Home Bibles ☰ Books ଗୀତସଂହିତା 113:7 · ଓଡ଼ିଆ ବାଇବେଲ
ଗୀତସଂହିତା 113:7 · ଓଡ଼ିଆ ବାଇବେଲ

ପରମେଶ୍ବର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।

Cross references

ପ୍ରଥମ ଶାମୁୟେଲ 2:7

ସଦାପ୍ରଭୁ ଲୋକମାନଙ୍କୁ ନିର୍ଦ୍ଦନ କରନ୍ତି ବା ଧନବାନ କରାନ୍ତି। ସେ ଲୋକମାନଙ୍କୁ ନମ୍ର କରନ୍ତି କିମ୍ବା ସମାନଙ୍କେୁ ଉଚ୍ଚ ସ୍ଥାନ ରେ ପ୍ରତିଷ୍ଠିତ କରାନ୍ତି।

ପ୍ରଥମ ଶାମୁୟେଲ 2:8

ସଦାପ୍ରଭୁ ଗରିବ ଲୋକମାନଙ୍କୁ ଧୂଳିରକ୍ସ୍ଟ ଉଠାନ୍ତି। ସେ ଦରିଦ୍ର ଲୋକମାନଙ୍କୁ ଅଳିଆ ଗଦାରକ୍ସ୍ଟ ଉଠାଇବେ। ସେ ଗରିବ ଲୋକମାନଙ୍କୁ ରାଜକକ୍ସ୍ଟମାରମାନଙ୍କ ସହିତ ଓ କକ୍ସ୍ଟଳୀନ ଅତୀଥିମାନଙ୍କ ସହିତ ବସିବା ପାଇଁ ଉେଠଇ ଦିଅନ୍ତି କାରଣ ସଦାପ୍ରଭୁ ସମଗ୍ର ବ୍ରହ୍ମାଣ୍ତକକ୍ସ୍ଟ ନିର୍ମାଣ କରିଛନ୍ତି ଏବଂ ସମକ୍ସ୍ଟଦାଯ ବ୍ରହ୍ମାଣ୍ତ ତାଙ୍କର ଅଟେ।

ପ୍ରଥମ ଶାମୁୟେଲ 24:14

ଇଶ୍ରାୟେଲର ରାଜା କାହା ପଛ ରେ ବାହାର ହାଇେ ଆସିଛନ୍ତି? ଆପଣ କାହା ପଛ ରେ ଗୋଡଉଛନ୍ତି? ଗୋଟିଏ ମଲା କକ୍ସ୍ଟକକ୍ସ୍ଟର ପଛ ରେ, ଗୋଟିଏ ଡାଆଂଶ ପଛ ରେ ଆପଣ ଗୋଡଉଛନ୍ତି।

ଦିତୀୟ ଶାମୁୟେଲ 7:8

ତେଣୁ ଏବେ ତୁମ୍ଭେ ମାେ ଦାସ ଦାଉଦକକ୍ସ୍ଟ ଏପରି କକ୍ସ୍ଟହ, 'ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମିଁ ତୁମ୍ଭମାନଙ୍କୁ ଆଣିଲି। ଯେତବେେଳେ ତୁମ୍ଭମାନେେ ଗ୍ଭରଣ ଭୂମିରେ ମଷେପଲଗକ୍ସ୍ଟଡିକ ପଛ ରେ ଅନକ୍ସ୍ଟସରଣ କରୁଥିଲ। ମୁ ତୁମ୍ଭମାନଙ୍କୁ ମାରେ ଇଶ୍ରାୟେଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନଇେ ଆସିଲି।

ପ୍ରଥମ ରାଜାବଳୀ 16:2

ମୁଁ ତୁମ୍ଭକୁ ଧୂଳିରୁ ଉଠାଇ ଆଣି ମାରେ ଲୋକ ଇଶ୍ରାୟେଲ ଉପରେ ତୁମ୍ଭକୁ ରାଜା କଲି। ମାତ୍ର ତୁମ୍ଭେ ୟାରବିଯାମଙ୍କ ପଥ ଅନୁସରଣ କଲ ଏବଂ ମାରେ ଲୋକ ଇଶ୍ରାୟେଲୀମାନଙ୍କୁ ପାପ କରାଇଲ। ସମାନଙ୍କେ ପାପରେ ଆମ୍ଭେ କ୍ରୋଧିତ ହେଲୁ।

ଆୟୁବ ପୁସ୍ତକ 2:8

ସେଥିପାଇଁ ଆୟୁବ ଅଳିଆଗଦା ପାଖ ରେ ବସିଲା। ସେ ଖଣ୍ଡିଏ ଭଙ୍ଗା ପାତ୍ର ରେ ନିଜର କ୍ଷତି ହାଇେଥିବା ସ୍ଥାନକୁ କୁଣ୍ଡାଇବାକୁ ଲାଗିଲା।

ଆୟୁବ ପୁସ୍ତକ 5:11

ପରମେଶ୍ବର ନମ୍ର ଲୋକକୁ ଉପରକୁ ଉଠାନ୍ତି ଏବଂ ଯେଉଁମାନେ ଅତି ଦୁଃଖି ସମାନଙ୍କେୁ ଖୁସି କରାନ୍ତି।

ଆୟୁବ ପୁସ୍ତକ 5:15

ପରମେଶ୍ବର ଗରିବ ଲୋକମାନଙ୍କୁ ସହେି ଚତୁର ଲୋକଙ୍କର କଟୁବାକ୍ଯର ରକ୍ଷା କରନ୍ତି। ସେ ଗରିବ ଲୋକଙ୍କୁ ପରାକ୍ରମୀ ଲୋକ କବଳରୁ ଉଦ୍ଧାର କରନ୍ତି।

ଆୟୁବ ପୁସ୍ତକ 36:6

ଦୁଷ୍ଟ ଲୋକଙ୍କୁ ବଞ୍ଚିବା ପାଇଁ ପରମେଶ୍ବର ଅନୁମତି ନବେେ ନାହିଁ। ପରମେଶ୍ବର ଦରିଦ୍ର ଲୋକମାନଙ୍କ ପ୍ରତି ସଦା ନ୍ଯାଯଶୀଳ।

ଗୀତସଂହିତା 22:15

ମାରେ ପାଟି ଖଣ୍ଡେ ଖପରା ପରି ଶୁଷ୍କ ହାଇେ ଯାଉଛି। ମାରେ ଜିଭ ତାଳୁରେ ଲାଗି ଯାଉଛି, ତୁମ୍ଭେ ମାେତେ ମୃତ୍ଯୁର ଧୂଳିରେ ଫିଙ୍ଗି ଦଇେଛ।

ଗୀତସଂହିତା 75:6

କୌଣସି ବ୍ଯକ୍ତିକୁ ମହତ୍ବପୂର୍ଣ୍ଣ କରିବାରେ ପୃଥିବୀର କୌଣସି ଶକ୍ତି ନାହିଁ।

ଗୀତସଂହିତା 107:41

କିନ୍ତୁ ପରମେଶ୍ବର ସହେି ଦୀନହୀନ ଲୋକମାନଙ୍କୁ ଦୁଃଖରୁ ଉଦ୍ଧାର କଲେ। ସେ ସମାନଙ୍କେର ପରିବାରକୁ ମଷେପଲ ତୁଲ୍ଯ ପାଳନ କରନ୍ତି।

ଯିଶାଇୟ 26:19

ମାତ୍ର ସଦାପ୍ରଭୁ କୁହନ୍ତି, ତୁମ୍ଭର ମୃତମାନେ ଜୀବିତ ହବେେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ବାସ ନବୋ ଆରମ୍ଭ କରିବେ। ହେ ଧୂଳିନିବାସୀ ଗଣ, ଉଠ, ଆନନ୍ଦ କର, କାରଣ ତୁମ୍ଭମାନେେ ପ୍ରଭାତ ରେ ତୃଣ ଉପର ଶିଶିର ତୁଲ୍ଯ ଭୂମି ମୃତମାନଙ୍କୁ ଜନ୍ମ ଦବେ।'

ଯିହିଜିକଲ 17:24

ତାହା ହେଲେ କ୍ଷେତ୍ରସ୍ଥ ସମସ୍ତ ବୃକ୍ଷ ଜାଣିବେ ଯେ, ମୁଁ ଉଚ୍ଚବୃକ୍ଷକୁ ନୀଚ୍ଚ କରିପା ରେ ଓ ନୀଚ୍ଚ ବୃକ୍ଷକୁ ଉଚ୍ଚ କରିପା ରେ। ପୁଣି ସତଜେ ବୃକ୍ଷକୁ ଶୁଷ୍କ କରିପା ରେ ଓ ଶୁଷ୍କ ବୃକ୍ଷକୁ ସତଜେ କରିପା ରେ। ମୁଁ ସଦାପ୍ରଭୁ ଏହା କହିଅଛି ଓ ମୁଁ ଏହା କରିବି।

Interlinear

Choose Theme