Home Bibles ଗୀତସଂହିତା 119:156 · ଓଡ଼ିଆ ବାଇବେଲ
ଗୀତସଂହିତା 119:156 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ, ତୁମ୍ଭେ ମହାନ୍ ଦୟାଳୁ। ତୁମ୍ଭର ଶାସନ ନିଯମାନୁସାରେ କାମ କର ଓ ମାେତେ ବଞ୍ଚିବାକୁ ଦିଅ।

Cross references

ଦିତୀୟ ଶାମୁୟେଲ 24:14

ଦାଉଦ ଗାଦଙ୍କକ୍ସ୍ଟ କହିଲେ, ମୁ କି ଅସକ୍ସ୍ଟବିଧା ରେ ପଡିଗଲି। କିନ୍ତୁ ସଦାପ୍ରଭୁ ହେଉଛନ୍ତି ଦୟାପୂର୍ଣ୍ଣ, ସଦାପ୍ରଭୁ ଦଣ୍ତ ଦିଅନ୍ତକ୍ସ୍ଟ, କିନ୍ତୁ ମଣିଷ ହାତ ରେ ଦଣ୍ତ ନ ଦିଅନ୍ତକ୍ସ୍ଟ।

ପ୍ରଥମ ବଂଶାବଳୀ 21:13

ଦାଉଦ ଗାଦଙ୍କୁ କହିଲେ, ମୁଁ ବଡ଼ ସମସ୍ଯା ରେ ପଡ଼ିଅଛି। କୌଣସି ମନୁଷ୍ଯ ଦ୍ବାରା ମାରେ ଦଣ୍ଡ ସ୍ଥିରୀକୃତ ହେଉ ବୋଲି ମୁଁ ଚା ହେଁ ନାହିଁ। ସଦାପ୍ରଭୁ ଅତ୍ଯନ୍ତ ଦୟାଳୁ ଅଟନ୍ତି। ତେଣୁ ମାେତେ କିପ୍ରକା ରେ ଦଣ୍ଡିତ କରାୟିବ, ତାହା ସଦାପ୍ରଭୁ ହିଁ ସ୍ଥିର କରନ୍ତୁ।

ଗୀତସଂହିତା 51:1

ହେ ପରମେଶ୍ବର, ଆପଣଙ୍କ ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ମାେ ପ୍ରତି ଦୟାକର। ତୁମ୍ଭର ମହାନ କରୁଣା ଅନୁସାରେ, ମାରେ ସମସ୍ତ ପାପ କ୍ଷମା କରନ୍ତୁ।

ଗୀତସଂହିତା 86:5

ହେ ପ୍ରଭୁ, ତୁମ୍ଭେ ବହୁତ ଉତ୍ତମ ଓ କରୁଣାମଯ, ଯେଉଁମାନେ ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।

ଗୀତସଂହିତା 86:13

ମାେ ପ୍ରତି ତୁମ୍ଭର ଦୟା ମହତ୍ ଅଟେ। ତୁମ୍ଭେ ମାେ ଜୀବନକୁ ଶଷୋବସ୍ଥା ମୃତ୍ଯୁ ମୁଖରୁ ଉଦ୍ଧାର କରିଛ।

ଗୀତସଂହିତା 86:15

ହେ ମାରେ ପ୍ରଭୁ, ତୁମ୍ଭେ ସ୍ନହେଶୀଳ ଓ କରୁଣାମଯ ପରମେଶ୍ବର। ତୁମ୍ଭେ ର୍ଧୈୟ୍ଯଶୀଳ, ପ୍ରମେ ଓ ସତ୍ଯତାରେ ପରିପୂର୍ଣ୍ଣ ଅଟ।

ଗୀତସଂହିତା 119:25

ମୁଁ ମରିବା ବେଳେ ଧୂଳିରେ ଗଡ଼େ। ୟପରେି ତୁମ୍ଭର ବାକ୍ଯ ଦ୍ବାରା ପ୍ରତିଜ୍ଞା କରିଛି, ମାେତେ ବଞ୍ଚିବାକୁ ଦିଅ।

ଯିଶାଇୟ 55:7

ଦୁଷ୍ଟାଚାରୀ ତା'ର ମନ୍ଦକାର୍ୟ୍ଯ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ଯାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫରେିଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦବେେ। ତାକୁ ପରମେଶ୍ବରଙ୍କ ପାଖକୁ ଫରେିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।

ଯିଶାଇୟ 63:7

ଆମ୍ଭେ ସଦାପ୍ରଭୁଙ୍କର ସ୍ନହପେୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେ ସବୁ ଉପକାର କରିଅଛନ୍ତି, ପୁଣି ନିଜର ନାନାବିଧ ଦୟା ଓ ଅପାର ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ଇଶ୍ରାୟେଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସା ରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବ।

Interlinear

Choose Theme