Home Bibles ଗୀତସଂହିତା 108:7 · ଓଡ଼ିଆ ବାଇବେଲ
ଗୀତସଂହିତା 108:7 · ଓଡ଼ିଆ ବାଇବେଲ

ପରମେଶ୍ବର, ତାଙ୍କ ପବିତ୍ର ମନ୍ଦିରରେ ଉତ୍ତର ଦେଲେ, ମୁଁ ୟୁଦ୍ଧରେ ଜିତିବି ଏବଂ ଏହି ଜଯଲାଭରେ ଆନନ୍ଦିତ ହବେି। ଏବଂ ଏହି ଦେଶକୁ ମାରେ ଲୋକମାନଙ୍କ ମଧ୍ୟରେ ବାଣ୍ଟି ଦବେି। ମୁଁ ଶିଖିମ୍କୁ ସମାନଙ୍କେୁ ଦବେି। ସୁକ୍କୋତ ଉପତ୍ୟକାକୁ ସମାନଙ୍କେୁ ଦବେି।

Cross references

ଆଦି ପୁସ୍ତକ 33:17

କିନ୍ତୁ ଯାକୁବ ସୁକ୍କୋତକୁ ଗଲଲ।ସସହି ସ୍ଥାନସରସସ ଆପଣା ପାଇଁ ଏକ ଗୃହ ତିଆରି କଲଲ ଓ ପଶୁମାନଙ୍କ ପାଇଁ କୁଡ଼ିଆ ତିଆରି କଲଲ।ସତଣୁସସହି ସ୍ଥାନର ନାମ ସୁକ୍କୋତସହଲା।

ଯିହୋଶୂୟ 17:7

ମନଃଶିର ଅଞ୍ଚଳ ଥିଲା ଅଶରେ ଓ ମିକ୍ମଥତ୍ ମଧ୍ଯବର୍ତ୍ତୀ, ଏହା ଥିଲା ଶିଖ୍ମ ନିକଟବର୍ତ୍ତୀ। ଏହାର ସୀମା ଦକ୍ଷିଣରକ୍ସ୍ଟ ଐନ୍ନ-ତପୂହନିବାସୀ ନିକଟବର୍ତ୍ତୀ ଥିଲା।

ଯିହୋଶୂୟ 20:7

ତେଣୁ ଇଶ୍ରାୟେଲର ବାସିନ୍ଦାମାନେ କିଛି ସହର ବାଛିଲେ। ଯାହାକକ୍ସ୍ଟ ନିରାପଦ ସହର ନାମ ରେ ପରିଚିତ। ସହେି ସହରଗକ୍ସ୍ଟଡିକ ଥିଲା।

ଯିହୋଶୂୟ 24:1

ଯିହାଶୂେୟ ଇଶ୍ରାୟେଲ ବଂଶଗଣକକ୍ସ୍ଟ ଶିଖିମଠା ରେ ଏକତ୍ରୀତ କଲେ। ଏହାପରେ ୟିହୋଶୂଯ ସମସ୍ତ ପ୍ରାଚୀନବର୍ଗ, ସମାନଙ୍କେର ପ୍ରାଚୀନମାନଙ୍କୁ ସମାନଙ୍କେର ବିଗ୍ଭରକର୍ତ୍ତାଗଣଙ୍କକ୍ସ୍ଟ ଏବଂ ସମସ୍ତ ଅଧ୍ଯକ୍ଷମାନଙ୍କୁ ଡକାଇ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଏକତ୍ରୀତ କରାଇଲେ।

ବିଚାରକର୍ତାମାନଙ୍କ ବିବରଣ 8:5

ଗିଦ୍ଦିୟୋନ ସୁକ୍କୋତର ନାଗରିକମାନଙ୍କୁ କହିଲେ, ମାରେ ସୈନ୍ଯମାନଙ୍କୁ କିଛି ଖାଦ୍ୟଦିଅ। ମାରେ ସୈନ୍ଯମାନେ ଅତ୍ଯନ୍ତ କ୍ଲାନ୍ତ। ତଥାପି ମଧ୍ଯ ଆମ୍ଭମାନେେ ମିଦିଯନର ରାଜା ସବହେ ଓ ସଲ୍ମକ୍ସ୍ଟନ୍ନକକ୍ସ୍ଟ ଗୋଡାଉଛକ୍ସ୍ଟ।

ଦିତୀୟ ଶାମୁୟେଲ 7:20

ଏଣୁ ଦାଉଦ ତୁମ୍ଭକୁ ଆଉ କ'ଣ କହିପା ରେ? କାରଣ ହେ ପ୍ରଭକ୍ସ୍ଟ, ତୁମ୍ଭେ ଆପଣା ଦାସକକ୍ସ୍ଟ ଜାଣକ୍ସ୍ଟ ଅଛ।

ଗୀତସଂହିତା 16:9

ତଣେୁ ମାରେ ହୃଦଯ ଓ ଆତ୍ମା ଅତି ଆନନ୍ଦିତ ହବେ। ଏପରିକି ମାରେ ଶରୀର ନିରାପଦରେ ରହିବ।

ଗୀତସଂହିତା 60:7

ଗିଲିଯଦ ଓ ମନଃଶି ମାରେ ହବେେ। ଇଫ୍ରଯିମ ମାରେ ଶିରସ୍ତ୍ରାଣ ହବେ। ଯିହୁଦା ମାରେ ରାଜଦଣ୍ଡ ହବେ।

ଗୀତସଂହିତା 89:35

ଆମ୍ଭେ ଆପଣା ପ୍ରବିତ୍ରତା ଦ୍ବାରା ସାକ୍ଷୀରଖି ଆମ୍ଭେ ଦାଉଦ ନିକଟରେ ଏକ ବିଶଷେ ପ୍ରତିଜ୍ଞା କରିଥିଲୁ। ତଣେୁ ଆମ୍ଭେ ଦାଉଦ ପ୍ରତି ଆପଣା ପ୍ରତିଜ୍ଞା ଭଂଗ କରିବା ନାହିଁ।

ଆମୋଷ 4:2

ମାରେପ୍ରଭୁ ସଦାପ୍ରଭୁ, ତାଙ୍କର ପବିତ୍ରତା ଦ୍ବାରା ଶପଥ ନେଲେ ଏବଂ କହିଲେ, ଭବିଷ୍ଯତ ରେ ଲୋକମାନେ ତେଣ୍ଟା ବ୍ଯବାହାର କରିବେ ଏବଂ ତୁମ୍ଭମାନଙ୍କୁ ବନ୍ଦୀ ପରି ନଇେଯିବେ। ସମାନେେ ବନଶି କଣ୍ଟା ବ୍ଯବହାର କରି ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକକୁ ନଇେଯିବେ।

ପିତରଙ୍କ ପ୍ରଥମ ପତ୍ 1:3

ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବର ଧନ୍ଯ ହେଉନ୍ତୁ। ପରମେଶ୍ବରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ବାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦଇେଛନ୍ତି। ଯୀଶୁଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହବୋ ଦ୍ବାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦଇେଛି।

ପିତରଙ୍କ ପ୍ରଥମ ପତ୍ 1:8

ତୁମ୍ଭେ ଯୀଶୁଖ୍ରୀଷ୍ଟଙ୍କୁ ନ ଦେଖି ମଧ୍ଯ ପ୍ ରମେ କରୁଛ। ଏବେ ତୁମ୍ଭେ ତାହାଙ୍କୁ ନ ଦେଖି ମଧ୍ଯ ବିଶ୍ବାସ କରୁଛ। ତୁମ୍ଭେ ଅତୁଳନୀୟ ଆନନ୍ଦ ପାଉଛ। ସହେି ଆନନ୍ଦ ମହିମା ରେ ପରିପୂର୍ଣ୍ଣ।

ପିତରଙ୍କ ଦିତୀୟ ପତ୍ର 1:3

ଯୀଶୁଙ୍କଠା ରେ ପରମେଶ୍ବରଙ୍କ ଶକ୍ତି ଅଛି। ଆମ୍ଭର ଜୀବନଯାପନ ପାଇଁ ଓ ପରମେଶ୍ବରଙ୍କୁ ସବୋ କରିବା ପାଇଁ ଯାହା କିଛି ଦରକାର ସେ ସବୁ ଆପଣା ଶକ୍ତି ରେ ଆମ୍ଭକୁ ଦଇେଛନ୍ତି। ଆମ୍ଭେ ତାହାଙ୍କୁ ଜାଣିଛୁ ବୋଲି ଏହାସବୁ ପାଇଛୁ। ଯୀଶୁ ଆପଣା ମହିମା ଓ ଉତ୍ତମତା ରେ ଆମ୍ଭମାନଙ୍କୁ ଡ଼ାକିଛନ୍ତି।

Interlinear

Choose Theme