ଆମ୍ଭମାନେେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ। ଆମ୍ଭେ ଅଧର୍ମ କରିଅଛୁ। ଅମ୍ଭମାନେେ ଅଧର୍ମ ଭାବରେ କାମ କରିଅଛୁ।
Cross references
ମାତ୍ର ଲୋକମାନେ ସମାନଙ୍କେର ପାପ ସ୍ବକାର କରି ପାରନ୍ତି ଓ ସମାନେେ ସମାନଙ୍କେ ପୂର୍ବପୁରୁଷମାନଙ୍କର ଅପରାଧ ସ୍ବୀକାର କରିପାରନ୍ତି ଓ ସମାନେେ ଆମ୍ଭ ବିରୁଦ୍ଧ ରେ ପାପ କରିଛନ୍ତି ବୋଲି ସ୍ବୀକାର କରି ପାରନ୍ତି।
ଏଠାକୁ ଦେଖ, ତୁମ୍ଭମାନେେ ତୁମ୍ଭ ପିତୃଗଣଙ୍କ ପରି କାର୍ୟ୍ଯ କଲ, ତୁମ୍ଭମାନେେ ପାପିଷ୍ଠ ଲୋକମାନଙ୍କର ନୂତନ ପିଢି ସଦାପ୍ରଭୁଙ୍କୁ ଇଶ୍ରାୟେଲର ଲୋକମାନଙ୍କ ପ୍ରତି କୋର୍ଧିତ କରାଉଛ।
ସହେି ଦୂର ଦେଶ ରେ ବନ୍ଦୀରୂପେ ଥିବା ବେଳେ, ଯଦି ସମାନେେ ସମାନଙ୍କେର କୁକର୍ମ ପାଇଁ ସଠାେରେ ଅନୁତାପ କରନ୍ତି ଏବଂ ସ୍ବୀକାର କରନ୍ତି, 'ଆମ୍ଭେ ପାପ କଲୁ, ବିପଥଗାମୀ ହେଲୁ ଓ ଦୁଷ୍ଟ ହେଲୁ।'
ହେ ମାରେ ପରମେଶ୍ବର,
ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମଯାବଧି ଆଜି ପର୍ୟ୍ଯନ୍ତ ଆମ୍ଭମାନେେ ଅତିଶଯ ଦୋଷୀ ହାଇେଅଛୁ। ଆମ୍ଭମାନଙ୍କର ଅପରାଧ ପାଇଁ ଆଜିର ନ୍ଯାଯ ଆମ୍ଭମାନେେ ଆମ୍ଭମାନଙ୍କ ରାଜଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀଯ ରାଜଗଣ ହସ୍ତ ରେ, ଖଡ୍ଗ ରେ, ବନ୍ଦୀତ୍ବ ରେ ଓ ଅପମାନିତ ହବୋ ପାଇଁ ସମର୍ପିତ ହାଇେଅଛୁ।
ଏବେ ହେ ଆମ୍ଭର ପରମେଶ୍ବର, ଏହାପରେ ଆମ୍ଭମାନଙ୍କର କ'ଣ କରିବା ଉଚିତ୍? ଆମ୍ଭେ ତୁମ୍ଭର ଆଜ୍ଞାକୁ ଉପେକ୍ଷା କରିଛୁ!
ଆମ୍ଭେ ଇଶ୍ରାୟେଲୀୟମାନେ ତୁମ୍ଭ ବିରୁଦ୍ଧ ରେ ଅତିଶଯ ଭାବରେ ପାପ କରିଅଛୁ। ଆମ୍ଭମାନେେ ତୁମ୍ଭର ଆଜ୍ଞା ବ୍ଯବସ୍ଥାଗୁଡିକ ଓ ବିଗ୍ଭର ପାଳନ କରୁନାହୁଁ, ତୁମ୍ଭର ଦାସ ମାଶାଙ୍କେ ମାଧ୍ଯମ ରେ ଆମ୍ଭକୁ ଦଇେଥିଲ।
ମାତ୍ର ସମାନେେ, ଆମ୍ଭମାନଙ୍କ ପୁର୍ବପୁରୁଷମାନେ ଗର୍ବ ଆଚରଣ କଲେ। ସମାନେେ ଜିଦ୍ଖୋର ଥିଲେ ଓ ତୁମ୍ଭ ଆଜ୍ଞା ସମାନେେ ପାଳନ କଲେ ନାହିଁ।
ଏଣୁ ହେ ଆମ୍ଭମାନଙ୍କର ପରମେଶ୍ବର ମହାନ ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ବର ତୁମ୍ଭେ ନିଯମ ଓ ଦୟା ପାଳନ କରିଥାଅ। ଅଶୂରୀଯ ରାଜଗଣର ସମଯାବଧି ଆଜି ପର୍ୟ୍ଯନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ, ଆମ୍ଭମାନଙ୍କ ଯାଜକଗଣ ଉପରେ, ଆମ୍ଭମାନଙ୍କ ଭବିଷ୍ଯଦ୍ ବକ୍ତୃଗଣ ଉପରେ, ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେଉଁ କ୍ଲେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟି ରେ କ୍ଷୁଦ୍ର ଦଖାେ ନଯାଉ।
ତଥାପି ଆମ୍ଭମାନଙ୍କ ଉପରେ ଆଜି ପର୍ୟ୍ଯନ୍ତ ଯାହା ଯାହା ଘଟିଅଛି, ସେ ସବୁ ରେ ତୁମ୍ଭେ ଧର୍ମମଯ ଅଟ। କାରଣ ତୁମ୍ଭେ ସତ୍ଯ ବ୍ଯବହାର କରିଅଛ। ମାତ୍ର ଆମ୍ଭମାନେେ ଦୁଷ୍କର୍ମ କରିଅଛୁ।
ୟଦି ଲୋକମାନେ ତାଙ୍କର ପିଲାମାନଙ୍କୁ ପରମେଶ୍ବରଙ୍କର ଆଦେଶ ଶିକ୍ଷା ଦିଅନ୍ତି, ତବେେ ସମାନଙ୍କେର ସନ୍ତାନଗଣ ସମାନଙ୍କେର ପୂର୍ବପୁରୁଷଙ୍କ ପରି ହବେେ ନାହିଁ। ସମାନଙ୍କେ ପୂର୍ବପୁରୁଷଗଣ ପରମେଶ୍ବରଙ୍କ ବିରୋଧରେ ଗଲେ। ଏବଂ ସମାନେେ ତାଙ୍କ ଆଦେଶ ମାନିଲେ ନାହିଁ। ସମାନଙ୍କେର ହୃଦଯ ଦୃଢ଼ ପରମେଶ୍ବରଙ୍କଠାରେ ସମର୍ପିତ ନ ଥିଲା। ସମାନଙ୍କେର ଆତ୍ମା ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ନ ଥିଲା।
ଆମ୍ଭମାନେେ ନିଜ ଲଜ୍ଜ୍ଯା ରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭମାନେେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ଯକାଳରୁ ଅଦ୍ଯାବଧି ଆମ୍ଭମାନଙ୍କର ପରମେଶ୍ବର ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛୁ। ଆଉ ଆମ୍ଭମାନେେ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛୁ। ଆଉ ଆମ୍ଭମାନେେ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କ ବାକ୍ଯକୁ ଅବମାନନା କରିଅଛୁ।
ହେ ପରମେଶ୍ବର, ଆମ୍ଭମାନେେ ଆମ୍ଭମାନଙ୍କର ଦୁଷ୍ଟତା ଓ ଆମ୍ଭ ପୂର୍ବପୁରୁଷମାନଙ୍କର ଅଧର୍ମ ସ୍ବୀକାର କରୁଅଛୁ। ହଁ, ଆମ୍ଭମାନେେ ତୁମ୍ଭ ବିରୁଦ୍ଧ ରେ ପାପ କରିଅଛୁ।
ମାତ୍ର, ହେ ସଦାପ୍ରଭୁ, ଆମ୍ଭମାନେେ ପାପ ଓ କୁଟିଳାଚରଣ କରିଅଛୁ। ଆଉ ଦୁଷ୍କର୍ମ କରି ବିଦ୍ରୋହୀ ହାଇେଅଛୁ। ଆଉ ତୁମ୍ଭର ବିଧି ଓ ଶାସନ ପଥ ତ୍ଯାଗ କରିଅଛୁ।
ତୁମ୍ଭର ପୂର୍ବପୁରୁଷ ଯେଉଁ ପାପ ଆରମ୍ଭ କରି ଦଇେଥିଲେ, ତୁମ୍ଭେ ତାହାକୁ ଶଷେ କରିବ।
ସ୍ତିଫାନ କହିଲେ, ହେ ଯିହୂଦୀ ଲୋକମାନେ, ତୁମ୍ଭମାନେେ କଡ଼େେ ଜିଦ୍ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ବରଙ୍କର ନୁହେଁ। ତୁମ୍ଭମାନେେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭମାନେେ ସର୍ବଦା ପବିତ୍ର ଆତ୍ମାଙ୍କର ବି ରୋଧ କରିଛ। ତୁମ୍ଭମାନେେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।