Home Bibles ଗୀତସଂହିତା 117 · ଓଡ଼ିଆ ବାଇବେଲ ||

ଗୀତସଂହିତା

Chapter 117

ଓଡ଼ିଆ ବାଇବେଲ
1ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର। 2କାରଣ ପରମେଶ୍ବର ଆମ୍ଭମାନଙ୍କୁ ବହୁତ ପ୍ରମେ କରନ୍ତି !ସେ ଚିରକାଳ ଆମ୍ଭମାନଙ୍କ ପାଇଁ ସତ୍ଯ ରହିବେ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।

Choose Theme