ହେ ସଦାପ୍ରଭୁ, ଆମ୍ଭମାନେେ କୌଣସି ମହିମାର ୟୋଗ୍ଯ ନୁହଁ। ମହିମା ତ ତୁମ୍ଭର। ତୁମ୍ଭର ପ୍ରମେ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
Cross references
କିଣାନୀଯମାନେ ଓ ଏ ଦେଶ ନିବାସୀ ଅନ୍ୟ ସମସ୍ତେ ଏ ବିଷଯ ରେ ଶକ୍ସ୍ଟଣିବେ। ସମାନେେ ଆମ୍ଭକକ୍ସ୍ଟ ଘରେି ଆକ୍ରମଣ କରିବେ ଓ ବିନାଶ ମଧ୍ଯ କରିବେ। ତା'ପରେ ତୁମ୍ଭେ କିପରି ତୁମ୍ଭର ମହାନ ନାମକକ୍ସ୍ଟ ରକ୍ଷା କରିବ?
ସେ ପରମେଶ୍ବରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ। ଆପଣାର ସତ୍ଯତା ଓ ସ୍ନହପେୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର।
ପରମେଶ୍ବର, ଉଠ ଏବଂ ତୁମ୍ଭର ସମ୍ମାନ ରକ୍ଷା କର। ମୂର୍ଖ ଲୋକମାନେ କିପରି ଦିନୟାକ ତୁମ୍ଭକୁ ଅପମାନିତ କରୁଛନ୍ତି ସ୍ମରଣ କର!
ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ବର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାୟ୍ଯ କର ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର ଏବଂ ପାପସବୁ କ୍ଷମା କର।
ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷଯରେ ଗାନ କରିବି। ମାେ ମୁଖରେ, ମୁଁ ତୁମ୍ଭର ବିଶ୍ବସ୍ତତା ବିଷଯରେ ବଂଶାନୁକ୍ରମ ପର୍ୟ୍ଯନ୍ତ ଗାଉଥିବି।
ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ୟଥୋଚିତ ଗୌରବ ଗାନ କର, ୟାହା ସେ ପାଇବା ୟୋଗ୍ଯ ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନବୈେଦ୍ଯ ନଇେ ଆସ।
ହେ ପରମେଶ୍ବର, ମୁଁ ତୁମ୍ଭର ପବିତ୍ର ମନ୍ଦିର ପ୍ରତି ପ୍ରଣାମ ଦଣ୍ଡବତ କରିବି। ମୁଁ ତୁମ୍ଭର ନାମ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଏବଂ ତୁମ୍ଭର ସତ୍ଯତାକୁ ପ୍ରଶଂସା କରିବି। ତୁମ୍ଭେ ପ୍ରସିଦ୍ଧ ଅଟ ଏବଂ ୟାହା ତୁମ୍ଭେ କରିବା ପାଇଁ ପ୍ରତିଜ୍ଞା କର ତାହା ଏପରିକି ମଧ୍ଯ ତୁମ୍ଭକୁ ଅଧିକ ପ୍ରସିଦ୍ଧ କରିବ।
ଆମ୍ଭେ କବଳେ ନିଜ ପାଇଁ, ନିଜ ସକାେଶ ଏହା କରିବା। କାରଣ ଆମ୍ଭର ନାମକୁ ଅପବିତ୍ର କାହିଁକି କରିବା ? ପୁଣି ଆମ୍ଭେ ନିଜର ମହିମା ଅନ୍ୟକୁ ଦବୋ ନାହିଁ।
କିନ୍ତୁ ମୁଁ ମାରେ ନାମକୁ ସହେି ଲୋକମାନଙ୍କ ସମ୍ମୁଖ ରେ ଭ୍ରଷ୍ଟ କରିବା ପାଇଁ ଚାହିଁଲି ନାହିଁ। ଯେଉଁମାନଙ୍କ ଆଗ ରେ ମୁଁ ସମାନଙ୍କେୁ ମିଶରରୁ ବାହାର କରି ଆଣିଥିଲି।
