ଦୁଷ୍ଟଗଣ କବେେ ବିଜଯୀ ହବେେ ନାହିଁ। କାରଣ ସମାନେେ ତୁମ୍ଭର ବ୍ଯବସ୍ଥା ଅନୁସରଣ କରନ୍ତି ନାହିଁ।
Cross references
ତା'ର ସନ୍ତାନମାନଙ୍କୁ ସାହାୟ୍ଯ କରିବାକୁ କହେି ନ ଥିଲେ। ସମାନଙ୍କେୁ ଦରବାର ରେ କହେି ପକ୍ଷସମର୍ଥନ କଲନୋହିଁ।
କିନ୍ତୁ ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କୁ କହିଲେ, 'ଆମ୍ଭକୁ ଏକା ଛାଡ଼ିଦିଅ। ତୁମ୍ଭେ ଯାହା କରିବାକୁ ଚାହୁଁଛ ଆମ୍ଭେ ତାହା ଖାତିର୍ କରୁନାହୁଁ।'
ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ବରଙ୍କୁ ଅନୁସରଣ କରନ୍ତି ନାହିଁ। ସମାନେେ ସମାନଙ୍କେର ମନ୍ଦ ଯୋଜନାରେ ବ୍ଯସ୍ତ ରହନ୍ତି। ସମାନେେ ଭାବନ୍ତି ୟେ ପରମେଶ୍ବର ଜାଣନ୍ତି ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ସାହାୟ୍ଯ କର। କିନ୍ତୁ ଅହଂକାରୀର ଗର୍ବ ଓ ଦର୍ପକୁ ଚୂର୍ଣ୍ଣ କର।
ପ୍ରଥମେ ସଦାପ୍ରଭୁଙ୍କୁ ସମ୍ମାନ କରିବା ଏବଂ ସଦାପ୍ରଭୁଙ୍କ ବାକ୍ଯ ମାନି ଚଳିବା ଜଣେ ବ୍ଯକ୍ତି ଏହା ଶିକ୍ଷା କରିବା ଉଚିତ୍। ଏଥି ରେ ତୁମ୍ଭର ବାସ୍ତବ ଜ୍ଞାନ ବୃଦ୍ଧି ଘଟିବ। କିନ୍ତୁ ନିର୍ ବୋଧ ଲୋକମାନେ ଜ୍ଞାନ ଓ ଉପଦେଶକୁ ତୁଚ୍ଛ କରନ୍ତି।
ହେ ଧର୍ମରୁ ବିରତ କଠିନ ହୃଦଯ ଲୋକେ, ଆମ୍ଭର କଥା ଶୁଣ।
ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ। ସଦାପ୍ରଭୁ କୁହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକପ୍ରତି ଶାନ୍ତି' ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।
ଆମ୍ଭମାନେେ ନ୍ଯାଯ ପାଇଁ ଭାଲୁପରି ଗର୍ଜନ କରୁ ଓ କପୋତ କରି ଅତିଶଯ ବିଳାପ କରୁ। ଆମ୍ଭମାନେେ ନ୍ଯାଯକୁ ଅପେକ୍ଷା କରୁଁ ମାତ୍ର ତାହା ନ ଥାଏ। ପୁଣି ପରିତ୍ରାଣକୁ ଅପେକ୍ଷା କରୁ ମାତ୍ର ତାହା ଆମ୍ଭଠାରୁ ଦୂ ରଇେ ଥାଏ।
ସେ ଡାକିଲା, 'ପିତା ଅବ୍ରହାମ, ମାେତେ ଦୟା କର। ମାେ ପାଖକୁ ଲାଜାରକୁ ପଠାଅ। ସେ ତା' ଆଙ୍ଗୁଳି ଟିପକୁ ପାଣି ରେ ବୁଡଇେ ମାେ ଜିଭ ରେ ଟୋପାଏ ଟୋପାଏ ପାଣି ଦେଉ। ମୁଁ ଏହି ନିଆଁ ରେ ବହୁତ ୟନ୍ତ୍ରଣା ଭୋଗ କରୁଛି।'
ବୁଝିବା ଲୋକ ଜଣେ ମଧ୍ଯ ନାହିଁ, ପରମେଶ୍ବରଙ୍କୁ ପ୍ରକୃତ ରେ ଖାଜେୁଥିବା ଲୋକ ଜଣେ ନାହିଁ।
ଖ୍ରୀଷ୍ଟ କ୍ରୁଶ ରେ ଆପଣା ମୃତ୍ଯୁ ଦ୍ବାରା ଏହା ସାଧନ କଲେ। ତୁମ୍ଭମାନେେ ଦୂର ରେ ଥିଲ ଯେ, ଖ୍ରୀଷ୍ଟ ଆସି ତୁମ୍ଭମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ।