ଗୀତସଂହିତା 115:18 · ଓଡ଼ିଆ ବାଇବେଲ
ମାତ୍ର ଆମ୍ଭମାନେେ ଆଜିଠାରୁ ଚିରକାଳ ପର୍ୟ୍ଯନ୍ତ ସଦାପ୍ରଭୁଙ୍କର ଧନ୍ଯବାଦ କରିବା। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।
Cross references
ଗୀତସଂହିତା 113:2
ଅଦ୍ଯାବଧି ଚିରକାଳ ସଦାପ୍ରଭୁଙ୍କର ନାମ ଧନ୍ଯ ହେଉ।
ଗୀତସଂହିତା 118:17
ମୁଁ ମରିବି ନାହିଁ କିନ୍ତୁ ବଞ୍ଚିବି ଏବଂ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
ଗୀତସଂହିତା 145:2
ପ୍ରତିଦିନ ମୁଁ ତୁମ୍ଭର ପ୍ରଶଂସା କରେ। ପୁଣି ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
ଗୀତସଂହିତା 145:21
ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି !ସମୁଦାଯ ପ୍ରାଣୀ ଅନନ୍ତକାଳ ତାଙ୍କର ପବିତ୍ର ନାମର ପ୍ରଶଂସା କରିବା ଉଚିତ୍।
ଦାନିଏଲ 2:20
ଦାନିୟେଲ ପ୍ରଶଂସା କରି କହିଲେ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:13
ତା'ପରେ ମୁଁ ସ୍ବର୍ଗ, ମର୍ତ୍ତ୍ଯ, ପାତାଳ ଓ ସମୁଦ୍ରର ସମସ୍ତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି :