Home Bibles ☰ Books ଗୀତସଂହିତା 108:3 · ଓଡ଼ିଆ ବାଇବେଲ
ଗୀତସଂହିତା 108:3 · ଓଡ଼ିଆ ବାଇବେଲ

ସଦାପ୍ରଭୁ, ମୁଁ ଜାତିମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି। ମୁଁ ଲୋକ ସମୂହରେ ତୁମ୍ଭର ପ୍ରଶଂସାଗାନ କରିବି।

Cross references

ଗୀତସଂହିତା 22:22

ହେ ସଦାପ୍ରଭୁ, ମୁଁ ମାରେ ଭାଇମାନଙ୍କ ଆଗରେ ତୁମ୍ଭ ଗୁଣ ବର୍ଣ୍ଣନା କରିବି। ମୁଁ ବୃହତ୍ ସଭାକକ୍ଷରେ ତୁମ୍ଭର ପ୍ରଶଂସା କରିବି।

ଗୀତସଂହିତା 22:27

ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।

ଗୀତସଂହିତା 96:10

ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା !ପୃଥିବୀ ସୁସ୍ଥିର ରହିବ। ପରମେଶ୍ବର ନ୍ଯାଯ ବିଚାର କରିବେ।

ଗୀତସଂହିତା 117:1

ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।

ଗୀତସଂହିତା 138:4

ସଦାପ୍ରଭୁ, ପୃଥିବୀର ସମସ୍ତ ରାଜା ତୁମ୍ଭକୁ ପ୍ରଶଂସା କରିବେ, ଯେତବେେଳେ ସମାନେେ ତୁମ୍ଭର ପ୍ରତିଜ୍ଞାଗୁଡ଼ିକୁ ଶୁଣିବେ।

ସିଫନିୟ 3:14

ହେ ୟିରୁଶାଲମ, ଗୀତ ଗାଅ ଓ ସୁଖୀ ହୁଅ। ଇଶ୍ରାୟେଲ ମଧ୍ଯ ଆନନ୍ଦ କରିବ। ୟିରୁଶାଲମ ମଧ୍ଯ ସୁଖୀ ହବେ।

ସିଫନିୟ 3:20

ସେତବେେଳେ ଆମ୍ଭେ ତୁମ୍ଭ ସମସ୍ତଙ୍କୁ ଏକତ୍ର ଫରୋଇ ଆଣିବା। ଆମ୍ଭେ ତୁମ୍ଭମାନଙ୍କୁ ଏପରି ସୁନାମଶାଳୀ କରାଇବା ଯାହା ଫଳ ରେ ସବୁଲୋକ ତୁମ୍ଭମାନଙ୍କର ପ୍ରଶଂସା କରିବେ। ତାହା ଘଟିବ ଯେତବେେଳେ ଆମ୍ଭେ ସମସ୍ତ ବନ୍ଦୀମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣି ମୁକ୍ତ କରିବା, ସଦାପ୍ରଭୁ ଏହି ସମସ୍ତ କହିଥିଲେ।

Interlinear

Choose Theme