Home Bibles ଗୀତସଂହିତା 109:2 · ଓଡ଼ିଆ ବାଇବେଲ
ଗୀତସଂହିତା 109:2 · ଓଡ଼ିଆ ବାଇବେଲ

ଦୁଷ୍ଟ ଲୋକମାନେ ମାେ ବିରୁଦ୍ଧରେ ମିଛ କହନ୍ତି। ସମାନେେ ଯେଉଁ କଥା କୁହନ୍ତି ତାହା ସତ୍ଯ ନୁହେଁ।

Cross references

ଆଦି ପୁସ୍ତକ 40:15

କାରଣ ଏବ୍ରୀଯମାନଙ୍କ ଦେଶରୁ ଲୋକମାନେ ମାେତେ ବଳପୂର୍ବକ ଅପହରଣ କରିଛନ୍ତି। ପୁଣି ଏ ସ୍ଥାନ ରେ ମଧ୍ଯ ମୁଁ କିଛି କରିନାହିଁ। ତଥାପି ସମାନେେ ମାେତେ ଏହି ଗହ୍ବର ରେ ପକାଇଲେ।

ଦିତୀୟ ଶାମୁୟେଲ 15:3

ଲୋକର ୟକ୍ସ୍ଟକ୍ତି ଶକ୍ସ୍ଟଣିଲା ପରେ ଅବଶା ଲୋମ ତାକକ୍ସ୍ଟ କହିଥାନ୍ତା, ତୁମ୍ଭେ ଠିକ୍ କହକ୍ସ୍ଟଛ, ତୁମ୍ଭର କଥା ଯଥାର୍ଥ ଅଟେ। କିନ୍ତୁ ରାଜା ତକ୍ସ୍ଟମ୍ଭ କଥା ଶକ୍ସ୍ଟଣିବେ ନାହିଁ।

ଦିତୀୟ ଶାମୁୟେଲ 17:1

ଅହୀଥୋଫଲ ଅବଶା ଲୋମକକ୍ସ୍ଟ କହିଲା, ମୁ 12,000 ଲୋକ ବାଛିବି ଓ ଆଜି ରାତି ରେ ଦାଉଦଙ୍କର ପେଛ ୟାଅ।

ଗୀତସଂହିତା 31:13

ମୁଁ ଲୋକମାନେ କହୁଥିବା ସହେି ଭୟଙ୍କର କଥାସବୁ ଶୁଣେ, ସମାନେେ ମାେ ବିରୁଦ୍ଧରେ ଯୋଜନା କରୁଛନ୍ତି। ସମାନେେ ମାେତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।

ଗୀତସଂହିତା 31:18

ସହେି ଦୁଷ୍ଟ ଲୋକମାନେ ମିଥ୍ଯାବାଦୀ। ସମାନେେ ଧାର୍ମିକ ଲୋକଙ୍କ ବିରୁଦ୍ଧରେ ମିଥ୍ଯାକଥା କୁହନ୍ତି। ସହେି ଦୁଷ୍ଟ ଲୋକମାନେ ଅତ୍ଯନ୍ତ ଅହଂକାରୀ। ସମାନଙ୍କେର ସହେି ମିଥ୍ଯା କହୁଥିବା ଓଷ୍ଠ ନୀରବ ହାଇଯେିବ।

ଗୀତସଂହିତା 52:4

ତୁମ୍ଭେ ଲୋକମାନଙ୍କୁ ଆଘାତ ଦେଉଥିବା ଶବ୍ଦକୁ ଓ ପ୍ରତାରଣା କରୁଥିବା ଜିହ୍ବାକୁ ଭଲ ପାଉଛ।

ଗୀତସଂହିତା 64:3

ସମାନେେ ସମାନଙ୍କେର ଜିହ୍ବାକୁ କ୍ଷୁରପରି ଶାଣିତ କରନ୍ତି, ସମାନେେ ସମାନଙ୍କେର ବିଷାକ୍ତ ଶବ୍ଦଗୁଡ଼ିକ ତୀର ତୁଲ୍ଯ ନିକ୍ଷପେ କରନ୍ତି।

