ହେ ସଦାପ୍ରଭୁ, ମାରେ ୟନ୍ତ୍ରଣାକୁ ଦେଖ ଓ ମାେତେ ଉଦ୍ଧାର କର। କାରଣ ମୁଁ ତୁମ୍ଭର ଶିକ୍ଷାମାନ ଭୁଲି ନାହିଁ।
Cross references
ଏହାପରେ ସଦାପ୍ରଭୁ କହିଲେ, ଆମ୍ଭେ ମିଶର ରେ ଆପଣା ଲୋକମାନଙ୍କର ଅସୁବିଧା ସବୁ ଦେଖିଛୁ ଏବଂ ମିଶରୀଯବାସୀ ସମାନଙ୍କେୁ ୟନ୍ତ୍ରଣା ଦବୋ ସମୟରେ ଆମ୍ଭେ ସମାନଙ୍କେର କ୍ରନ୍ଦନ ଶୁଣିଛୁ। ଆମ୍ଭେ ସମାନଙ୍କେର ୟନ୍ତ୍ରଣା ସବୁ ଜାଣିଛୁ।
ଏଣୁ ହେ ଆମ୍ଭମାନଙ୍କର ପରମେଶ୍ବର ମହାନ ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ବର ତୁମ୍ଭେ ନିଯମ ଓ ଦୟା ପାଳନ କରିଥାଅ। ଅଶୂରୀଯ ରାଜଗଣର ସମଯାବଧି ଆଜି ପର୍ୟ୍ଯନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ, ଆମ୍ଭମାନଙ୍କ ଯାଜକଗଣ ଉପରେ, ଆମ୍ଭମାନଙ୍କ ଭବିଷ୍ଯଦ୍ ବକ୍ତୃଗଣ ଉପରେ, ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେଉଁ କ୍ଲେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟି ରେ କ୍ଷୁଦ୍ର ଦଖାେ ନଯାଉ।
ମୁଁ ଏହି ପ୍ରାର୍ଥନା ପରମେଶ୍ବରଙ୍କ ନିକଟରେ କରିବି, ହେ ସଦାପ୍ରଭୁ, ମାେ ପ୍ରତି ଦୟାକର। ଦେଖ, ମାରେ ଶତ୍ରୁମାନେ କିଭଳି ମାେ ପଛରେ ମାେତେ ଆଘାତ କରିବାକୁ ଲାଗିଛନ୍ତି। ମାେତେ 'ମୃତ୍ଯୁ ସ୍ଥାନରୁ' ଉଦ୍ଧାର କର।
ଏକ ଶିଶୁ ତା'ର ମା କୋଳରେ ଥିବାପରି ମୁଁ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।
ମାରେ ଶତ୍ରୁମାନଙ୍କୁ ଥରେ ଚାହଁ। ସମାନେେ ମାେତେ ଘୃଣା କରନ୍ତି ଓ ଆଘାତ କରିବାକୁ ଚାହାଁନ୍ତି।
ମୁଁ ତୁମ୍ଭ ବ୍ଯବସ୍ଥାରେ ଆନନ୍ଦ କରିବି। ମୁଁ ତୁମ୍ଭର ବାକ୍ଯ ପାଶାରେିବି ନାହିଁ।
ତୁମ୍ଭର ନିର୍ଦ୍ଦେଶ ମାେତେ ମାରେ ଶତ୍ରୁମାନଙ୍କଠାରୁ ବୁଦ୍ଧିମାନ୍ କରିଛି। ତୁମ୍ଭର ନିଯମ ସର୍ବଦା ମାେ ସହିତ ଅଛି।
ମାେ ଜୀବନ ବିପଦପୂର୍ଣ୍ଣ ସବୁବେଳେ ଥାଏ, କିନ୍ତୁ ମୁଁ ଏବେ ପର୍ୟ୍ଯନ୍ତ କଦାପି ତୁମ୍ଭ ଶିକ୍ଷା ପଥରୁ ନିବୃତ ହାଇେ ନାହିଁ।
ମୁଁ ଗୁରୁତ୍ବପୂର୍ଣ୍ଣ ନୁହେଁ ଏବଂ ଲୋକମାନେ ମାେତେ ସମ୍ମାନ କରନ୍ତି ନାହିଁ। କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଭୁଲି ନାହିଁ।
ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶସବୁ ପାଳନ କରିବା ପାଇଁ କଠିନ ଚେଷ୍ଟା କରୁଛି। ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ମାେତେ ବଞ୍ଚିବାକୁ ଦିଅ।
ମୁଁ ହଜି ୟାଇଥିବା ମଷେପରି, ଏଣତେଣେେ ବୁଲୁଅଛି, ହେ ସଦାପ୍ରଭୁ, ଆପଣା ଦାସକୁ ଖାଜେ। କାରଣ ମୁଁ ତୁମ୍ଭର ଆଜ୍ଞା ସକଳ ପାଶାରେି ନାହିଁ।
ହେ ମାରେ ପୁତ୍ର, ମାରେଶିକ୍ଷା ପାଶୋର ନାହିଁ। ମାରେ ଆଜ୍ଞାମାନ ମନେପକାଅ।
ହେ ସଦାପ୍ରଭୁ, ଦେଖ ଓ ନିରୀକ୍ଷଣ କର, ତୁମ୍ଭେ ତାହାପ୍ରତି ଏ ପ୍ରକାର ବ୍ଯବହାର କରିଅଛ ! ମୁଁ ଏହି ପ୍ରଶ୍ନ ତୁମ୍ଭକୁ ପଚାରୁଛି, କୌଣସି ମାଆ କ'ଣ ତା'ର ଗର୍ଭସ୍ଥ ସନ୍ତାନକୁ ଯାହାକୁ ନିଜେ ଲାଳନପାଳନ କରିଛି, ତାକୁ ଭକ୍ଷଣ କରିବ? ଯାଜକଗଣ ଓ ଭବିଷ୍ଯଦ୍ ବକ୍ତା କ'ଣ ସଦାପ୍ରଭୁଙ୍କ ପବିତ୍ର ମନ୍ଦିର ରେ ନିହତ ହବେେ କି?
ହେ ସଦାପ୍ରଭୁ ! ଆମ୍ଭମାନଙ୍କ ପ୍ରତି ଯାହା ଘଟିଗଲା, ତାହା ସ୍ମରଣ କର। ଆମ୍ଭମାନଙ୍କ ପ୍ରତି ହାଇେଥିବା ଅପମାନକୁ ଅବଲୋକନ କର।