ତୁମ୍ଭ ପ୍ରତି ଭୟ ଯୋଗୁଁ ମୁଁ ଥରେ। ମୁଁ ତୁମ୍ଭର ବ୍ଯବସ୍ଥାକୁ ଭୟ କରେ ଓ ସମ୍ମାନ କରେ।
Cross references
ଏହାପରେ ହାରୋଣଙ୍କ ପୁତ୍ର ନାଦବ ଓ ଅବୀହୂ ପାପ କଲେ। ପ୍ରେତ୍ୟକକ ନିଜ ନିଜ ଅଙ୍ଗାରଧାନୀ ନଇେ ତହିଁରେ ଅଗ୍ନି ଦଇେ ତହିଁ ଉପରେ ସୁଗନ୍ଧି ଧୂପ ରଖିଲେ। ସମାନେେ ପରମେଶ୍ବରଙ୍କ ସମ୍ମୁଖ ରେ, ତାଙ୍କର ଆଜ୍ଞା ଅନୁସାରେ ଭିନ୍ନ ଅଗ୍ନି ଉତ୍ସର୍ଗ କଲେ।
ଏବଂ ବୈଥ-ଶମେଶର ଲୋକମାନେ କହିଲେ, ସଦାପ୍ରଭୁ ପବିତ୍ର ପରମେଶ୍ବରଙ୍କ ଉପସ୍ଥିତି ରେ କିଏ ଛିଡା ହାଇପୋ ରେ? ଏଠାରକ୍ସ୍ଟ କେଉଁଠାକକ୍ସ୍ଟ ଏହି ସିନ୍ଦକ୍ସ୍ଟକକକ୍ସ୍ଟ ନିଆୟିବ?
ସଦାପ୍ରଭୁ ଉଷକକ୍ସ୍ଟ ମାରି ଦଇେଥିବାରକ୍ସ୍ଟ ଦାଉଦ ବ୍ଯତିବ୍ଯସ୍ତ ହେଲ ଓ ସହେି ସ୍ଥାନର ନାମ ପରେସଉଷ ରଖିଲେ। ଆଜି ପର୍ୟ୍ଯନ୍ତ ସହେି ସ୍ଥାନର ନାମ ପରେସ୍ଉଷ ରହିଅଛି।
ସହେି ଦିନ ଦାଉଦ ସଦାପ୍ରଭୁଙ୍କୁ ଭୟ କଲେ। ଦାଉଦ ଭାବିଲେ, ମୁ କିପରି ପ୍ରଭକ୍ସ୍ଟଙ୍କର ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ମାେ ପାଖକକ୍ସ୍ଟ ଆଣିବି।
ଏଥି ରେ ରାଜା ସହେି ବ୍ଯବସ୍ଥା ପୁସ୍ତକର ବାକ୍ଯ ଶ୍ରବଣ କରି ଆପଣା ଦୁଃଶ ଓ ବ୍ଯସ୍ତତା ଜଣାଇବାକୁ ବସ୍ତ୍ର ଚିରିଲେ।
ଊନବିଂଶ ଦଳ ଥିଲା ପଥାହିଯଙ୍କ ଦଳ।
ମୂଶିଙ୍କ ପୁତ୍ରମାନେ ଥିଲେ ମହଲି, ଏଦର ଓ ଯିରମୋେତ୍।
ୟାଅ, ମାେ' ତରଫରୁ ଓ ଯିହୁଦା ଏବଂ ଇଶ୍ରାୟେଲର ଅବଶିଷ୍ଟ ଲୋକଙ୍କ ତରଫରୁ ଓ ଯିହୁଦା ଏବଂ ଇଶ୍ରାୟେଲ ରେ ଅବଶିଷ୍ଟ ଲୋକଙ୍କ ତରଫରୁ ସଦାପ୍ରଭୁଙ୍କୁ ପଚାର। ଯେଉଁ ପୁସ୍ତକ ମିଳିଅଛି, ସେଥି ରେ ଥିବା ବାକ୍ଯ ସମ୍ବନ୍ଧ ରେ ସଦାପ୍ରଭୁଙ୍କୁ ପଚାର। ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଅତ୍ଯନ୍ତ କୋର୍ଧ କରିଅଛନ୍ତି, କାରଣ ଆମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ବାକ୍ଯ ମାନିଲେ ନାହିଁ। ଏହି ପୁସ୍ତକରେ ଯେଉଁସବୁ ବିଷଯ ଉଲ୍ଲେଖ ହାଇେଅଛି, ତାହା ସମାନେେ କଲେ ନାହିଁ।
'ଯେତବେେଳେ ତୁମ୍ଭମାନେେ ଏହି ସ୍ଥାନ ବିଷଯ ରେ ଓ ଏଠା ରେ ବାସ କରୁଥିବା ଲୋକମାନଙ୍କ ବିଷଯ ରେ ପରମେଶ୍ବରଙ୍କର ବାର୍ତ୍ତା ଶୁଣିଲ, ତୁମ୍ଭମାନେେ ଦୁଃଖ କଲ, ପରମେଶ୍ବରଙ୍କ ଆଗ ରେ ନିଜକୁ ନମଯ କଲ ଏବଂ ଦୁଃଖ ରେ ନିଜର ବସ୍ତ୍ରକୁ ଚିରି ପକାଇଲ। ଆମ୍ଭେ ତାହା ଦେଖିଲୁ, ସଦାପ୍ରଭୁ କହନ୍ତି।
ସେଥିପାଇଁ ମୁଁ ପରମେଶ୍ବରଙ୍କୁ ଭୟ କରେ। ମୁଁ ଏକଥା ବୁଝିପା ରେ। ତେଣୁ ମୁଁ ପରମେଶ୍ବରଙ୍କୁ ଭୟ କରେ।
କିନ୍ତୁ ସହେିସବୁ କଦର୍ୟ୍ଯ କାମ ଭିତରୁ କୌଣସି ମୁଁ କବେେ କରି ନାହିଁ। ପରମେଶ୍ବରଙ୍କ ଦଣ୍ଡକୁ ମୁଁ ସବୁବେଳେ ଭୟ କରେ। ତାଙ୍କର ମହିମା ମାେତେ ଭୟଭୀତ କରେ।
ତୁମ୍ଭର କୋପ ମାେ ଉପରେ ବର୍ତ୍ତିଅଛି, ତୁମ୍ଭ ବିଷଯକ ଭୟ ମାେତେ ଉଚ୍ଛିନ୍ନ କରିଅଛି।
ମୁଁ କ୍ରୋଧିତ ହାଇୟୋଏ, ଯେତବେେଳେ ଦେଖେ ଦୁଷ୍ଟ ଲୋକମାନେ ତୁମ୍ଭର ଶିକ୍ଷା ସମୂହକୁ ଆଉ ଅନୁସରଣ କରୁ ନାହାଁନ୍ତି।
ପୁଣି ସଦାପ୍ରଭୁ କୁହନ୍ତି ଆମ୍ଭେ ସମସ୍ତ ପଦାର୍ଥ ନିର୍ମାଣ କରିଛୁ। ତେଣୁ ଏ ସମସ୍ତର ଅଧିକାରୀ ଆମ୍ଭେ ଅଟୁ। ମାତ୍ର ଯେଉଁମାନେ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ଯ ରେ ଥରହର ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟି ଦବୋ।
ତୁମ୍ଭେ ଯେଉଁଦିନ ସଦାପ୍ରଭୁଙ୍କ ବାକ୍ଯ ରେ କମ୍ପିତ ହେଉଅଛ, ତାଙ୍କର ବାକ୍ଯ ଶୁଣ। ତୁମ୍ଭମାନଙ୍କର ଭାଇମାନେ ଯେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ଆମ୍ଭର ନାମ ସକାେଶ ତୁମ୍ଭମାନଙ୍କୁ ଦୂର କରନ୍ତି ; ସମାନେେ କହି ଅଛନ୍ତି, 'ଆମ୍ଭେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖିପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ବିତ ହୁଅନ୍ତୁ,' ମାତ୍ର ସମାନେେ ଲଜ୍ଜିତ ହବେେ।
ତହିଁରେ ମୁଁ ଏକାକୀ ରହି ସହେି ମହା ଦର୍ଶନ ଦେଖିଲି। ମୁଁ ଅତ୍ଯନ୍ତ ଭୟଭୀତ ହାଇେ ମାରେ ସମସ୍ତ ଶକ୍ତି ହରାଇଲି। ମାରେ ମୁଖ ମୃତ ବ୍ଯକ୍ତିର ମୁଖପରି ରକ୍ତହୀନ ହାଇଗେଲା ଓ ମୁଁ ଅସହାୟ ବୋଧ କଲି।
ମୁଁ ଯେତବେେଳେ ଏହି କଥା ଶୁଣିଲି ମାରେ ସମସ୍ତ ଶରୀର ଥରି ଉଠିଲା। ସହେି ଶଦ୍ଦ ରେ ମାେ ଓଷ୍ଠ ରେ କମ୍ପନ ହେଲା। ମାରେ ଅସ୍ଥିମଜ୍ଜା ରେ ମୁଁ ଦୁର୍ବଳ ହାଇେ ପଡିଲି। ମୁଁ ସହେି କମ୍ପନ ଅବସ୍ଥା ରେ ଥରିବାକୁ ଲାଗିଲି। ଯେତବେେଳେ ସମାନେେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଆସିବେ, ମୁଁ ସହେି ଆକ୍ରମଣ ଓ ଧ୍ବଂସର ଦିନଗୁଡିକ ଆସିବା ପାଇଁ ର୍ଧୈୟ୍ଯ ଧରି ଅପେକ୍ଷା କରିବି।
ମାେ ପ୍ରିୟ ମିତ୍ରଗଣ! ତୁମ୍ଭମାନେେ ସର୍ବଦା ପରମେଶ୍ବରଙ୍କ ବାଧ୍ଯ ହାଇେଛ। ମୁଁ ତୁମ୍ଭ ସହିତ ଥିଲା ବେଳେ ତୁମ୍ଭମାନେେ ପରମେଶ୍ବରଙ୍କ ବାଧ୍ଯ ହାଇେଛ। ମୁଁ ତୁମ୍ଭ ସହିତ ନ ଥିଲା ବେଳେ ମଧ୍ଯ ତୁମ୍ଭେ ତାହାଙ୍କ ବାଧ୍ଯ ହବୋ ଅଧିକ ଗୁରୁତ୍ତ୍ବପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହବୋ ଆବଶ୍ଯକ ଯେ ମାେ ସାହାୟ୍ଯ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ବରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।
ସହେି ଲୋକମାନେ ଯାହା ଦେଖିଲେ, ସଗେୁଡ଼ିକ ଏତେ ଭୟଙ୍କର ଥିଲା ଯେ, ମାଶାେ କହିଥିଲେ : ମୁଁ ଭୟ ରେ ଥରୁଛି।323
ଅତଏବ, ଆମ୍ଭେ ଧନ୍ଯବାଦ ଦବୋ କଥା ଯେ, ଯେଉଁ ସାମ୍ରାଜ୍ଯ ଆମ୍ଭକୁ ଦିଆ ଯାଇଛି, ତାହା ଟଳମଳ ହାଇେ ପାରିବ ନାହିଁ। ଆମ୍ଭେ ତାହାଙ୍କୁ ଧନ୍ଯବାଦ ଅର୍ପଣ କରିବା ଉଚିତ, ଓ ଏପରି ପଦ୍ଧତି ରେ ଉପାସନା କରିବା କଥା ଯେ ସେ ଯେପରି ପ୍ରସନ୍ନ ରହିବେ। ପରମେଶ୍ବରଙ୍କୁ ଆମ୍ଭେ ଉପାସନା କରିବା, ଓ ଭୟ ସହିତ ତାହାଙ୍କୁ ସମ୍ମାନ କରିବା।
ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମାେ ଉପରେ ଆପଣା ଡ଼ାହାଣ ହାତ ରଖି ସେ କହିଲେ, ଭୟ କର ନାହିଁ। ମୁଁ ପ୍ରଥମ ଓ ଶଷେ।