ଗୀତସଂହିତା 105:33 · ଓଡ଼ିଆ ବାଇବେଲ
ପରମେଶ୍ବର ସମାନଙ୍କେର ଦ୍ରାକ୍ଷାଲତା ଓ ଡ଼ିମ୍ବିରିବୃକ୍ଷସବୁକୁ ନଷ୍ଟ କଲେ ଏବଂ ସମାନଙ୍କେ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।
Cross references
ଗୀତସଂହିତା 78:47
ସେ ଶିଳାଦ୍ବାରା ସମାନଙ୍କେ ଦ୍ରାକ୍ଷାଲତା ଓ ହିମଦ୍ବାରା ସମାନଙ୍କେ ବୃକ୍ଷ ଧ୍ବଂସ କଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:4
ପୃଥିବୀର ଘାସ କିମ୍ବା କୌଣସି ଲତା କିମ୍ବା ଗଛର କ୍ଷତି ନ କରିବା ପାଇଁ ପଙ୍ଗପାଳଙ୍କୁ କୁହାଗଲା। ଯେଉଁମାନଙ୍କର କପାଳ ରେ ପରମେଶ୍ବରଙ୍କର ମୁଦ୍ରା ନାହିଁ, କବଳେ ସହେି ଲୋକମାନଙ୍କର କ୍ଷତି କରିବାକୁ ସମାନଙ୍କେୁ କୁହାଗଲା।