Home Bibles ☰ Books ଗୀତସଂହିତା 118:16 · ଓଡ଼ିଆ ବାଇବେଲ
ଗୀତସଂହିତା 118:16 · ଓଡ଼ିଆ ବାଇବେଲ

ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବିଜଯ ପାଇଁ ଉତ୍ଥିତ ହେଲା। ଦେଖ, ସଦାପ୍ରଭୁ ପୁଣି ତାଙ୍କର ମହାଶକ୍ତି ଦଖାଇେଲେ।

Cross references

ଯାତ୍ରା ପୁସ୍ତକ 15:6

ସଦାପ୍ରଭୁ ତାଙ୍କର ଦକ୍ଷିଣ ହସ୍ତ ବଳ ରେ ଗୌରବାନ୍ବିତ ଏବଂ ସଦାପ୍ରଭୁ, ତାଙ୍କର ଦକ୍ଷିଣ ହସ୍ତ ରେ ଶତୃକୁ ପରାସ୍ତ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:32

ଏହି ଯୀଶୁଙ୍କୁ ଇଶ୍ବର ଯେ ମୃତ୍ଯୁରୁ ଉଠାଇଛନ୍ତି, ଆମ୍ଭମାନେେ ସେଥି ରେ ନିଜେ ସାକ୍ଷୀ ଅଟୁ।

Interlinear

Choose Theme