Home Bibles ☰ Books ଗୀତସଂହିତା 112:7 · ଓଡ଼ିଆ ବାଇବେଲ
ଗୀତସଂହିତା 112:7 · ଓଡ଼ିଆ ବାଇବେଲ

ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ। ସହେି ଲୋକ ସୁସ୍ଥିର ହବେ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ବାସ କରେ।

Cross references

ଆୟୁବ ପୁସ୍ତକ 11:15

ତା'ପରେ ତୁମ୍ଭେ ଲଜ୍ଜ୍ଯାରହିତ ହାଇେ ପରମେଶ୍ବରଙ୍କୁ ଦେଖି ପାରିବ ଏବଂ ତୁମ୍ଭେ ବିନା ଭୟ ରେ ପରମେଶ୍ବରଙ୍କ ଆଗ ରେ ଶକ୍ତିଶାଳୀ ହାଇେ ଛିଡ଼ା ହାଇେ ପାରିବ।

ଗୀତସଂହିତା 27:1

ହେ ସଦାପ୍ରଭୁ ତୁମ୍ଭେ ମାରେ ଆ ଲୋକବର୍ତ୍ତିକା ଓ ମାରେ ତ୍ରାଣକର୍ତ୍ତା। ମୁଁ ତାହାଦ୍ବାରା ଭୟଭୀତ ହବେି ନାହିଁ। ସଦାପ୍ରଭୁଙ୍କ ଆଶ୍ରଯସ୍ଥଳ ମାେ ପାଇଁ ସବୁଠାରୁ ନିରାପଦସ୍ଥଳ। ତଣେୁ ମୁଁ କାହାରିକୁ ଭୟ କରିବି ନାହିଁ।

ଗୀତସଂହିତା 27:3

ୟଦି ସମସ୍ତ ସନୋବାହିନୀ ମାରେ ଚାରି ଦିଗରୁ ମାେତେ ଘରେି ୟାଆନ୍ତି, ତବେେ ମୁଁ ଭୟ କରିବି ନାହିଁ। ୟଦି ମାେତେ ଲୋକମାନେ ୟୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହବେି ନାହିଁ। କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ବାସ କରେ।

ଗୀତସଂହିତା 34:4

ମୁଁ ପରମେଶ୍ବରଙ୍କୁ ପ୍ରାର୍ଥନା କଲି। ସେ ମାେତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।

ଗୀତସଂହିତା 49:6

ଅନକେ ଲୋକ ଭାବନ୍ତି ସମାନଙ୍କେର ଧନ ଓ ବଳ ସମାନଙ୍କେୁ ରକ୍ଷା କରିବ କିନ୍ତୁ ସହେି ଲୋକମାନେ ମୂର୍ଖ ଅଟନ୍ତି।

ଗୀତସଂହିତା 56:3

ମୁଁ ଭୀତ ହବୋ ସମଯରେ ତୁମ୍ଭ ଉପରେ ନିର୍ଭର କରେ।

ଗୀତସଂହିତା 57:7

ମାରେ ହୃଦଯ ସ୍ଥିର ଅଟେ। ପରମେଶ୍ବର ମାରେ ହୃଦଯ ସ୍ଥିର ଅଟେ। ମୁଁ ତାଙ୍କର ପ୍ରଶଂସା ଓ ଗାନ କରିବି।

ଗୀତସଂହିତା 62:8

ହେ ଲୋକମାନେ! ସବୁକାଳେ ପରମେଶ୍ବରଙ୍କଠାରେ ନିର୍ଭର କର। ପରମେଶ୍ବରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ। ପରମେଶ୍ବର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରଯସ୍ଥଳ।

ଗୀତସଂହିତା 64:10

ଧାର୍ମିକ ଲୋକମାନେ ସଦାପ୍ରଭୁଙ୍କ ସବୋରେ ଆନନ୍ଦ କରିବେ। ସମାନେେ ତାହାଙ୍କର ଶରଣାଗତ ହବେେ। ପୁଣି ସମସ୍ତ ସଜ୍ଜନମାନେ, ସଦାପ୍ରଭୁଙ୍କର ପାଳନ କରିବେ।

ଗୀତସଂହିତା 118:6

ସଦାପ୍ରଭୁ ମାେ ସହିତ ଅଛନ୍ତି। ତଣେୁ ମୁଁ ଭୟ କରିବି ନାହିଁ। ଲୋକମାନେ, ମାେତେ କ'ଣ କରିପାରିବେ,

ଗୀତସଂହିତା 118:8

ଲୋକମାନଙ୍କଠାରେ ବିଶ୍ବାସ ରଖିବା ଅପେକ୍ଷା ସଦାପ୍ରଭୁଙ୍କଠାରେ ରକ୍ଷା ପାଇଁ ନିର୍ଭର ରଖିବା ନିଶ୍ଚିତ ଉତ୍ତମ।

ହିତୋପଦେଶ 1:33

ମାତ୍ର ଯେଉଁ ଲୋକ ମାରେ ବାକ୍ଯ ମାନି ଚଳେ। ସେ ନିରାପଦ ରେ ବାସ କରିବ, ତା'ର ଅମଙ୍ଗଳ ହବେ ନାହିଁ।

ହିତୋପଦେଶ 3:25

ହଠାତ୍ ଉତ୍ପନ୍ନ ଆଶଙ୍କାକୁ କିମ୍ବା ଦୁଷ୍ଟମାନଙ୍କ ଉପସ୍ଥିତି ବିନାଶକୁ ଭୟ କର ନାହିଁ।

ଯିଶାଇୟ 26:3

ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପ ରେ ନିର୍ଭର କରନ୍ତି ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତି ରେ ରଖିବ।

Interlinear

Choose Theme