ତୁମ୍ଭର ନିଯମସବୁ ମାନିବା ପାଇଁ ମୁଁ ଆପଣା ମନକୁ ପ୍ରବର୍ତ୍ତାଇଛି, ତାହା ମାରେ ପୁରସ୍କାର ହବେ।
Cross references
ଏହାପରେ ଯିହାଶୂେୟ କହିଲେ, ତୁମ୍ଭମାନଙ୍କ ମଧିଅରେ ଥିବା ଭଣ୍ତ ଦବେତାମାନଙ୍କୁ ଫୋପାଡି ଦିଅ ଏବଂ ଇଶ୍ରାୟେଲର ସଦାପ୍ରଭୁ ପରମେଶଓରଙ୍କୁ ଉପାସନା କର।
ମୁଁ ପ୍ରାର୍ଥନା କରୁଛି ଯେ, ଆମ୍ଭମାନେେ ସର୍ବଦା ପରମେଶ୍ବରଙ୍କ ପ୍ରତି ଆନୁଗତ୍ଯ ରହିବୁ। ବିଶ୍ବସ୍ତଭାବରେ ସଦାପ୍ରଭୁଙ୍କର ନିଯମ, ଆଦେଶ ଓ ବ୍ଯବସ୍ଥା ଯାହା ଆମ୍ଭର ପୂର୍ବପୁରୁଷଗଣଙ୍କୁ ଦିଆୟାଇଥିଲା, ସଗେୁଡିକ ପାଳନ କରି ଆମ୍ଭେ ପରମେଶ୍ବରଙ୍କୁ ଅନୁସରଣ କରିବୁ।
କିନ୍ତୁ ତୁମ୍ଭେ ଜୀବନ ରେ କେତକେ ଉତ୍ତମ ବିଷଯ କରିଅଛ। ତୁମ୍ଭେ ଏହି ଦେଶରୁ ଆଶରୋ ସ୍ତମ୍ଭଗୁଡ଼ିକୁ ଧ୍ବଂସ କରି ଦଇେଅଛ ଓ ତୁମ୍ଭେ ପରମେଶ୍ବରଙ୍କର ଅନୁଗମନ କରିବା ନିମନ୍ତେ ତୁମ୍ଭ ଅନ୍ତର ରେ ସିଦ୍ଧାନ୍ତ ନଇେଅଛ।
ଏଜ୍ରା ସଦାପ୍ରଭୁଙ୍କ ବ୍ଯବସ୍ଥା ଅନୁସନ୍ଧାନ ଓ ପାଳନ କରିବାରୁ ପୁଣି ଇଶ୍ରାୟେଲ ମଧିଅରେ ବ୍ଯବସ୍ଥା ଓ ଆଜ୍ଞା ଶିକ୍ଷା ଦବୋକୁ ଆପଣାକୁ ବିନିୟୋଗ କରିଥିଲେ।
ମୁଁ ସବୁବେଳେ ସଦାପ୍ରଭୁଙ୍କ ନିଷ୍ପତ୍ତିକୁ ମାନି ଆସିଛି। ମୁଁ ତାଙ୍କ ବ୍ଯବସ୍ଥାଗୁଡ଼ିକୁ ପାଳନ କରେ।
ହେ ସଦାପ୍ରଭୁ, ତୁମ୍ଭ ନିଯମ ଦ୍ବାରା ମାେତେ କିପରି ବଞ୍ଚିବାକୁ ହବେ ଶିଖାଅ ଏବଂ ତାକୁ ଅନୁସରଣ କଲେ ମାରେ ପୁରସ୍କାର ହବେ।
ମାେତେ ଧନୀ ହବୋ ପରିବର୍ତେ ମାେତେ ବାକ୍ଯ ବିଷଯରେ ବୁଝିବା ପାଇଁ ସାହାୟ୍ଯ କର।
ମୁଁ ଅନନ୍ତକାଳ ପର୍ୟ୍ଯନ୍ତ ତୁମ୍ଭର ଶିକ୍ଷା ଅନୁସରଣ କରିବି।
ମାେତେ ମନ୍ଦକାର୍ୟ୍ଯ କରିବାର ଇଚ୍ଛା ଦିଅ ନାହିଁ। ଦୁଷ୍ଟ ସାଙ୍ଗ ଓ ତାଙ୍କର ଖାଦ୍ୟ ଏବଂ ମନ୍ଦ କାର୍ୟ୍ଯରେ ମାେତେ ମିଶିବା ପାଇଁ ବନ୍ଦ କର। ଏପରି ସମାନଙ୍କେର ଭୋଜିଠାରୁ ଦୂରରେ ରହିବାକୁ ମାେତେ ସାହାୟ୍ଯ କର।
ଜ୍ଞାନକୁ ଶୁଣ ଏବଂ ବୁଝିବା ପାଇଁ ତୀକ୍ଷ୍ମ ମନ ପ୍ରଯୋଗ କର।
ପରମେଶ୍ବର ତୁମ୍ଭ ମଧିଅରେ କାର୍ୟ୍ଯ କରୁଛନ୍ତି। ତାହାଙ୍କୁ ସନ୍ତୁଷ୍ଟ କଲା ଭଳି କାର୍ୟ୍ଯ କରିବା ନିମନ୍ତେ ସେ ତୁମ୍ଭକୁ ଇଚ୍ଛାଶକ୍ତି ଦିଅନ୍ତି ଓ ତାହା ସାଧନ କରିବାକୁ ଶକ୍ତି ମଧ୍ଯ ଦିଅନ୍ତି।
ଆତ୍ମସଂୟମୀ ହୁଅ ଓ ନିଜ ମନକୁ ସବୋକାର୍ୟ୍ଯ ପାଇଁ ପ୍ରସ୍ତୁତ କର। ଯୀଶୁଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ୍ ପ୍ରତି ବର୍ତ୍ତିବ, ସେଥି ରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ।
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାର ରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭମାନେେ ଦଶଦିନ ପର୍ୟ୍ଯନ୍ତ ଦୁଃଖକଷ୍ଟ ସହିବ। କିନ୍ତୁ ବିଶ୍ବସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ଯୁବରଣ କରିବାକୁ ପଡ଼ିପା ରେ। ତୁମ୍ଭେ ଯଦି ବିଶ୍ବସ୍ତ ରହିବ, ତବେେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦବେି।