Home Bibles ☰ Books ଗୀତସଂହିତା 113:2 · ଓଡ଼ିଆ ବାଇବେଲ
ଗୀତସଂହିତା 113:2 · ଓଡ଼ିଆ ବାଇବେଲ

ଅଦ୍ଯାବଧି ଚିରକାଳ ସଦାପ୍ରଭୁଙ୍କର ନାମ ଧନ୍ଯ ହେଉ।

Cross references

ପ୍ରଥମ ବଂଶାବଳୀ 16:36

ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କୁ ୟୁଗେ ୟୁଗେ ପ୍ରଶଂସା କର।

ପ୍ରଥମ ବଂଶାବଳୀ 29:10

ଏହାପରେ ଦାଉଦ ଏକତ୍ରୀତ ହାଇେଥିବା ସମସ୍ତ ଲୋକଙ୍କ ସାକ୍ଷାତ ରେ ସଦାପ୍ରଭୁଙ୍କର ପ୍ରଶଂସାଗାନ କଲେ। ଦାଉଦ କହିଲେ :

ଗୀତସଂହିତା 41:13

ହେ ସଦାପ୍ରଭୁ, ତୁମ୍ଭେ ଇଶ୍ରାୟେଲର ପରମେଶ୍ବର। ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ। ତୁମ୍ଭେ ଧନ୍ଯ। ଆମେନ୍, ଆମେନ୍।

ଗୀତସଂହିତା 106:48

ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅନାଦିକାଳରୁ ଅନନ୍ତକାଳ ପର୍ୟ୍ଯନ୍ତ ଧନ୍ଯ ହୁଅନ୍ତୁ। ପରମେଶ୍ବର ସର୍ବଦା ଜୀବିତ ରହି ଆସୁଛନ୍ତି ଏବଂ ସେ ସର୍ବଦା ଜୀବିତ ରହିବେ। ସମସ୍ତ ଲୋକ କହନ୍ତୁ ଆମେନ୍ !ସଦାପ୍ରଭୁଙ୍କର ପ୍ରଶଂସା କର।

ଗୀତସଂହିତା 115:18

ମାତ୍ର ଆମ୍ଭମାନେେ ଆଜିଠାରୁ ଚିରକାଳ ପର୍ୟ୍ଯନ୍ତ ସଦାପ୍ରଭୁଙ୍କର ଧନ୍ଯବାଦ କରିବା। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।

ଦାନିଏଲ 2:20

ଦାନିୟେଲ ପ୍ରଶଂସା କରି କହିଲେ,

ଏଫିସୀୟଙ୍କ ପ୍ରତି ପତ୍ର 3:21

ମଣ୍ଡଳୀ ରେ ଓ ଖ୍ରୀଷ୍ଟଙ୍କ ଦ୍ବାରା ସଦାସର୍ବଦା ତାହାଙ୍କର ମହିମା ହେଉ। ଆମେନ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:13

ତା'ପରେ ମୁଁ ସ୍ବର୍ଗ, ମର୍ତ୍ତ୍ଯ, ପାତାଳ ଓ ସମୁଦ୍ରର ସମସ୍ତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି :

Interlinear

Choose Theme