Home Bibles ☰ Books ଗୀତସଂହିତା 11:3 · ଓଡ଼ିଆ ବାଇବେଲ
ଗୀତସଂହିତା 11:3 · ଓଡ଼ିଆ ବାଇବେଲ

ୟଦି ସମାନେେ ସବୁ ଉତ୍ତମ କାର୍ୟ୍ଯକୁ ନଷ୍ଟ କରନ୍ତି। ତବେେ କ'ଣ ଘଟିବ ? ତା'ପରେ ସବୁ ଧର୍ମାତ୍ମାମାନେ କ'ଣ କରିପାରିବେ।

Cross references

ଦିତୀୟ ରାଜାବଳୀ 19:13

ଆଉ କାହାନ୍ତି ହମାତ୍, ଅର୍ପଦ, ସଫର୍ବିଯମ, ହନୋ ଓ ଅଦ୍ଦାର ରାଜଗଣ? ସମାନେେ ସମସ୍ତେ ବିନାଶ ପ୍ରାପ୍ତ ହାଇେଅଛନ୍ତି।

ଦିତୀୟ ରାଜାବଳୀ 22:12

ତା'ପରେ ରାଜା ହିଲକିଯ ଯାଜକକୁ, ଶାଫନ୍ର ପୁତ୍ର ଅହୀକାମକୁ, ମିଖାଯର ପୁତ୍ର ଅକ୍ବୋରକୁ, ଶାଫନ୍ ସମ୍ପାଦକ ଓ ଅସାଯ ନାମକ ରାଜ ଭୃତ୍ଯକୁ ଏହି ଆଜ୍ଞା ଦଇେ କହିଲେ।

ଦିତୀୟ ବଂଶାବଳୀ 32:13

ମାରେ ପୂର୍ବପୁରୁଷଗଣ ଓ ମୁଁ ଅନ୍ଯାନ୍ଯ ଦେଶର ସମସ୍ତ ଲୋକଙ୍କ ପ୍ରତି କ'ଣ କରିଅଛି, ତାହା ତୁମ୍ଭମାନେେ ଅବଶ୍ଯ ଜାଣ। ଅନ୍ୟ ଦେଶର ଦବେତାମାନେ ସମାନଙ୍କେର ନିଜ ଲୋକମାନଙ୍କୁ ରକ୍ଷା କରିପାରିଲେ ନାହିଁ। ସହେି ଦବେତାମାନେ ମାେତେ ସମାନଙ୍କେର ଲୋକମାନଙ୍କୁ ବିନଷ୍ଟ କରିବାରୁ ରକ୍ଷା କରିପାରିଲେ ନାହିଁ।

ନିହିମିୟା 6:10

ଦିନେ ମୁଁ ମ ହଟେବଲରେ ପୁତ୍ର ଦଲାଯ, ଦଲାଯର ପୁତ୍ର ଶମଯିଯ ନିକଟକୁ ଗଲି। ମାତ୍ର ତାକୁ ତା'ର ଗୃହ ରେ ବନ୍ଦ କରାୟାଇ ଥିଲା। ମୁଁ ତାହା ଗୃହକୁ ଗଲି ସେ କହିଲା,

ଆୟୁବ ପୁସ୍ତକ 17:9

କିନ୍ତୁ ଧାର୍ମିକ ଲୋକମାନେ କ୍ରମାଗତ ଭାବରେ ସତ୍ଯପଥରେ ରହିବେ। ନିରୀହ ଲୋକମାନେ ଆହୁରି ଶକ୍ତିଶାଳୀ ହବେେ।

ଗୀତସଂହିତା 75:3

ପୃଥିବୀ ଓ ତହିଁରେ ବାସ କରୁଥିବା ସମସ୍ତ ଜୀବନ ଟଳମଳ ହାଇେ ପତନ ହବୋକୁ ଯାଉଛନ୍ତି। କିନ୍ତୁ ମୁଁ ତାକୁ ସ୍ଥିର କରିବି।

ଗୀତସଂହିତା 82:5

ୟାହାସବୁ ଘଟୁଛି ସମାନେେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ। ସମାନେେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି। ସମାନଙ୍କେର ପୃଥିବୀ ସମାନଙ୍କେର ଚତୁଃପାଶର୍‌ବରେ ତଳକୁ ପଡ଼ୁଛି।

