Home Bibles ଗୀତସଂହିତା 110:6 · ଓଡ଼ିଆ ବାଇବେଲ
ଗୀତସଂହିତା 110:6 · ଓଡ଼ିଆ ବାଇବେଲ

ପରମେଶ୍ବର ଦେଶଗୁଡ଼ିକର ବିଚାର କରିବେ। ଏହି ଭୂମିସବୁ ମୃତ ଦହରେେ ଆଚ୍ଛାଦିତ ହବେ। ସେ ପୃଥିବୀର ଶକ୍ତିଶାଳୀ ନେତାମାନଙ୍କୁ ଧ୍ବଂସ କରିବେ।

Cross references

ଆଦି ପୁସ୍ତକ 3:15

ମୁଁ ତୁମ୍ଭଙ୍କୁ ନାରୀର ଶତୃ କରିବି।

ପ୍ରଥମ ଶାମୁୟେଲ 2:10

ଯେଉଁମାନେ ୟିଏକି ସର୍ବୋପରିସ୍ଥ ପରମେଶ୍ବରଙ୍କ ସହିତ ପ୍ରତିବାଦ କରନ୍ତି, ସମାନେେ ଭଗ୍ନ ହବେେ। ସଦାପ୍ରଭୁ ସ୍ବର୍ଗ ରେ ଥାଇ ସହେି ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ ଗର୍ଜନ କରିବେ।

ଗୀତସଂହିତା 68:21

ପରମେଶ୍ବର ତାଙ୍କର ଶତ୍ରୁମାନଙ୍କର ମସ୍ତକକୁ ଚୂର୍ଣ୍ଣ କରିବେ। ସେ ସମାନଙ୍କେର ଖପୁରୀକୁ ଚୂର୍ଣ୍ଣ କରିବେ, ଯେଉଁମାନେ କ୍ରମାଗତ ପାପ କରନ୍ତି।

ଗୀତସଂହିତା 68:22

ମାରେ ପ୍ରଭୁ କହିଲେ, ମାରେ ଶତ୍ରୁଗଣ ହୁଏତ ବାଶନ ପର୍ବତକୁ ଅଥବା ଭୂମଧ୍ଯ ସାଗରର ଗଭୀରକୁ ପଳାଇ ୟାଇପାରନ୍ତି। କିନ୍ତୁ ମୁଁ ସମାନଙ୍କେୁ ଅକ୍ତିଆର କରିବି ଏବଂ ସମାନଙ୍କେୁ ଫରୋଇ ଆଣିବି।

ଯିଶାଇୟ 2:4

ତାପ ରେ ପରମେଶ୍ବର ସମଗ୍ର ମାନବ ଗୋଷ୍ଠୀର ବିଚାରକ ହବେେ। ଅନକେ ଗୋଷ୍ଠୀ ବିଷଯ ରେ ପରମେଶ୍ବର ଶଷେ ନିଷ୍ପତ୍ତି ଦବେେ। ସହେି ଲୋକମାନେ ୟୁଦ୍ଧ ପାଇଁ ସମାନଙ୍କେର ଅସ୍ତ୍ର ବ୍ଯବହାର କରିବେ ନାହିଁ। ସମାନେେ ଖଡ୍ଗ ରେ ଲଙ୍ଗଳର ଲୁହା ତିଆରି କରିବେ, ବର୍ଚ୍ଛା ରେ ଦାଆ ତିଆରି କରିବେ। ସମାନେେ ଅନ୍ୟ ବିରୁଦ୍ଧ ରେ ଆଉ ୟୁଦ୍ଧ କରିବେ ନାହିଁ। ସମାନେେ କବେେ ଆଉ ୟୁଦ୍ଧ ପାଇଁ ତାଲିମ ନବେେ ନାହିଁ।

ଯିଶାଇୟ 11:3

ସଦାପ୍ରଭୁଙ୍କୁ ଭକ୍ତି କରିବେ ଏବଂ ସଦାପ୍ରଭୁଙ୍କ ଅଭୟ ଯୋଗୁଁ ସୁଖୀ ହବେେ।

ଯିଶାଇୟ 34:2

କାରଣ ସଦାପ୍ରଭୁ ଦେଶୀଯ ସମସ୍ତଙ୍କ ବିପକ୍ଷ ରେ ଓ ସମସ୍ତ ସୈନ୍ଯସାମନ୍ତଙ୍କ ପ୍ରତିକୂଳ ରେ ତାଙ୍କର ପ୍ରଚଣ୍ଡ କୋରଧ ପ୍ରକାଶ କରିଛନ୍ତି। ସଦାପ୍ରଭୁ ସମାନଙ୍କେୁ ବିନାଶ କରିବେ ଓ ସେ ମଧ୍ଯ ସେ ସମସ୍ତଙ୍କର ବିନାଶର କାରଣ ହବେେ।