ଗୀତସଂହିତା 120:2

ହେ ସଦାପ୍ରଭୁ, ମାେ ବିଷଯରେ ମିଥ୍ଯା କହୁଥିବା ଲୋକମାନଙ୍କଠାରୁ ମାେତେ ଉଦ୍ଧାର କର। ସମାନେେ ଯେଉଁ କଥାସବୁ କହୁଥିଲେ, ତାହାସବୁ ସତ୍ଯ ନ ଥିଲା।

ଗୀତସଂହିତା 140:3

ସମାନଙ୍କେର ଜିହ୍ବା ବିଷଧର ସର୍ପପରି, ୟପରେି ସମାନଙ୍କେର ଜିହ୍ବାତଳେ ନାଗର ଗରଳ ରହିଛି।

ହିତୋପଦେଶ 6:17

ଅହଙ୍କାର ଦୃଷ୍ଟି, ମିଥ୍ଯାବାଦୀ ଜିହ୍ବା, ନିର୍ଦ୍ ଦୋଷର ରକ୍ତପାତକାରୀ ହସ୍ତ।

ହିତୋପଦେଶ 12:19

ମିଥ୍ଯାବାଦୀର କଥା କବଳେ ଅଳ୍ପକ୍ଷଣ ନିମନ୍ତେ ତିଷ୍ଠେ, କିନ୍ତୁ ସତ୍ଯତାପୂର୍ଣ୍ଣ ଶବ୍ଦଗୁଡ଼ିକ ଚିରଦିନ ରହେ।

ହିତୋପଦେଶ 15:28

ଧାର୍ମିକର ମନ ବିବଚେନା କରି ଉତ୍ତର ଦିଏ। ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦକଥା ସର୍ବଦା କ ହେ।

ଯିରିମିୟ 9:3

ପୁଣି ସମାନେେ ଅସତ୍ଯତା ନିମନ୍ତେ ନିଜ ନିଜ ଜିହ୍ବାରୂପ ଧନୁକୁ ବକ୍ର କରନ୍ତି। ଆଉ ସମାନେେ ଦେଶ ରେ ବଳିଷ୍ଠ ହାଇେଅଛନ୍ତି, ମାତ୍ର ସତ୍ଯତା ପାଇଁ ନୁହେଁ। କାରଣ ସମାନେେ ପାପ ଉପ ରେ ପାପ କରିବାକୁ ଅଗ୍ରସର ହୁଅନ୍ତି। ସମାନେେ ଆମ୍ଭକୁ ଜାଣନ୍ତି ନାହିଁ। ଏହା ସଦାପ୍ରଭୁ କହନ୍ତି।

ଯିରିମିୟ 9:5

ସମାନେେ ପ୍ରେତ୍ୟକକ ଆପଣା ପ୍ରତିବେଶୀକୁ ପ୍ରବ୍ଯଞ୍ଚନା କରିବେ ଓ କବେେ ସତ୍ଯକଥା କହିବେ ନାହିଁ। ସମାନେେ ମିଥ୍ଯା କହିବାକୁ ନିଜ ନିଜ ଜିହ୍ବାକୁ ଶିଖାଇ ଅଛନ୍ତି। ଥକିବା ପର୍ୟ୍ଯନ୍ତ ସମାନେେ ମନ୍ଦକର୍ମ କରନ୍ତି।

ମାଥିଉଲିଖିତ ସୁସମାଚାର 26:59

ଯୀଶୁଙ୍କୁ ଯେପରି ମୃତ୍ଯୁଦଣ୍ଡ ଦଇେ ପାରିବେ, ସେଥିପାଇଁ ପ୍ରଧାନଯାଜକ ଓ ସଂପୂର୍ଣ୍ଣ ଯିହୂଦୀମହାସଭା ଯୀଶୁଙ୍କ ବିହୁଦ୍ଧ ରେ କିଛି ମିଛ ଅଭିଯୋଗ ଖାଜେି ବାହାର କରିବାକୁ ଚେଷ୍ଟା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:13

ସମାନେେ କେତେ ଜଣ ମିଥ୍ଯା ସାକ୍ଷୀଙ୍କୁ ଆଣିଲେ। ସମାନେେ କହିଲେ, ଏ ଲୋକ ସର୍ବଦା ଏହି ପବିତ୍ର ସ୍ଥାନ ଓ ମାଶାଙ୍କେ ବ୍ଯବସ୍ଥା ବିରୁଦ୍ଧ ରେ କୁ ହେ।

Interlinear

Choose Theme