ଶତ୍ରୁଗଣ ବାରମ୍ବାର ମାେତେ ଘରେି ରହୁଛନ୍ତି। ମୁଁ ସମାନଙ୍କେୁ ସଦାପ୍ରଭୁଙ୍କ ଶକ୍ତିରେ ପରାସ୍ତ କରିବି।
Cross references
ଶାଉଲ ପର୍ବତର ଏକ ପାଶର୍ବକକ୍ସ୍ଟ ଗଲେ ଓ ଦାଉଦ ତାଙ୍କର ଲୋକମାନେ ସହେି ପର୍ବତର ଅନ୍ୟ ଏକ ପାଖକକ୍ସ୍ଟ ଗଲେ। ତେଣୁ ଦାଉଦ ଶାଉଲଙ୍କ ଭୟରକ୍ସ୍ଟ ଶିଘ୍ର ଦୌଡି ପଳାଇଲେ, କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କକ୍ସ୍ଟ ଧରିବା ନିମନ୍ତେ ପର୍ବତର ଚତକ୍ସ୍ଟଃପାଶର୍ବ ରେ ଘରେି ୟାଇଥିଲେ।
ଯୋୟାବ ଦେଖିଲେ ଯେ, ତାଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବା ନିମନ୍ତେ ଦୁଇ ଗୋଟି ସୈନ୍ଯଦଳ ପ୍ରସ୍ତୁତ ହାଇେଅଛନ୍ତି। ଗୋଟିଏ ଦଳ ତାଙ୍କର ସମ୍ମୁଖ ରେ ଅଛନ୍ତି ଓ ଅନ୍ୟଟି ପଶ୍ଚାତ ରେ ଅଛନ୍ତି। ତେଣୁ ଯୋୟାବ ଇଶ୍ରାୟେଲର କେତଜେଣ ସର୍ବୋତ୍କୃଷ୍ଟ ଯୋଦ୍ଧାଙ୍କୁ ବାଛିଲେ। ସେ ସମାନଙ୍କେୁ ଅରାମର ସୈନ୍ଯଦଳ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ପଠାଇଲେ।
ମାରେ ଶତ୍ରୁମାନେ ସାହାୟ୍ଯ ପାଇଁ ଚିତ୍କାର କଲେ, କିନ୍ତୁ କହେି ସମାନଙ୍କେୁ ରକ୍ଷା କରିବାକୁ ଆଗଇେ ଆସି ନ ଥଲେ। ସମାନେେ ସଦାପ୍ରଭୁଙ୍କୁ ମଧ୍ଯ ଡାକିଲେ କିନ୍ତୁ ସେ ସମାନଙ୍କେୁ ଉତ୍ତର ଦେଲେ ନାହିଁ।
ଲୋକମାନେ ମାରେ ଚାରିପାଖରେ ଘରେି ରହିଛନ୍ତି। ସମାନେେ ସମସ୍ତେ ଏକ ଶକ୍ତିଶାଳୀ ମାରଣା ଷଣ୍ଢ ପରି।
ଏକ ବନ୍ଯାପରି ତୁମ୍ଭର ଆକ୍ରମଣ ମାେତେ ଦିନସାରା ଘରେି ରହିଥିଲା। ସମାନେେ ସବୁଆଡ଼ୁ ମାେତେ ବନ୍ଦ କଲେ।
ତୁମ୍ଭେ ମାରେ ପ୍ରିଯ ଲୋକମାନଙ୍କୁ ମାଠାରୁେ ଦୂରଇେ ରଖିଅଛ। ମାେ ପରିଚିତ ଲୋକମାନେ ଅନ୍ଧକାରରେ ରହିଅଛନ୍ତି।