Home Bibles ଗୀତସଂହିତା 115:3 · ଓଡ଼ିଆ ବାଇବେଲ
ଗୀତସଂହିତା 115:3 · ଓଡ଼ିଆ ବାଇବେଲ

ଆମ୍ଭମାନଙ୍କର ପରମେଶ୍ବର ସ୍ବର୍ଗରେ ଅଛନ୍ତି। ଏବଂ ସେ ୟାହା ଚାହାଁନ୍ତି ତାହା କରିପାରନ୍ତି।

Cross references

ପ୍ରଥମ ବଂଶାବଳୀ 16:25

ସଦାପ୍ରଭୁ ଅତ୍ଯନ୍ତ ମହାନ୍ ଅଟନ୍ତି ଓ ସେ ପ୍ରଶଂସାର ଯୋଗ୍ଯ ଅଟନ୍ତି। ଅନ୍ୟ ସବୁ ଦବେତାଗଣଙ୍କ ଅପେକ୍ଷା ସଦାପ୍ରଭୁ ଅଧିକ ଭୟଙ୍କର ଅଟନ୍ତି।

ଆୟୁବ ପୁସ୍ତକ 23:13

କିନ୍ତୁ ପରମେଶ୍ବର କବେେ ହେଲେ ବଦଳନ୍ତି ନାହିଁ। କହେି ବ୍ଯକ୍ତି ପରମେଶ୍ବରଙ୍କ ବିରୁଦ୍ଧ ରେ ଛିଡ଼ା ହାଇପୋରିବେ ନାହିଁ। ପରମେଶ୍ବର ଯାହା ଇଚ୍ଛା କରନ୍ତି ତାହା ସେ କରନ୍ତି।

ଗୀତସଂହିତା 2:4

କିନ୍ତୁ ମାରେ ପ୍ରଭୁ ୟିଏକି 'ସ୍ବର୍ଗର ରାଜା' ସମାନଙ୍କେ ଏପରି କଥାକୁ ପରିହାସ କରିବେ।

ଗୀତସଂହିତା 68:4

ପରମେଶ୍ବରଙ୍କ ନିମନ୍ତେ ସଂଗୀତ ଗାନ କର, ତାଙ୍କର ନାମର ଗୁଣଗାନ କର। ପରମେଶ୍ବରଙ୍କର ପ୍ରଶଂସା ହେଉ। ୟିଏ ମେଘ ଉପରେ ଆରୋହଣ କରନ୍ତି, ତାଙ୍କ ଆଗରେ ଆନନ୍ଦିତ ହୁଅ।

ଗୀତସଂହିତା 103:19

ପରମେଶ୍ବରଙ୍କ ସିଂହାସନ ସ୍ବର୍ଗରେ ଅଛି ଏବଂ ସେ ସବୁଆଡ଼େ ଶାସନ କରନ୍ତି।

ଗୀତସଂହିତା 123:1

ସଦାପ୍ରଭୁ, ମୁଁ ତୁମ୍ଭକୁ ଚାହିଁ, ପ୍ରାର୍ଥନା କରେ। ତୁମ୍ଭେ ସ୍ବର୍ଗରେ ରାଜାପରି ବସ।

ଗୀତସଂହିତା 135:6

ସ୍ବର୍ଗରେ, ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ୟାହା ଇଚ୍ଛା କରନ୍ତି, ତାହା କରନ୍ତି।

ଯିଶାଇୟ 46:10

ଶଷେ ରେ କ'ଣ ଘଟିବ ଆମ୍ଭେ ଆଦ୍ଯରୁ କହିଥାଉଁ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ଯ ସାଧିତ ହବେ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।

ଦାନିଏଲ 4:32

ଏବଂ ତୁମ୍ଭେ ମନୁଷ୍ଯମାନଙ୍କ ମଧ୍ଯରୁ ବିତାଡିତ ହବେ। କ୍ଷେତ୍ରସ୍ଥ ପଶୁମାନଙ୍କ ମଧିଅରେ ତୁମ୍ଭେ ବାସ କରିବ ଓ ଗୋରୁ ପରି ତୃଣ ଭୋଜନ କରିବ। ଏହିରୂପେ ତୁମ୍ଭ ଉପ ରେ ସାତବର୍ଷ ଅତିକ୍ରମ କରିୟିବ। ଶଷେ ରେ ଯେ ସର୍ବୋପରିସ୍ଥ ପରମେଶ୍ବର ସମଗ୍ର ମନୁଷ୍ଯ ଉପ ରେ ପ୍ରଭୁତ୍ବ କରନ୍ତି ଓ ଯାହାକୁ ଯାହା ଇଚ୍ଛା ତାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।

ଦାନିଏଲ 4:35

ପୁଣି ପୃଥିବୀ ନିବାସୀ ସମସ୍ତେ ତୁଚ୍ଛ ବସ୍ତୁ ସଦୃଶ। ଆଉ ସ୍ବର୍ଗୀଯ ଶକ୍ତି ବଳ ରେ ପରମେଶ୍ବର ନିଜ ଇଚ୍ଛାନୁସା ରେ ପୃଥିବୀ ନିବାସୀମାନଙ୍କ ମଧିଅରେ କାର୍ୟ୍ଯ କରନ୍ତି। କହେି ତାଙ୍କର ଶକ୍ତିଶାଳୀ ହସ୍ତ ବନ୍ଦ କରି ନପା ରେ ଓ କହେି ତାଙ୍କୁ କିଛି ପ୍ରଶ୍ନ କରି ନପା ରେ।

ମାଥିଉଲିଖିତ ସୁସମାଚାର 6:9

ଏଣୁ ଏହି ଭଳି ପ୍ରାର୍ଥନା କର: ' ହେ ସ୍ବର୍ଗ ରେ ଥିବା ଆମ୍ଭର ପରମପିତା, ତୁମ୍ଭର ନାମ ସବୁବେଳେ ପବିତ୍ର ହେଉ।

ରୋମୀୟଙ୍କ ପ୍ରତି ପତ୍ର 9:19

ତା ହେଲେ ତୁମ୍ଭେ ମାେତେ ପ୍ରଶ୍ନ କରି ପାର ଯେ ସେ ଆମ୍ଭର ଦୋଷ କାହିଁକି ଧରନ୍ତି?

ଏଫିସୀୟଙ୍କ ପ୍ରତି ପତ୍ର 1:11

ପରମେଶ୍ବର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ହତେୁ ପରମେଶ୍ବର ଆମ୍ଭକୁ ତାହାଙ୍କର ଲୋକ ହବୋ ପାଇଁ ବାଛିଲେ। ଏକଥା ସେ ନିଜ ଇଚ୍ଛାନୁସା ରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।

Interlinear

Choose Theme