ମାେତେ ସାହାୟ୍ଯ କରିବାକୁ ପ୍ରତିଜ୍ଞା କର। ମୁଁ ତୁମ୍ଭର ସବେକ। ହେ ସଦାପ୍ରଭୁ, ଅହଙ୍କାରୀମାନଙ୍କୁ ମାେ ପ୍ରତି କ୍ଷତି କରିବାକୁ ଦିଅ ନାହିଁ।
Cross references
ମୁଁ ତୁମ୍ଭକୁ ପ୍ରତିଶୃତି ଦେଉଛି ଯେ ସେ ନିରାପଦ ରହିବ। ମୁଁ ତା' ପାଇଁ ଦାଯି ରହିବି। ଯଦି ମୁଁ ତାକୁ ତୁମ୍ଭ ନିକଟକୁ ଫରୋଇ ନଆଣେ ତବେେ ତୁମ୍ଭେ ମାେତେ ଜୀବନ ସାରା ଦୋଷ ଦବେ।
ହେ ପରମେଶ୍ବର ତୁମ୍ଭେ ମାେତେ ଦଖାଇେ ଦିଅ ଯେ ତୁମ୍ଭେ ପ୍ରକୃତ ରେ ମାେତେ ସମର୍ଥନ କର। ଅନ୍ୟ କହେି ମାେତେ ସମର୍ଥନ ଦବେେ ନାହିଁ।
ହେ ସଦାପ୍ରଭୁ, ଅହଂକାରୀ ଲୋକମାନେ ମାେତେ ୟମେିତି ୟନ୍ତାରେ ନ ପକାନ୍ତି। ମୁଁ ୟମେିତି ଦୁଷ୍ଟ ଲୋକମାନଙ୍କ ଦ୍ବାରା ଧରା ନ ୟାଏ।
ସଦାପ୍ରଭୁ ତୁମ୍ଭେ ଗର୍ବୀ ଲୋକମାନଙ୍କୁ ଉପହାସ କର। ଯେଉଁମାନେ ତୁମ୍ଭର ଆଜ୍ଞାଗୁଡିକୁ ଅନୁସରଣ କରିବାକୁ ବନ୍ଦ କରନ୍ତି ସମାନେେ ଅଭିଶପ୍ତ ହୁଅନ୍ତି।
ଅନ୍ୟମାନଙ୍କର ଋଣ ପାଇଁ ତୁମ୍ଭେ ଲଗା ହୁଅ ନାହିଁ।
ମୁଁ କପୋତ, ଚାତକ ଓ ସାରସ ପକ୍ଷୀପରି ଶବ୍ଦ କଲି। ଉପରକୁ ଦୃଷ୍ଟି କରି କରି ମାରଚେକ୍ଷୁ କ୍ଲାନ୍ତ ହାଇଗେଲା। ହେ ସଦାପ୍ରଭୁ, ମୁଁ ବିପଦଗ୍ରସ୍ତ, ତୁମ୍ଭେ ମାେତେ ସାହାୟ୍ଯ କର।'
ଯଦି ଅନୀସିମ ତୁମ୍ଭ ପ୍ରତି କିଛି ଭୁଲ କରିଛି ବା ତା'ର ତୁମକୁ କିଛି ଦବୋକୁ ଅଛି ତବେେ ତାହା ମାେ ଖାତା ରେ ପକାଇ ଦିଅ।
ଏହାର ଅର୍ଥ ହେଲା ଯେ ସହେି ପ୍ରକା ରେ ପରମେଶ୍ବରଙ୍କ ନିଜ ଲୋକଙ୍କ ସହିତ କରିଥିବା ଶ୍ ରେଷ୍ଠତର ନିୟମର ଯୀଶୁ ହେଉଛନ୍ତି ଜଣେ ଜାମିନ୍-ଦାର।