ଯିଶାଇୟ 42:1

ମାରଦୋସକୁ ଦେଖ। ମୁଁ ତାକୁ ମନୋନୀତ କରିଛି। ମାରେ ଚିତ୍ତ ତାହାଠା ରେ ସନ୍ତୁଷ୍ଟ। ମୁଁ ତାହା ଉପ ରେ ନିଜର ଆତ୍ମାକୁ ସ୍ଥାପନ କରିଅଛି। ସେ ଅନ୍ଯଦେଶ ପ୍ରତି ନ୍ଯାଯ ବିଚାର କରିବ।

ଯିଶାଇୟ 42:4

ସେ ପୃଥିବୀ ରେ ନ୍ଯାଯ ବିଚାର ପ୍ରତିଷ୍ଠା ନ କରିବା ପର୍ୟ୍ଯନ୍ତ ନିସ୍ତଜେ କିମ୍ବା ହୀନବଳ ହବେେ ନାହିଁ। ଆଉ ଦ୍ବୀପନିବାସୀ ତାଙ୍କର ପ୍ରଚାର ରେ ବିଶ୍ବାସ ରଖିବେ।'

ଯିଶାଇୟ 43:2

ତୁମ୍ଭେ ଯେତବେେଳେ ଦୁଃଖ ରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହବେୁ। ଜଳ ମଧିଅରେ ଗମନ କଲା ବେଳେ ତୁମ୍ଭର ସଙ୍ଗୀ ହବେୁ। ଫଳ ରେ ତୁମ୍ଭେ ଜଳ ରେ ମଗ୍ନ ହବେ ନାହିଁ। ଅଗ୍ନି ରେ ଗମନ କଲା ବେଳେ ଦଗ୍ଧିଭୂତ ହବେ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।

ଯିଶାଇୟ 51:5

ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହାଇେଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ। ଦ୍ବୀପଗଣ ଆମ୍ଭ ଅପେକ୍ଷା ରେ ରହିବେ ଓ ଆମ୍ଭର ପରାକ୍ରମ ରେ ଆଶା ରଖିବେ।

ଯିଶାଇୟ 66:16

କାରଣ ସଦାପ୍ରଭୁ ଅଗ୍ନି ଓ ଖଡ୍ଗ ଦ୍ବାରା ମର୍ତ୍ତ୍ଯର ସମସ୍ତ ବିବାଦ ନିଷ୍ପନ୍ନ କରିବେ। ସେତବେେଳେ ସଦାପ୍ରଭୁଙ୍କ ଦ୍ବାରା ନିହତ ଲୋକ ଅନକେ ହବେେ।

ଯିଶାଇୟ 66:24

ପୁଣି ସମାନେେ ବାହା ରେ ୟାଇ ଆମ୍ଭ ବିରୁଦ୍ଧାଚରଣ କରୁଥିବା ପାପୀ ଲୋକମାନଙ୍କର ଶବ ଦେଖିବେ। କାରଣ ସମାନଙ୍କେର କୀଟ ମରିବ ନାହିଁ କିମ୍ବା ସମାନଙ୍କେର ଅଗ୍ନି ନିର୍ବାପିତ ହବେ ନାହିଁ। ଆଉ ମଧ୍ଯ ସମାନେେ ସମସ୍ତେ ମର୍ତ୍ତ୍ଯର ଘୃଣାର ପାତ୍ର ହବେେ।

ଯିହିଜିକଲ 38:21

ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ମୁଁ ମାରେ ସମସ୍ତ ପର୍ବତ ରେ ଖଡ୍ଗକୁ ଗୋଗ ବିରୁଦ୍ଧ ରେ ଆଣିବି। ତାହାର ସୈନ୍ଯସାମନ୍ତମାନେ ଏପରି ବିହ୍ବଳ ହବେେ ସମାନେେ ପରସ୍ପର ବିରୁଦ୍ଧ ରେ ଖଡ୍ଗ ଆଣିବେ।

ଯିହିଜିକଲ 39:4

ଇଶ୍ରାୟେଲର ପର୍ବତଗୁଡ଼ିକ ଉପ ରେ ତୁମ୍ଭେ ପତିତ ହବେ। ତୁମ୍ଭର ସମସ୍ତ ସୈନ୍ଯ ସାମନ୍ତ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ମଧ୍ଯ ପତିତ ହବେେ। ମୁଁ ସବୁପ୍ରକାର ମାଂସାସୀ ପକ୍ଷୀ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ଗ୍ରାସ ନିମନ୍ତେ ତୁମ୍ଭମାନଙ୍କୁ ସମର୍ପଣ କରିବି।

ଯିହିଜିକଲ 39:11

ପରମେଶ୍ବର କହନ୍ତି ମୁଁ ସହେିଦିନ ଗୋଗର ସମାଧି ସ୍ଥାନ ନିମନ୍ତେ ଇଶ୍ରାୟେଲ ମଧିଅରେ ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ବାଛିବି ଏବଂ ତାହା ପଥିକମାନଙ୍କର ଗମନ ରୋଧ କରିବ। ସହେି ସ୍ଥାନ ରେ ଲୋକମାନେ ଗୋଗକୁ ଓ ତାହାର ସମସ୍ତ ଲୋକଙ୍କୁ କବର ଦବେେ। ଏବଂ ସହେି ସ୍ଥାନକୁ ସମାନେେ 'ଗୋଗର ସୈନ୍ଯମାନଙ୍କର ଉପତ୍ୟକା' ବୋଲି ନାମ ଦବେେ।

