ସଦାପ୍ରଭୁ ଆଶ୍ଚର୍ୟ୍ଯ କର୍ମମାନ କରନ୍ତି। ଯେଉଁମାନେ ତାଙ୍କୁ ଚାହାଁନ୍ତି ସମାନେେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।
Cross references
ଲୋକେ ପରମେଶ୍ବରଙ୍କ ଆଶ୍ଚର୍ୟ୍ଯକର୍ମକୁ ବୁଝିପାରନ୍ତି ନାହିଁ କି ତାଙ୍କର ଅଲୌକିକ କାର୍ୟ୍ଯର ମଧ୍ଯ ଅନ୍ତ ନାହିଁ।
ପରମେଶ୍ବର ଅନକେ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରନ୍ତି, ଯାହା ଲୋକେ ବୁଝି ପାରନ୍ତି ନାହିଁ। ପରମେଶ୍ବରଙ୍କ ଆଶ୍ଚର୍ୟ୍ଯ କାର୍ୟ୍ଯର କୌଣସି ଶଷେ ନାହିଁ।
ପରମେଶ୍ବର ନିଜ ଶକ୍ତି ବଳ ରେ ସମୁଦ୍ରକୁ ଶାନ୍ତ କରନ୍ତି। ତାଙ୍କ ଜ୍ଞାନ ବଳ ରେ ସମୁଦ୍ର ରାକ୍ଷସ ରାହବ କ୍ଷତାକ୍ତ ହୁଅନ୍ତି।
ପରମେଶ୍ବର ତାହା କରନ୍ତି, ୟଦ୍ବାରା ସମସ୍ତ ଲୋକ ଜାଣିପାରିବେ ପରମେଶ୍ବର ତିଆରି କରିଛନ୍ତି ଏବଂ ସମସ୍ତେ ଜାଣିବେ ସେ କ'ଣ କରିପାରନ୍ତି। ଏହା ତାଙ୍କର ପ୍ରମାଣ ଅଟେ।
ଆୟୁବ, ଗୋଟିଏ ମୁହୂର୍ତ୍ତ ପାଇଁ ବନ୍ଦକର, ଓ ଥରେ ଭାବିଲ ଯେଉଁ ଅଲୌକିକ କାର୍ୟ୍ଯସବୁ ପରମେଶ୍ବର କରନ୍ତି।
ତା'ପରେ ସଦାପ୍ରଭୁ ଆୟୁବକୁ ଘୂର୍ଣ୍ଣିବାଯୁ ମଧ୍ଯରୁ ଉତ୍ତର ଦଇେ କହିଲେ,
ଆୟୁବ ତୁମ୍ଭେ ବନଶୀ କଣ୍ଟା ରେ ଲିବିଯାଥନକୁ ଧରିପାରିବ କି ? ତୁମ୍ଭେ ତା'ର ଜିଭକୁ ରସି ରେ ବାନ୍ଧିପାରିବ କି ?
ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ। ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ୟ୍ଯ କର୍ମସବୁ ମୁଁ ମନେ ପପାଏ।
ହେ ସଦାପ୍ରଭୁ, ତୁମ୍ଭ ନିଜ କର୍ମ ମାେତେ ଆନନ୍ଦିତ କରିଅଛି। ମୁଁ ତୁମ୍ଭ ହସ୍ତକୃତ କର୍ମର ୟଶଗାନ କରୁଛି।
ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ। ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି। ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।
ମୁଁ ଆଶାକରେ ମୁଁ ୟାହାସବୁ କହିଲି ତାହା ଆନନ୍ଦ ଦବେ। ମୁଁ ସଦାପ୍ରଭୁଙ୍କ ପାଇଁ ଆନନ୍ଦିତ ହବେି।
ୟେ ଜ୍ଞାନବାନ୍, ସେ ଏହିସବୁ ବିଷଯରେ ମନୟୋଗ କରିବେ। ପୁଣି ସେ ପରମେଶ୍ବରଙ୍କର ପ୍ରକୃତ କରୁଣା ପ୍ରମେକୁ ସେ ବୁଝିବା ଉଚିତ୍।
ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ବିଜଯ ଧ୍ବନି ତୁମ୍ଭେ ଶୁଣିପାରିବ। ସଦାପ୍ରଭୁ ପୁନରାଯ ତାଙ୍କର ମହାନ୍ ଶକ୍ତି ପ୍ରଦର୍ଶନ କଲେ।
ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ଯବାଦ ଦିଏ କାରଣ ତୁମ୍ଭେ ମାେତେ ଏଭଳି ଏକ ଆଶ୍ଚର୍ୟ୍ଯଜନକ ପଥରେ ତିଆରି କରିଅଛ। ମୁଁ ଭଲ ଭାବରେ ଜାଣେ ୟେ, ତୁମ୍ଭର କାମ ଅଦ୍ଭୁତ ଅଟେ।
ମୁଁ ପୁରୁଣା ଦିନସବୁ ମନେ ପକାଏ। ମୁଁ ତୁମ୍ଭର କର୍ମ ବିଷଯରେ ଭାବେ। ତୁମ୍ଭେ ୟାହାସବୁ କର ମୁଁ ସେସବୁ ବିଷଯରେ ଭାବେ।
ଜ୍ଞାନ କ୍ରଯ କରିବା ନିମନ୍ତେ ମୂର୍ଖ ହାତ ରେ ଧନ ଥିଲେ ତାହା ମୂଲ୍ଯହୀନ ଅଟେ। କାରଣ ମୂର୍ଖ ଲୋକ ଧନ ବଦଳ ରେ ଜ୍ଞାନ କ୍ରଯ କରିପା ରେ ନାହିଁ।
ଯେ ଆପଣାକୁ ପୃଥକ୍ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ବ ଜ୍ଞାନ ପ୍ରତ୍ଯାଖାନ କରେ।
ଠିକ୍ ସହେିପରି ଭାବରେ ଜ୍ଞାନ ତୁମ୍ଭମାନଙ୍କର ପ୍ରାଣ ପାଇଁ ମହୁପରି ଅଟେ। ଯଦି ତୁମ୍ଭେ ଜ୍ଞାନ ଆହରଣ କର, ତବେେ ତୁମ୍ଭର ଭବିଷ୍ଯତ୍ ରହିବ ଏବଂ ତୁମ୍ଭର ଆଶା କବେେ ଶଷେ ହବେ ନାହିଁ।
ପରମେଶ୍ବର ଏହା ଠିକ୍ ସମୟରେ ପ୍ରେତ୍ୟକକ ଜିନିଷ ସୁନ୍ଦର କରନ୍ତି। ସେ ମଧ୍ଯ ଲୋକମାନଙ୍କ ମନ ରେ ଅନନ୍ତକାଳର ଧାରଣା ରଖନ୍ତି, କିନ୍ତୁ ସମାନେେ କବେେ ହେଲେ ପୁରାପୁରି ବୁଝିପାରନ୍ତି ନାହିଁ ଯେ, ପ୍ରେତ୍ୟକକ ଜିନିଷ ପରମେଶ୍ବର କରିଅଛନ୍ତି।
କିଏ ନିଜର ହସ୍ତ ପାପୁଲି ରେ ସମୁଦ୍ର ଜଳରାଶି ମାପିଅଛି ? କିଏ ନିଜର ହସ୍ତ ଚାଖଣ୍ଡ ରେ ଅନନ୍ତ ଆକାଶକୁ କଳନା କରିଅଛି ? ପୁଣି କିଏ ଗୌଣୀ ରେ ପୃଥିବୀର ସମସ୍ତ ଧୂଳିରାଶିକୁ ଭରି ପାରିଛି ? କିଏ ପର୍ବତଗୁଡି଼କୁ ନିକିତି ରେ ଓ ଉପପର୍ବତକୁ ତରାଜୁ ରେ ତଉଲି ଅଛି ?
ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିଶାଳ ବାହୁ ଦ୍ବାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ। ତୁମ୍ଭର ଅସାଧ୍ଯ କିଛି ନାହିଁ।
ତୁମ୍ଭର ମନ୍ତ୍ରଣା ଓ କ୍ରିଯା ମହାନ୍। ତୁମ୍ଭେ ପ୍ରେତ୍ୟକକଙ୍କର କାର୍ୟ୍ଯକଳାପ ଲକ୍ଷ୍ଯ କର। ତୁମ୍ଭେ କ୍ରିଯାନୁସା ରେ ସମୁଚିତ ଫଳ ସମାନଙ୍କେୁ ପ୍ରଦାନ କର। ସୁକର୍ମ କରୁଥିବା ବ୍ଯକ୍ତି ପୁରସ୍କୃତ ଓ ଅଧର୍ମ କରୁଥିବା ବ୍ଯକ୍ତି ଦଣ୍ଡିତ ହୁଏ।
ପରମେଶ୍ବରଙ୍କ ଚମତ୍କାରସବୁ ଶକ୍ତିଶାଳୀ, ଅଦ୍ଭୂତ ଅଟେ। ସେ ଅନନ୍ତକାଳ ପାଇଁ ଶାସନ କରିବେ ଓ ତାଙ୍କର ରାଜ୍ଯ କବେେ ସମାପ୍ତ ହବେ ନାହିଁ।
ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରପ୍ତ କରିବାକୁ ଲୋକେ ଗୁରୁତ୍ବ ଦେଲନୋହିଁ। ସେଥିପାଇଁ ପରମେଶ୍ବର ସମାନଙ୍କେୁ ସମାନଙ୍କେ ବିକୃତ ଚ଼ିନ୍ତା ରେ ରହିବାକୁ ଛାଡ଼ି ଦେଲେ ଓ ସମାନେେ ଅନୁଚ଼ିତ କର୍ମକରି ରହିଲେ।
ଯଦି ଜଣେ ଲୋକର ବିଚ୍ଭାର ପାପପୂର୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହୁଏ, ତା ହେଲେ ଆତ୍ମିକ ମୃତ୍ଯୁ ହୁଏ। କିନ୍ତୁ ଯଦି ଜଣକର ବିଚ୍ଭାର ଆତ୍ମା ଦ୍ବାରା ନିୟନ୍ରିତ ହୁଏ, ତା ହେଲେ ସଠାେରେ ଜୀବନ ଓ ଶାନ୍ତି ଅଛି।
ତୁମ୍ଭମାନେେ ଏହା ମଧ୍ଯ ବୁଝି ପାରିବ ଯେ, ଆମ୍ଭେ ଯେଉଁମାନେ ବିଶ୍ବାସ କରୁଛୁ, ଆମ୍ଭମାନଙ୍କ ନିମନ୍ତେ କାମ କରୁଥିବା ପରମେଶ୍ବରଙ୍କ ଶକ୍ତି କେତେ ମହାନ୍।
ଭବିଷ୍ଯତ ରେ ତାହାଙ୍କ କୃପାର ମହାନ୍ ସମ୍ପଦକୁ ଆମ୍ଭକୁ ଦଖାଇବୋ ପାଇଁ ପରମେଶ୍ବର ଏପରି କଲେ। ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ଆମ୍ଭ ପ୍ରତି ପରମେଶ୍ବର ତାହାଙ୍କର ଏହି ଅନୁଗ୍ରହ ପ୍ରକାଶ କଲେ। ଏହି ଅନୁଗ୍ରହ ଦ୍ବାରା ତୁମ୍ଭେ ଉଦ୍ଧାର ପାଇଛ।
ଭବିଷ୍ଯଦ୍ ବକ୍ତାମାନେ ମନୋୟୋଗ ସହକା ରେ ଅଧ୍ଯୟନ କରି ଏହି ଉଦ୍ଧାର ବିଷୟ ରେ ଜାଣିବା ପାଇଁ ଚେଷ୍ଟା କଲେ। ସହେି ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭ ପ୍ରତି ଆଗତ ଅନୁଗ୍ରହ ବିଷୟ ରେ କହିଥିଲେ।
ସମାନେେ ପରମେଶ୍ବରଙ୍କର ସବେକ ମାଶାଙ୍କେର ଓ ମଷେଶାବକଙ୍କର ଗୀତ ବୋଲୁଥିଲେ :