Home Bibles ☰ Books ଗୀତସଂହିତା 115:7 · ଓଡ଼ିଆ ବାଇବେଲ
ଗୀତସଂହିତା 115:7 · ଓଡ଼ିଆ ବାଇବେଲ

ସମାନଙ୍କେର ହାତ ଅଛି କିନ୍ତୁ ତାହା ସ୍ବର୍ଗ କରିପାରନ୍ତି ନାହିଁ। ସମାନଙ୍କେର ଗୋଡ଼ ଅଛି କିନ୍ତୁ ଚାଲିପାରନ୍ତି ନାହିଁ। ସମାନଙ୍କେ ଗଳାରୁ କୌଣସି ସ୍ବର ବାହାରେ ନାହିଁ।

Cross references

ପ୍ରଥମ ଶାମୁୟେଲ 5:3

ତହିଁ ପରଦିନ ଅସ୍ଦୋଦର ଲୋକମାନେ ଶୀଘ୍ର ଉଠିଲେ ଏବଂ ଦେଖିଲେ, ଦାଗୋନ୍ର ମୂର୍ତ୍ତୀ ସଦାପ୍ରଭୁଙ୍କ ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖ ରେ ମକ୍ସ୍ଟହଁମାଡି ଭୂମିରେ ପଡିଅଛି। ଦାଗୋନ୍ର ଲୋକମାନେ ପକ୍ସ୍ଟନର୍ବାର ଉଠାଇ ସ୍ଥାନ ରେ ରଖିଲେ।

ଗୀତସଂହିତା 112:1

ସଦାପ୍ରଭୁଙ୍କର ପ୍ରଶଂସା କର। ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସମାନେେ ସମ୍ମାନରେ ଭାଗ୍ଯବାନ୍ ହୁଅନ୍ତି, ୟିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ବସ୍ତ ହାଇେଥାଏ,

ଗୀତସଂହିତା 149:6

ସହେି ଲୋକମାନେ ପରମେଶ୍ବରଙ୍କ ପ୍ରଶଂସା ଉଚ୍ଚ ସ୍ବରରେ କରନ୍ତୁ ଏବଂ ସମାନଙ୍କେ ନିଜ ହସ୍ତରେ ନିଜର ଖଡ୍ଗମାନ ଧରନ୍ତୁ।

ଯିଶାଇୟ 46:6

ସମାନେେ ଥଳିରୁ ସୁନା ଢ଼ାଳନ୍ତି ଓ ନିକ୍ତି ରେ ରୂପା ତୌଲନ୍ତି। ସମାନେେ ସୁନାରିକୁ ଗୋଟିଏ ଦବେତା ଗଢ଼ିବା ପାଇଁ ମୂଲ୍ଯ ଦିଅନ୍ତି ଓ ସେ ଗୋଟିଏ ଦବେତା ନିର୍ମାଣ କରେ। ସମାନେେ ତାକୁ ପ୍ରଣାମ କରି ପୂଜା କରନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 12:2

ତୁମ୍ଭମାନେେ ମନେପକାଅ ଯେ ବିଶ୍ବାସୀ ହବୋ ପୂର୍ବରୁ ତୁମ୍ଭମାନେେ କିପରି ବିପଥଗାମୀ ହାଇେ ମୂର୍ତ୍ତିପୂଜା କରିବାକୁ ଯାଉଥିଲା।

Interlinear

Choose Theme