Home Bibles ☰ Books ଗୀତସଂହିତା 107:27 · ଓଡ଼ିଆ ବାଇବେଲ
ଗୀତସଂହିତା 107:27 · ଓଡ଼ିଆ ବାଇବେଲ

ସମାନେେ ମତ୍ତଲୋକ ପରି ଏକଡ଼ ସକେଡ଼ ଦୋହଲନ୍ତି। ଏବଂ ସମାନଙ୍କେର ବୁଦ୍ଧି ହଜିୟାଏ।

Cross references

ଆୟୁବ ପୁସ୍ତକ 12:25

ସହେି ନେତାମାନେ ଆଲୋକ ବିନା ଅନ୍ଧାର ରେ ଦରାଣ୍ଡି ହୁଅନ୍ତି। ପରମେଶ୍ବର ସମାନଙ୍କେୁ ମାତାଲ ଭଳି ଟଳମଳ ଓ ଇତସ୍ତତଃ କରାନ୍ତି।

ଆୟୁବ ପୁସ୍ତକ 37:20

ମୁଁ ପରମେଶ୍ବରଙ୍କୁ କହିବି ନାହିଁ ଯେ ମୁଁ ତାଙ୍କ ସହିତ କଥା ହବୋକୁ ଚା ହେଁ। ଏହା ଧ୍ବଂସକୁ ଡ଼ାକି ଆଣିବା ସହିତ ସମାନ ହବେ।

ଯିଶାଇୟ 19:3

ମିଶରୀଯମାନେ ବିଭ୍ରାନ୍ତ ହବେେ। ସମାନେେ କ'ଣ କରିବେ ବୋଲି ପ୍ରତିମାମାନଙ୍କୁ ଓ ଗୁଣୀ ଜ୍ଞାନୀମାନଙ୍କୁ ପଚାରିବେ। ଆଉ ମଧ୍ଯ ସମାନେେ ଯାକୁବର ଓ ଗୁଣିଆମାନଙ୍କର ପରାମର୍ଶ ନବେେ। ମାତ୍ର ସମାନଙ୍କେର ଉପଦେଶ ଅର୍ଥହୀନ ହବେ।'

ଯିଶାଇୟ 19:14

ସଦାପ୍ରଭୁ ମିଶରୀଯମାନଙ୍କୁ ବିଭ୍ରାନ୍ତ କରାଇଛନ୍ତି। ସମାନେେ ନିଜେ ବାଉଳା ହାଇେଛନ୍ତି ଓ ମିଶରକୁ କୁପଥରେ ନଇେଛନ୍ତି। ସହେି ପ୍ରାଚୀନଗଣ ଯାହା ସବୁ କରିଛନ୍ତି ସେ ସମସ୍ତ କୁକର୍ମ। ମାତାଲ ନିଜ ବାନ୍ତି ରେ ଟଳଟଳ ହେଲାପରି ସମାନେେ ମିଶରକୁ ପ୍ରେତ୍ୟକକ କାର୍ୟ୍ଯ ରେ ବିପଥଗାମୀ କରିଛନ୍ତି।

ଯିଶାଇୟ 24:20

ପୃଥିବୀର ଅପରାଧ ପାପଭାର ବହୁତ ବଢ଼ି ୟାଇଛି ଓ ସହେି ଭାର ରେ ତାହାର ପତନ ଘଟିବ। ପୃଥିବୀ ଗୋଟିଏ ମଦ୍ଯପ ପରି ପଡ଼ିବ ଓ ଗୋଟିଏ କୁଡ଼ିଆ ଘର ପରି ଦୋହଲିବ। ଏହା ଆଉ ତିଷ୍ଠିବ ନାହିଁ।

ଯିଶାଇୟ 29:9

ତୁମ୍ଭମାନେେ ଅଜ୍ଞାତ ଓ ଚମତ୍କୃତ ହୁଅ। ତୁମ୍ଭକୁ ଦୃଷ୍ଟିହୀନ କର ଏବଂ ଅନ୍ଧ ହୁଅ। ଟଳଟଳ ହୁଅ, କିନ୍ତୁ ସୁରାପାନ ରେ ନୁହେଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:15

ଏହା ଜାହାଜକୁ ଆଘାତ କରି ସମୁଦ୍ର ଭିତରକୁ ଠଲେି ନଲୋ। ଜାହାଜ ପବନ ରେ ସ୍ଥିର ହାଇେ ରହି ନପାରିବାରୁ ଆମ୍ଭେ ତାକୁ ଭାସିୟିବା ପାଇଁ ଛାଡ଼ି ଦଲେୁ।

Interlinear

Choose Theme