Home Bibles ☰ Books ଗୀତସଂହିତା 119:124 · ଓଡ଼ିଆ ବାଇବେଲ
ଗୀତସଂହିତା 119:124 · ଓଡ଼ିଆ ବାଇବେଲ

ମୁଁ ତୁମ୍ଭର ସବେକ ଅଟେ। ମାେ ପ୍ରତି ତୁମ୍ଭର ପ୍ରମେ ଦଖାେଅ। ତୁମ୍ଭର ବ୍ଯବସ୍ଥାମାନ ଶିଖାଅ।

Cross references

ନିହିମିୟା 9:20

ତୁମ୍ଭେ ସମାନଙ୍କେୁ ଶିକ୍ଷା ଦବୋ ପାଇଁ ଆପଣାର ମଙ୍ଗଳମଯ ଆତ୍ମା ପ୍ରଦାନ କଲ। ତୁମ୍ଭେ ସମାନଙ୍କେଠାରୁ ତୁମ୍ଭର ମାନ୍ନା ଛଡାଇ ନଲେ ନାହିଁ। ସମାନଙ୍କେର ତୃଷ୍ନା ନିବାରଣାର୍ଥେ ସମାନଙ୍କେୁ ଜଳ ଦଲେ।

ଗୀତସଂହିତା 31:20

ଦୁଷ୍ଟ ଲୋକମାନେ ଏକତ୍ରୀତ ହାଇେ ଉତ୍ତମ ଲୋକଙ୍କର କ୍ଷତି କରିବାକୁ ଚାହାଁନ୍ତି। ସହେି ଦୁଷ୍ଟ ଲୋକମାନେ ବିବାଦ ଆରମ୍ଭ କରନ୍ତି କିନ୍ତୁ ତୁମ୍ଭେ ସହେି ଉତ୍ତମ ଲୋକଙ୍କୁ ଲୁଚାଇ ରଖି ସମାନଙ୍କେୁ ସୁରକ୍ଷା ପ୍ରଦାନ କର ଓ ତୁମ୍ଭେ ସମାନଙ୍କେୁ ଆପଣା ଆଶ୍ରଯ ସ୍ଥଳରେ ରକ୍ଷାକର।

ଗୀତସଂହିତା 51:1

ହେ ପରମେଶ୍ବର, ଆପଣଙ୍କ ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ମାେ ପ୍ରତି ଦୟାକର। ତୁମ୍ଭର ମହାନ କରୁଣା ଅନୁସାରେ, ମାରେ ସମସ୍ତ ପାପ କ୍ଷମା କରନ୍ତୁ।

ଗୀତସଂହିତା 69:13

ହେ ସଦାପ୍ରଭୁ, ମାେ ଜାଣିବାରେ ମୁଁ ପ୍ରାର୍ଥନା କରେ ତୁମ୍ଭେ ମାେତେ ଗ୍ରହଣ କରିନିଅ। ହେ ପରମେଶ୍ବର, ମୁଁ ଆଶାକରେ ତୁମ୍ଭେ ମାେତେ ତୁମ୍ଭର ପରିତ୍ରାଣର ସତ୍ଯତା ଅନୁସାରେ ଉତ୍ତର ଦିଅ। ମୁଁ ଜାଣେ, ପରିତ୍ରାଣ ପାଇଁ ମୁଁ ତୁମ୍ଭଠାରେ ଭରସା କରିପାରିବି।

ଗୀତସଂହିତା 69:16

ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଉତ୍ତମ। ତଣେୁ ମାେତେ ଉତ୍ତର ଦିଅ। ମାରେ ସହାୟତା ପାଇଁ କୃପାସହକାରେ ମାେତେ ଚାହଁ।

ଗୀତସଂହିତା 79:8

ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ। ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦଖାେଅ !ଆମ୍ଭମାନେେ ଆଜି କ୍ଷୀଣ ହାଇେଅଛୁ।

ଗୀତସଂହିତା 103:10

ଆମ୍ଭେ ପରମେଶ୍ବରଙ୍କ ବିରୁଦ୍ଧରେ ପାପ କରିଅଛୁ। କିନ୍ତୁ ସେ ଆମ୍ଭକୁ ଦଣ୍ଡ ଦଇେ ନାହାନ୍ତି, ୟାହା ଆମ୍ଭେ ପାଇବା କଥା।

ଗୀତସଂହିତା 119:12

ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରଶଂସା କରେ। ତୁମ୍ଭର ବ୍ଯବସ୍ଥା ମାେତେ ଶିଖାଅ।

ଗୀତସଂହିତା 119:26

ମୁଁ ତୁମ୍ଭକୁ ମାରେ ଜୀବନ ବିଷଯରେ କହିଅଛି। ଏବଂ ତୁମ୍ଭେ ମାେତେ ଉତ୍ତର ଦଇେଅଛ। ବର୍ତ୍ତମାନ ତୁମ୍ଭର ବ୍ଯବସ୍ଥା ମାେତେ ଶିଖାଅ।