ଯିଶାଇୟ 58:12

ପୁଣି ତୁମ୍ଭ ବଂଶୀଯ ଲୋକେ ପୁରାତନ ଧ୍ବଂସ ସ୍ଥାନଗୁଡ଼ିକୁ ପୁନନିର୍ମାଣ କରିବେ, ତୁମ୍ଭେ ପୂର୍ବକାଳର ଭିତ୍ତିମୂଳ ଉପ ରେ ନିର୍ମାଣ କରିବ। ପୁଣି ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ଯାତ ହବେ।

ଯିରିମିୟ 26:11

ତା'ପ ରେ ଯାଜକମାନେ ଓ ଭବିଷ୍ଯଦବକ୍ତାମାନେ ଅଧିପତିମାନଙ୍କୁ ଓ ସମସ୍ତ ଲୋକଙ୍କୁ ଏହି କଥା କହିଲେ, ଯିରିମିୟ ପ୍ରାଣଦଣ୍ଡର ଯୋଗ୍ଯ ; କାରଣ ସେ ଏହି ନଗର ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରିଅଛି, ଏହା ତୁମ୍ଭମାନେେ ସ୍ବକର୍ଣ୍ଣ ରେ ଶୁଣିଅଛ।

ଦାନିଏଲ 3:15

ଯେତବେେଳେ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନବେଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ଯ ଶୁଣ, ତୁମ୍ଭମାନେେ ସୁବର୍ଣ୍ଣ ପ୍ରତିମାକୁ ମୁଣ୍ତ ନୁଆଁଇ ପ୍ରଣାମ କରିବ। ଯଦି ତୁମ୍ଭମାନେେ ପୂଜା ନକର ତବେେ ତୁମ୍ଭମାନଙ୍କୁ ଜ୍ବଳନ୍ତ ଅଗ୍ନି କୁମ୍ତ ରେ ଫିଙ୍ଗା ୟିବ। ଆଉ ଏପରି କୌଣସି ଦବେତା ନାହିଁନ୍ତି ଯେ କି ମାଠାରୁେ ତୁମ୍ଭମାନଙ୍କୁ ଉଦ୍ଧାର କରିବ।

ଦାନିଏଲ 6:10

ଦାନିୟେଲ ସର୍ବଦା ପ୍ରତିଦିନ ତିନିଥର ପରମେଶ୍ବରଙ୍କୁ ପ୍ରାର୍ଥନା କରୁଥିଲେ। ଯେତବେେଳେ ନୂତନ ବିଧି ବିଷଯ ରେ ଲଖାେ ସ୍ବାକ୍ଷାରିତ ହାଇେଅଛି ବୋଲି ଦାନିୟେଲ ଜାଣିଲେ ସେ ଆପଣା ଗୃହକୁ ଆସିଲେ। ତାହାଙ୍କ କଠାେରୀର ଝରକା ୟିରୁଶାଲମ ଆଡେ ମଲୋ ଥିଲା। ସେ ପୂର୍ବରୁ ଆଣ୍ଠୁମାଡି ଦିନ ମଧିଅରେ ତିନିଥର ପ୍ରାର୍ଥନା କଲେ ଓ ଆପଣା ପରମେଶ୍ବରଙ୍କୁ ଧନ୍ଯବାଦ ପ୍ରଦାନ କଲେ।

ଯୋହନଲିଖିତ ସୁସମାଚାର 11:8

ଶିଷ୍ଯମାନେ କହିଲେ, ଗୁରୁ, ୟିହୂଦା ରେ ତ ଆପଣଙ୍କୁ ଯିହୂଦୀ ନେତାମାନେ ପଥର ରେ ମାରିବାକୁ ଚେଷ୍ଟା କରୁଥିଲେ। ଏହା ଅଳ୍ପଦିନ ପୂର୍ବେ ହାଇେଥିଲା। ଆପଣ ପୁଣି ସଠାେକୁ ଫରେିୟିବାକୁ ଚାହାଁନ୍ତି?

Interlinear

Choose Theme