ଯୋୟେଲ 3:12

ହେ, ରାଜ୍ଯବାସୀ! ଜାଗ୍ରତ ହୁଅ, ୟିହୋଶାଫଟର ଉପତ୍ୟକାକୁ ଆସ କାରଣ ସହେି ସ୍ଥାନ ରେ ଆମ୍ଭେ ଇଶ୍ରାୟେଲର ଚତୁଃପାଶର୍‌ବ ରେ ଥିବା ରାଜ୍ଯମାନଙ୍କର ବିଗ୍ଭର କରିବା ପାଇଁ ଫରେି ଆସିବା।

ମୀଖା 4:3

ତା'ପ ରେ ଅନକେ ଗୋଷ୍ଠୀର ଲୋକମାନଙ୍କ ପାଇଁ ପରମେଶ୍ବର ବିଗ୍ଭରକ ହବେେ ଓ ଦୂରଦେଶୀଯ ଅନକେ ଲୋକମାନଙ୍କୁ ତାଙ୍କର ଶଷେ ନିଷ୍ପତ୍ତି ଜଣାଇବେ। ସହେି ଲୋକମାନେ ୟୁଦ୍ଧ ପାଇଁ ସମାନଙ୍କେର ଅସ୍ତ୍ର ତ୍ଯାଗ କରିବେ। ସମାନେେ ସମାନଙ୍କେର ଖଡ୍ଗ ରେ ଲଙ୍ଗଳ ତିଆରି କରିବେ ଏବଂ ବର୍ଛାକୁ ଭାଙ୍ଗି ଶସ୍ଯ କାଟିବାକୁ ଦାଆ ନିର୍ମାଣ କରିବେ। ଲୋକମାନେ ଅନ୍ୟ ସହିତ ୟୁଦ୍ଧ କରିବା ବନ୍ଦ କରିବେ। ଆଉ ୟୁଦ୍ଧ ପାଇଁ ତାଲିମ ମଧ୍ଯ କବେେ ନବେେ ନାହିଁ।

ହବକକୂକ 3:13

ତୁମ୍ଭେ ଆପଣା ଲୋକଙ୍କୁ ପରିତ୍ରାଣ କରିବକୁ ଆସିଲ। ତୁମ୍ଭେ ଆପଣା ମନୋନୀତ ରାଜାଙ୍କୁ ରକ୍ଷା କରିବାକୁ ଆସିଲ। ପ୍ରତି ମନ୍ଦ ଗୃହ ରେ ଥିବା ମୁଖ୍ଯଙ୍କୁ ହତ୍ଯା କଲ। ତୁମ୍ଭେ ତାକୁ ଆପାଦମସ୍ତକ ଗ୍ଭବୁକରେ ପ୍ରହାର କଲ।

ଯୋହନଲିଖିତ ସୁସମାଚାର 5:22

ପିତା କାହାର ବିଚାର କରନ୍ତି ନାହିଁ। କିନ୍ତୁ ସେ ପୁତ୍ରଙ୍କୁ ବିଚାର କରିବାର ସମସ୍ତ କ୍ଷମତା ଅର୍ପଣ କରିଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:20

ନଗର ବାହା ରେ ଦ୍ରାକ୍ଷା ଫଳ ସବୁ ସହେି ଦ୍ରାକ୍ଷାପଷୋ କୁଣ୍ଡ ରେ ଚିପୁଡ଼ା ହେଲା। ସହେି ଦ୍ରାକ୍ଷାକୁଣ୍ଡରୁ ରକ୍ତ ବୋହିଲା। ଏହା ଘୋଡ଼ାମାନଙ୍କ ଲଗାମ ପର୍ୟ୍ଯନ୍ତ ଉପରକୁ ଉଠି 300 କି ଲୋମିଟର ପର୍ୟ୍ଯନ୍ତ ରକ୍ତ ଷୋର୍ତ ହାଇେ ବହିବା ରେ ଲାଗିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:11

ତା'ପରେ ମୁଁ ସ୍ବର୍ଗ ଖାଲିୟିବୋର ଦେଖିଲି। ସଠାେରେ ଗୋଟିଏ ଶ୍ବତେ ଅଶ୍ବ, ଠିଆ ହାଇେଥିଲା। ଅଶ୍ବାରୋହୀଙ୍କ ନାମ 'ବିଶ୍ବସ୍ତ' ଓ 'ସତ୍ଯବାନ'। ସେ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି ଓ ଲଢ଼ନ୍ତି।

Interlinear

Choose Theme