ତେଣୁ ଇଶ୍ରାୟେଲର ଲୋକମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ହେ ଇଶ୍ରାୟେଲ ପରିବାର, ତେଣୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ଯାହା କହିବା କଥା ତାହା ମାରେ ନାମର ସୁରକ୍ଷା ପାଇଁ କରୁ ନାହଁ। ତୁମ୍ଭମାନେେ ଯେଉଁଠାକୁ ଗଲେ, ସହେି ରାଷ୍ଟ୍ରମାନଙ୍କ ମଧିଅରେ ମାରେ ନାମକୁ କଳୁଷିତ କଲ।
ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ତୁମ୍ଭମାନେେ ଜାଣ ଯେ ଆମ୍ଭେ ତୁମ୍ଭମାନଙ୍କ ସକାେଶ ଏହା କରୁ ନାହୁଁ। ହେ ଇଶ୍ରାୟେଲ ବଂଶ, ତୁମ୍ଭମାନେେ ନିଜର ଆଚରଣ ଯୋଗୁଁ ଲଜ୍ଜିତ ଓ ବିଷଣ୍ଣ ହୁଅ।
ହେ ସଦାପ୍ରଭୁ ଶୁଣ, ହେ ସଦାପ୍ରଭୁ କ୍ଷମା କର, ହେ ପରମେଶ୍ବର ଅବଧାନ ପୂର୍ବକ କର୍ମ କର। ବିଳମ୍ବ କରନାହିଁ, ହେ ମାରେ ପରମେଶ୍ବର ନିଜର ନାମ ସକାେଶ କର୍ମ କର। କାରଣ ତୁମ୍ଭର ନଗର ଏ ତୁମ୍ଭର ଲୋକମାନେ ତୁମ୍ଭ ନାମ ରେ ଖ୍ଯାତ ଅଟନ୍ତି।
ହେ ପରମେଶ୍ବର, ଯାକୁବ ପ୍ରତି ସତ୍ଯ ଓ ଅବ୍ରାହାମ ପ୍ରତି ଦୟା ଓ ବିଶ୍ବସ୍ତତା ପ୍ରଦାନ କଲ, ଯାହା ତୁମ୍ଭେ ବହୁବର୍ଷ ପୂର୍ବେ ଆମ୍ଭ ପୂର୍ବପୁରୁଷମାନଙ୍କଠା ରେ ଶପଥ କରିଥିଲ।
ମାଶାଙ୍କେ ଦ୍ବାରା ଆମ୍ଭକୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଅନୁଗ୍ରହ ଓ ସତ୍ଯ ମାର୍ଗ ଆସିଲା।
ଏହି କର୍ମ ପରମେଶ୍ବରଙ୍କୁ ମହିମା ପ୍ରଦାନ କରିବ। ମୁଁ ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ବର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ଯ ବୋଲି ପ୍ରମାଣିତ କରିବା ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସବେକ ହେଲେ।
ପରମେଶ୍ବରଙ୍କ ଆଶ୍ଚର୍ୟ୍ଯଜନକ ଅନୁଗ୍ରହ ସକାେଶ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ବର ପ୍ ରମେ କରନ୍ତି, ସହେି ଖ୍ରୀଷ୍ଟଙ୍କ ଦ୍ବାରା ସେ ଆମ୍ଭକୁ ସହେି ଅନୁଗ୍ରହ ମୁକ୍ତ ଭାବରେ ଦଇେଥାନ୍ତି।
ଚବିଶଜଣ ପ୍ରାଚୀନ ବ୍ଯକ୍ତି ସିଂହାସନ ରେ ବସିଥିବା ସହେି ବ୍ଯକ୍ତିଙ୍କ ସମ୍ମୁଖ ରେ ମୁଣ୍ଡ ନୁଆଁଇ ତାହାଙ୍କୁ ପ୍ରଣାମ କରନ୍ତି। ସମାନେେ ତାହାଙ୍କ ସମ୍ମୁଖ ରେ ନିଜର ମୁକୁଟ ରଖି କହନ୍ତି :