Home Bibles ☰ Books ଗୀତସଂହିତା 105:10 · ଓଡ଼ିଆ ବାଇବେଲ
ଗୀତସଂହିତା 105:10 · ଓଡ଼ିଆ ବାଇବେଲ

ପରମେଶ୍ବର ଏହି ନିଯମ ୟାକୁବ ପାଇଁ ତିଆରି କରିଥିଲେ। ପରମେଶ୍ବର ଇଶ୍ରାୟେଲ ସହିତ କରିଥିବା ନିଯମ ସବୁଦିନ ପାଇଁ ଦୃଢ଼ ରହିବ।

Cross references

ଆଦି ପୁସ୍ତକ 17:7

ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସହେି ଚୁକ୍ତି ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ ହବେ। ଏହି ଚୁକ୍ତି ଅନନ୍ତକାଳସ୍ଥାଯୀ ହବେ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କର ପରମେଶ୍ବର ହବେି।

ଆଦି ପୁସ୍ତକ 28:13

ଏବଂ ଯାକୁବ ଦେଖିଲେ ସଦାପ୍ରଭୁ ସହେି ସିଢ଼ି ପାଖ ରେ ଛିଡ଼ା ହାଇେଛନ୍ତି। ସଦାପ୍ରଭୁ କହୁଥିଲେ, ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କର ପରମେଶ୍ବର, ମଧ୍ଯ ଇସ୍ହାକର ପରମେଶ୍ବର। ତୁମ୍ଭେ ଶାଇେଥିବା ଭୂମି ଆମ୍ଭେ ତୁମ୍ଭକୁ ଦବୋ। ଆମ୍ଭେ ଏହି ଜମି ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ତାହା ଦବୋ।

ଦିତୀୟ ଶାମୁୟେଲ 23:5

ପରମେଶ୍ବର ମାରେ ପରିବାରକକ୍ସ୍ଟ ଶକ୍ତିଶାଳୀ ଓ ସକ୍ସ୍ଟରକ୍ଷିତ କରି ଅଛନ୍ତି ଏବଂ ଚିରଦିନ ପାଇଁ ମାେ ସହିତ ଏକ ନିଯମ କରଛନ୍ତି। ଏହି ନିଯମଟି ସଦାପ୍ରଭୁଙ୍କ ଦ୍ବାରା ସକ୍ସ୍ଟରକ୍ଷିତ। ସେ ମାେତେ ପ୍ରେତ୍ୟକକ ଥର ବିଜଯ ଦବେେ ଓ ମୁ ଯାହା ଆଶା କରୁଛି ଦବେେ।

ଏବ୍ରୀ 13:20

ମୁଁ ଶାନ୍ତିର ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସା ରେ ତୁମ୍ଭମାନେେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରେତ୍ୟକକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ବର ହିଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନଃଜୀବିତ କରିଥିଲେ। ମହାନ୍ ମଷେପାଳକ ଯୀଶୁଙ୍କୁ ପରମେଶ୍ବର ତାହାଙ୍କ ରକ୍ତ ହତେୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନଚୁକ୍ତି ଚିରନ୍ତନ ଅଟେ।

Interlinear

Choose Theme