ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ଯରୁ ସଦ୍ ଭକ୍ତମାନଙ୍କ ମୃତ୍ଯୁ ବହୁମୂଲ୍ଯ ଅଟେ।
Cross references
ଯଦି ଜଣେ ବ୍ଯକ୍ତି ତୁମ୍ଭକୁ ତାଡନା କରିବାକୁ ଓ ତୁମ୍ଭକୁ ହତ୍ଯା କରିବାକୁ ଗ୍ଭ ହେଁ, ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭର ଜୀବନ ରକ୍ଷା କରିବେ। କିନ୍ତୁ ସେ ତୁମ୍ଭର ଶତୃମାନଙ୍କ ପ୍ରାଣକକ୍ସ୍ଟ ଛାଟିଣି ଖୋଲରକ୍ସ୍ଟ ପଥର ଫିଙ୍ଗି ଦଲୋପରି ଫିଙ୍ଗି ଦବେ।
ତୁମ୍ଭେ ଗହମ କ୍ଷେତ୍ର ରେ ଗହମ ସଦୃଶ ୟିଏ ଅମଳ ସମୟ ପର୍ୟ୍ଯନ୍ତ ବୃଦ୍ଧି ପାଇବ। ହଁ ତୁମ୍ଭେ ଅତ୍ଯଧିକ ବୃଦ୍ଧି ହେଲା ପର୍ୟ୍ଯନ୍ତ ବଞ୍ଚି ରହିବ।
ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥାଆନ୍ତି।
ଆମ୍ଭ ରାଜା ସମାନଙ୍କେୁ ଦୁଷ୍ଟ ଲୋକମାନଙ୍କଠାରୁ ରକ୍ଷା କରିବେ ଯେଉଁମାନେ କି ସମାନଙ୍କେୁ ଦୁଃଖ ଦବୋ ପାଇଁ ଚାହୁଁଛନ୍ତି। ରାଜାଙ୍କ ପାଇଁ ସଇେ ଦରିଦ୍ର ଲୋକମାନଙ୍କର ଜୀବନ ବହୁତ ମହତ୍ବପୂର୍ଣ୍ଣ ଅଟେ।
ପରେ ଲାଜାର ମରିଗଲା। ସ୍ବର୍ଗଦୂତମାନେ ତାହାକୁ ନଇଯାେଇ ଅବ୍ରହାମଙ୍କ କୋଳ ରେ ରଖିଲେ। ଧନୀ ଲୋକ ଜଣକ ମଧ୍ଯ ମରିଗଲା ଓ ତାହାକୁ କବର ଦିଆଗଲା।
ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବଳେ ପାଇଁ ଜୀବିତ ହାଇେଅଛି। ମାେ ପାଖ ରେ ମୃତ୍ଯୁ ଓ ପାତାଳର ଚାବି ରହିଛି।
ଏହି ଲୋକମାନେ ସିଂହାସନ ସମ୍ମୁଖ ରେ ଚାରିଜଣ ଜୀବନ୍ତ ପଶୁଙ୍କ ସମ୍ମୁଖ ରେ ଓ ପ୍ରାଚୀନମାନଙ୍କ ସମ୍ମୁଖ ରେ ଗୋଟିଏ ନୂତନ ଗୀତ ଗାଇଲେ। ପୃଥିବୀରୁ କ୍ରୟ କରାଯାଇଥିବା କବଳେ 1,44,000 ଜଣ ଲୋକମାନଙ୍କ ଛଡ଼ା କହେି ହେଲେ ଏହି ଗୀତ ଶିଖି ପାରିଲେ ନାହିଁ।