ସେ ଆପଣାର ଆଶ୍ଚର୍ୟ୍ଯ କର୍ମମାନ ସବୁ ସ୍ମରଣ କରାଇଛନ୍ତି। ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମଯ।
Cross references
ଯେ ତବେଳେ ତୁମ୍ଭର ପିଲାମାନେ ତୁମ୍ଭକୁ ପଚାରିବେ, 'ତୁମ୍ଭମାନେେ କାହିଁକି ଏପରି ପର୍ବ ପାଳନ କରୁଛ?'
ଭବିଷ୍ଯତ ରେ ତୁମ୍ଭମାନଙ୍କର ସନ୍ତାନମାନେ ପଚାରିବେ, ତୁମ୍ଭେ କାହିଁକି ଏପରି କରୁଛ? ଏବଂ ସମାନେେ ପଚାରିବେ, 'ଏସବୁର ଅର୍ଥ କ'ଣ? ଏବଂ ତୁମ୍ଭର ଉତ୍ତର ହବେ, 'ସଦାପ୍ରଭୁ ତାଙ୍କର ମହାନ ଶକ୍ତି ବଳ ରେ ମିଶରଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି। ଆମ୍ଭମାନେେ ସଠାେରେ ଦାସ ଥିଲୁ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ସଠାରୁେ ବାହାର କରି ଏଠାକୁ ନଇେ ଆସିଛନ୍ତି।
ସଦାପ୍ରଭୁ ମାଶାଙ୍କେ ସମ୍ମୁଖକୁ ଆସି ଏହା ଘାଷେଣା କଲେ। ୟି ହାବୋ, ୟି ହାବୋ ଦୟାଶୀଳ ପରମେଶ୍ବର, ସେ କୋରଧ ରେ ଧିର। ସେ ଦୟାଳୁ ଓ ସତ୍ଯତା ରେ ପରିପୂର୍ଣ୍ଣ।
କିନ୍ତୁ ସାବଧାନ ହକ୍ସ୍ଟଅ। ନିଶ୍ଚିତ ରୂପେ ତୁମ୍ଭମାନେେ ବଞ୍ଚିଥିବା ପର୍ୟ୍ଯନ୍ତ ତୁମ୍ଭମାନେେ ଦେଖିଥିବା କାର୍ଯଗୁଡିକ କଦାପି ଭକ୍ସ୍ଟଲିବ ନାହିଁ। ତୁମ୍ଭମାନେେ ତୁମ୍ଭର ସନ୍ତାନମାନଙ୍କୁ ଓ ତୁମ୍ଭର ନାତୀନାତକ୍ସ୍ଟଣୀମାନଙ୍କୁ ସଗେକ୍ସ୍ଟଡିକ ଶିକ୍ଷା ଦିଅ।
ତେଣୁ ଏହି ସଙ୍ଗୀତ ଲେଖ, ଏବଂ ଇଶ୍ରାୟେଲ ଲୋକମାନଙ୍କୁ ଶିକ୍ଷା ଦିଅ। ତବେେ ଏହି ସଂଗୀତ ମାେ ପାଇଁ ଇଶ୍ରାୟେଲ ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ ସାକ୍ଷୀ ହବେ।
ସହେି ଶିଳାଗକ୍ସ୍ଟଡିକ ତୁମ୍ଭମାନଙ୍କର ଏକ ପ୍ରତୀକ ହାଇେ ରହିବ। ଭବିଷ୍ଯତ ରେ ଯେତବେେଳେ ତୁମ୍ଭର ପିଲାମାନେ ଉତ୍ସୁକ ହାଇେ ତୁମ୍ଭକୁ ପଗ୍ଭରିବେ, 'ଏହି ପଥରଗକ୍ସ୍ଟଡିକ ତକ୍ସ୍ଟମ୍ଭ ପାଇଁ କ'ଣ?
ତା'ପରେ ଯିହାଶୂେୟ ଇଶ୍ରାୟେଲ ଲୋକମାନଙ୍କୁ କହିଲେ, ଭବିଷ୍ଯତ ରେ ତୁମ୍ଭର ପିଲାମାନେ ସମାନଙ୍କେର ପିତାମାତାଙ୍କୁ ପଗ୍ଭରିବେ, 'ଏ ପଥରଗକ୍ସ୍ଟଡିକ କ'ଣ?'
ଯଦି ତୁମ୍ଭମାନେେ ଫରେିଆସିବ ଓ ସଦାପ୍ରଭୁଙ୍କୁ ମାନିବ, ତବେେ ତୁମ୍ଭମାନଙ୍କର ଆତ୍ମୀଯମାନେ ଓ ତୁମ୍ଭମାନଙ୍କର ସନ୍ତାନସନ୍ତତିଗଣ ସମାନଙ୍କେୁ ବନ୍ଦୀ କରି ନଇୟୋଇଥିବା ଲୋକମାନଙ୍କଠାରୁ ଦୟା ପାଇବେ। ଆଉ ତୁମ୍ଭମାନଙ୍କର ଆତ୍ମୀଯମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ ଏହି ଦେଶକୁ ଫରେିଆସିବେ। ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ଦୟାଳୁ ଓ ଅନୁଗ୍ରହ ରେ ପୂର୍ଣ୍ଣ ଅଟନ୍ତି। ଯଦି ତୁମ୍ଭମାନେେ ତାହାଙ୍କ ନିକଟକୁ ଫରେି ଆସିବ, ତବେେ ସେ ତୁମ୍ଭମାନଙ୍କୁ ତ୍ଯାଗ କରିଯିବେ ନାହିଁ।
ଆମ୍ଭମାନେେ ସମାନଙ୍କେ ବଂଶଧରମାନଙ୍କୁ ଏହା ଲୁଚାଇବାକୁ ନାହିଁ। ସମାନେେ କାହିଁକି ସଦାପ୍ରଭୁଙ୍କୁ ପ୍ରଶଂସା କରିବା ଉଚିତ୍, ଏହା ଆମ୍ଭେ ଆମ୍ଭର ଆସୁଥିବା ପୀଢ଼ିକୁ କହିବୁ, ଆମ୍ଭେ ତାହାଙ୍କ ଶକ୍ତି ଏବଂ ଆଶ୍ଚର୍ୟ୍ଯତା ୟାହା ସେ କଲେ ସସବେୁ ବିଷଯରେ ସମାନଙ୍କେୁ କହିବୁ।
କିନ୍ତୁ ପରମେଶ୍ବର ସ୍ନହେଶୀଳ ଥିଲେ ଓ ସମାନଙ୍କେର ପାପଗୁଡ଼ିକ କ୍ଷମା କଲେ, ସମାନଙ୍କେୁ ଧ୍ବଂସ କଲେ ନାହିଁ। ପରମେଶ୍ବର ତାଙ୍କର କୋର୍ଧକୁ ଅନକେ ଥର ସ୍ଥଗିତ ରଖିଲେ। ସେ ନିଜକୁ ବହୁତ କୋର୍ଧ ହବୋରେ ନିଯନ୍ତ୍ରଣ କରି ନ ଥିଲେ।
ହେ ପ୍ରଭୁ, ତୁମ୍ଭେ ବହୁତ ଉତ୍ତମ ଓ କରୁଣାମଯ, ଯେଉଁମାନେ ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
ହେ ମାରେ ପ୍ରଭୁ, ତୁମ୍ଭେ ସ୍ନହେଶୀଳ ଓ କରୁଣାମଯ ପରମେଶ୍ବର। ତୁମ୍ଭେ ର୍ଧୈୟ୍ଯଶୀଳ, ପ୍ରମେ ଓ ସତ୍ଯତାରେ ପରିପୂର୍ଣ୍ଣ ଅଟ।
ସଦାପ୍ରଭୁ ସ୍ନହେଶୀଳ ଓ କୃପାମଯ, ସେ ଧୈର୍ଯଶୀଳ ଏବଂ େପ୍ରମରେ ପରିପୂର୍ଣ୍ଣ।
ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ବର ଅନ୍ଧକାରରେ ଆ ଲୋକ ସଦୃଶ୍ଯ। ସେ କୃପାମଯ, ସ୍ନହେଶୀଳ ଓ ଧାର୍ମିକ।
ସଦାପ୍ରଭୁ ଅତ୍ଯନ୍ତ ଦୟାବାନ, ସହାନୁଭୂତିଶୀଳ, ର୍ଧୈୟ୍ଯଶୀଳ ଏବଂ ସ୍ନହେଶୀଳ।
ଆମ୍ଭେ ସଦାପ୍ରଭୁଙ୍କର ସ୍ନହପେୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେ ସବୁ ଉପକାର କରିଅଛନ୍ତି, ପୁଣି ନିଜର ନାନାବିଧ ଦୟା ଓ ଅପାର ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ଇଶ୍ରାୟେଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସା ରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବ।
ତୁମ୍ଭପରି ପରମେଶ୍ବର ଆଉ ସଠାେ ରେ କହେି ନାହିଁ। ତୁମ୍ଭେ ଲୋକମାନଙ୍କର ଦୋଷ କ୍ଷମା କର। ଅବଶିଷ୍ଟ ଲୋକମାନଙ୍କୁ ତୁମ୍ଭେ ମଧ୍ଯ କ୍ଷମା ଦିଅ। ତୁମ୍ଭେ ସର୍ବଦା କୋର୍ଧିତ ହବେ ନାହିଁ କାରଣ ତୁମ୍ଭେ ସ୍ନହେ ଗ୍ଭହଁ।
ଲୋକମାନେ ଅଧିକ ପାପ କରିବା ପାଇଁ ବ୍ଯବସ୍ଥା ଆସିଲା, କିନ୍ତୁ ଯେତବେେଳେ ଲୋକେ ଅଧିକ ପାପ କଲେ, ପରମେଶ୍ବର ସମାନଙ୍କେୁ ପ୍ରଚୁର ମାତ୍ରା ରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।
ତା'ପରେ ସହେି ରୋଟୀକୁ ଛିଣ୍ଡାଇ ସେ କହିଲେ : ଏହା ତୁମ୍ଭମାନଙ୍କ ନିମନ୍ତେ ମାରେ ଶରୀର। ମାେତେ ସ୍ମରଣ କରିବା ପାଇଁ ତୁମ୍ଭମାନେେ ଏହା କର।
ପରମେଶ୍ବରଙ୍କ ଆଶ୍ଚର୍ୟ୍ଯଜନକ ଅନୁଗ୍ରହ ସକାେଶ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ବର ପ୍ ରମେ କରନ୍ତି, ସହେି ଖ୍ରୀଷ୍ଟଙ୍କ ଦ୍ବାରା ସେ ଆମ୍ଭକୁ ସହେି ଅନୁଗ୍ରହ ମୁକ୍ତ ଭାବରେ ଦଇେଥାନ୍ତି।
କିନ୍ତୁ ପ୍ରଭୁଙ୍କର ଅନଗ୍ରହ ମାେତେ ସମ୍ପୂର୍ଣ୍ଣ ଭାବେ ମିଳିଲା। ସହେି ଅନୁଗ୍ରହ ସହିତ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଥିବା ବିଶ୍ବାସ ଓ ପ୍ ରମେ ମଧ୍ଯ ମାେତେ ମିଳିଲା।