Home Bibles ☰ Books ଗୀତସଂହିତା 115:8 · ଓଡ଼ିଆ ବାଇବେଲ
ଗୀତସଂହିତା 115:8 · ଓଡ଼ିଆ ବାଇବେଲ

ସମାନଙ୍କେର ନିର୍ମାଣକାରୀମାନେ ଓ ସମାନଙ୍କେଠାରେ ବିଶ୍ବାସକାରୀମାନେ ସହେିପରି ହବେେ !

Cross references

ଗୀତସଂହିତା 135:18

ଯେଉଁମାନେ ମୂର୍ତ୍ତି ତିଆରି କରନ୍ତି ଏବଂ ସମାନଙ୍କେଠାରେ ବିଶ୍ବାସ ରଖନ୍ତି, ସମାନେେ ସମାନଙ୍କେ ତୁଲ୍ଯ ହବେେ।

ଯିଶାଇୟ 44:9

ସଯଉଁଦିନସଖାଦିତ ପ୍ରତିମା ନିର୍ମାଣ କରନ୍ତି,ସସ ସବୁ ଅସାର, ଯଦିଓସଲାଲକସସଗୁଡ଼ିକୁ ଆଦର କରନ୍ତି।ସସଗୁଡ଼ିକ ଉପକାରୀ ନୁହଁନ୍ତି।ସସହିସଲାକମାଲନ ସାକ୍ଷୀସହଲଲ ବିସସମାଲନ ଲଜ୍ଜିତସହଲବ।ସସମାଲନ କିଛିସଦଖନ୍ତି ନାହିଁ କି କିଛି ଜାଣନ୍ତି ନାହିଁ।

ଯିରିମିୟ 10:8

ଅନ୍ୟ ଦେଶୀଯମାନେ ସମସ୍ତେ ନିର୍ ବୋଧ ଓ ଅଜ୍ଞାନ। ସମାନଙ୍କେର ମୂର୍ତ୍ତିଗୁଡ଼ିକର ଶିକ୍ଷା ମୂଲ୍ଯହୀନ। ସହେି ମୂର୍ତ୍ତିଗୁଡ଼ିକ କବଳେ କାଷ୍ଠ ମାତ୍ର।

ଯିରିମିୟ 10:14

ସମସ୍ତ ମୂର୍ତ୍ତିପୂଜକ ନିର୍ବୋଧ ଓ ଅଜ୍ଞାନୀ ବୋଲି ଜଣା ପଡ଼ିବେ। ପ୍ରେତ୍ୟକକ ସ୍ବର୍ଣ୍ଣକାର ଆପଣା ଖୋଦିତ ମୂର୍ତ୍ତିଗୁଡ଼ିକ ପାଇଁ ଲଜ୍ଜିତ। କାରଣ ତାଙ୍କର ମୂର୍ତ୍ତିଗୁଡ଼ିକ ମିଥ୍ଯା ଓ ସମାନଙ୍କେଠା ରେ ପ୍ରାଣବାଯୁ ନାହିଁ।

ଯୂନସ 2:8

କେତକେ ଲୋକ ମୂଲ୍ଯହୀନ ପିତୁଳା ପୂଜା କରନ୍ତି କିନ୍ତୁ ସହେି ପିତୁଳା ସମାନଙ୍କେୁ କବେେ ସାହାୟ୍ଯ କରନ୍ତି ନାହିଁ।

ହବକକୂକ 2:18

ଖାଦେିତ ପ୍ରତିମା ରେ କି ଲାଭ ଯେ, ଏହା ଜଣେ ଲୋକ ନିର୍ମାଣ କଲା ଏବଂ ଏହାକୁ ଖାଦେନ କଲା। ଧାତୁର ମୂର୍ତ୍ତି ରେ କଣ ଲାଭ ଅଛି? ଏହା ମିଥ୍ଯା ଶିକ୍ଷା ଦିଏ। ତେଣୁ ନିର୍ମାଣକାରୀ କାହିଁକି ଏଥି ରେ ବିଶ୍ବାସ କରିବ? ଏପରିକି ସେ ମୂର୍ତ୍ତି କଥା କହିପାରିବ ନାହିଁ।

Interlinear

Choose Theme