ଗୀତସଂହିତା 119:41

ହେ ସଦାପ୍ରଭୁ, ମାେ ପ୍ରତି ତୁମ୍ଭର ପ୍ରମେ ପ୍ରଦର୍ଶନ କର। ତୁମ୍ଭର ପ୍ରତିଜ୍ଞାନୁସାରେ ମାେତେ ପରିତ୍ରାଣ କର।

ଗୀତସଂହିତା 119:76

ତୁମ୍ଭର ପ୍ରକୃତ ପ୍ରମରେେ ମାେତେ ସାନ୍ତ୍ବନା ଦିଅ। ତୁମ୍ଭ ପ୍ରତିଜ୍ଞାନୁସାରେ, ତୁମ୍ଭର ଦାସକୁ ସାନ୍ତ୍ବନା ଦିଅ।

ଗୀତସଂହିତା 119:88

ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ମାେତେ ଦଖାେଅ ଏବଂ ମାେତେ ବଞ୍ଚାଅ। ୟପରେି ମୁଁ ତୁମ୍ଭର ଆଦେଶ ରଖିପାରେ।

ଗୀତସଂହିତା 119:132

ହେ ପରମେଶ୍ବର, ମାେତେ ଦେଖ ଓ ମାେ ପ୍ରତି ଦୟା କର। ତୁମ୍ଭର ନାମକୁ ଭଲପାଉଥିବା ଲୋକମାନଙ୍କ ପାଇଁ ୟାହା କରିବା ଉଚିତ୍ ତାହା କର।

ଗୀତସଂହିତା 130:3

ହେ ସଦାପ୍ରଭୁ, ତୁମ୍ଭେ ୟଦି ସମସ୍ତ ଲୋକଙ୍କୁ ସମାନଙ୍କେର ପାପ ପାଇଁ ଦଣ୍ଡିତ କର, ତବେେ କହେି ବଞ୍ଚିବେ ନାହିଁ।

ଗୀତସଂହିତା 130:7

ହେ ଇଶ୍ରାୟେଲ, ସଦାପ୍ରଭୁଙ୍କଠାରେ ଭରସା ରଖ। ସଦାପ୍ରଭୁ ହେଉଛନ୍ତି ଜଣେ, ୟିଏକି ବିଶ୍ବାସୀ ଏବଂ ସତ୍ଯ ଅଟନ୍ତି। ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।

ଗୀତସଂହିତା 143:10

ତୁମ୍ଭେ କ'ଣ ମାେ ପାଇଁ କରିବାକୁ ଚାହଁ ତାହା ମାେତେ ଦଖାେଅ ? ତୁମ୍ଭେ ମାରେ ପରମେଶ୍ବର, ତୁମ୍ଭର ଆତ୍ମା ମାେତେ ଭୂମି ସ୍ତରରେ ଆଗଇେ ନେଉା

ଦାନିଏଲ 9:18

ହେ ମାରେ ପରମେଶ୍ବର, କର୍ଣ୍ଣ ଡରେି ଶୁଣ। ଆପଣା ଚକ୍ଷୁ ମଲେି ଆମ୍ଭମାନଙ୍କର ଦୁରବସ୍ଥା ଦେଖ। ତୁମ୍ଭ ନାମ ରେ ଖ୍ଯାତି ଏହି ନଗର ଅବସ୍ଥା ଦେଖ। ଆମ୍ଭମାନେେ ଆମ୍ଭମାନଙ୍କର ଧାର୍ମିକତା ଯୋଗୁଁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭକୁ ନିବଦନେ କରୁଅଛୁ।

ଲୂକଲିଖିତ ସୁସମାଚାର 18:13

କରଆଦାୟକାରୀ ମଧ୍ଯ ଅଲଗା ଏକାକୀ ଠିଆ ହାଇେଥିଲେ। କିନ୍ତୁ ପ୍ରାର୍ଥନା କଲେ ବେଳେ ସେ ସ୍ବର୍ଗ ଆଡକୁ ମଧ୍ଯ ଚାହିଁଲନୋହିଁ। କରଆଦାୟକାରୀ ପରମେଶ୍ବରଙ୍କ ପାଖ ରେ ନିଜକୁ ନମ୍ର କରି ପ୍ରାର୍ଥନା କଲେ, ହେ ପରମେଶ୍ବର, ମାେ ଉପରେ ଦୟା କର। ମୁଁ ଜଣେ ପାପୀ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 1:16

ମୁଁ ଜଲେ ରେ ରହିବା ଦ୍ବାରା ସେ ଲଜ୍ଜିତ ହାଇେ ନାହାଁନ୍ତି।

Interlinear

Choose Theme