳ ପ୍ରଚାର କରିବି। ମୁଁ ଇଶ୍ରାୟେଲ ପରମେଶ୍ବରଙ୍କର ପ୍ରଶଂସା କରିବି।
ଗୀତସଂହିତା 145:1
ସେ ରାଜନ୍, ମାରେ ପରମେଶ୍ବର, ମୁଁ ତୁମ୍ଭର ପ୍ରଶଂସା କରିବି। ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ଯବାଦ କରିବି।
ଗୀତସଂହିତା 146:2
ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି। ମୁଁ ଜୀବନସାରା ମାରେ ପରମେଶ୍ବରଙ୍କର ପ୍ରଶଂସାର ଗୀତ ଗାଇବି।