Home Bibles ☰ Books ଗୀତସଂହିତା 119:157 · ଓଡ଼ିଆ ବାଇବେଲ
ଗୀତସଂହିତା 119:157 · ଓଡ଼ିଆ ବାଇବେଲ

ମାେତେ କଷ୍ଟ ଦବୋକୁ ଚେଷ୍ଟା କରନ୍ତି, ସହେିପରି ମାରେ ବହୁତ ଶତ୍ରୁ ଅଛନ୍ତି, କିନ୍ତୁ ମୁଁ ତୁମ୍ଭର ବାକ୍ଯରୁ ବିଚ୍ଯୁତ ହାଇେ ନାହିଁ।

Cross references

ଆୟୁବ ପୁସ୍ତକ 17:9

କିନ୍ତୁ ଧାର୍ମିକ ଲୋକମାନେ କ୍ରମାଗତ ଭାବରେ ସତ୍ଯପଥରେ ରହିବେ। ନିରୀହ ଲୋକମାନେ ଆହୁରି ଶକ୍ତିଶାଳୀ ହବେେ।

ଆୟୁବ ପୁସ୍ତକ 23:11

ମୁଁ ସର୍ବଦା ପରମେଶ୍ବରଙ୍କ ପଥରେ ଚାଲିଛି। ମୁଁ କବେେ ତାଙ୍କୁ ଅନୁସରଣ କରିବା ବନ୍ଦ କରି ନାହିଁ।

ଗୀତସଂହିତା 3:1

ହେ ସଦାପ୍ରଭୁ, ମାରେ ବହୁତ ଶତ୍ରୁ ଅଛନ୍ତି। ବହୁତ ଲୋକ ମାେ ବିରୁଦ୍ଧରେ ଲାଗିଛନ୍ତି।

ଗୀତସଂହିତା 7:1

ହେ ସଦାପ୍ରଭୁ ମାରେ ପରମେଶ୍ବର, ମୁଁ ତୁମ୍ଭଠାରେ ଶରଣ ନେଉଛି। ମାେ ପଛରେ ଗୋଡ଼ାଇଥିବା ଲୋକମାନଙ୍କଠାରୁ ମାେତେ ରକ୍ଷା କର ଓ ଉଦ୍ଧାର କର।

ଗୀତସଂହିତା 22:12

ଲୋକମାନେ ମାରେ ଚାରିପାଖରେ ଘରେି ରହିଛନ୍ତି। ସମାନେେ ସମସ୍ତେ ଏକ ଶକ୍ତିଶାଳୀ ମାରଣା ଷଣ୍ଢ ପରି।

ଗୀତସଂହିତା 22:16

କୁକୁରମାନେ ମାରେ ଚାରିକଡ଼ରେ ଘରେି ରହିଛନ୍ତି। ସହେି ଦୁଷ୍ଟ ଲୋକମାନେ ଦଳବଦ୍ଧ ହାଇେ ମାେତେ ୟନ୍ତାରେ ପକାଇଛନ୍ତି। ସମାନେେ ମାରେ ହାତ ଗୋଡ଼କୁ ଛିଦ୍ର କରି ପକାଇଛନ୍ତି।

ଗୀତସଂହିତା 25:19

ମାରେ ଶତ୍ରୁମାନଙ୍କୁ ଥରେ ଚାହଁ। ସମାନେେ ମାେତେ ଘୃଣା କରନ୍ତି ଓ ଆଘାତ କରିବାକୁ ଚାହାଁନ୍ତି।

ଗୀତସଂହିତା 44:17

ହେ ପରମେଶ୍ବର, ଆମ୍ଭେ ତୁମ୍ଭକୁ ଭୁଲି ୟାଇ ନାହୁଁ। ତଥାପି ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏସବୁ ଘଟାଇଛ। ଯେତବେେଳେ ତୁମ୍ଭର ନିଯମକୁ ସ୍ବୀକୃତି ପ୍ରଦାନ କରିଥିଲୁ ତୁମ୍ଭ ସହିତ ଆମ୍ଭମାନେେ ମିଥ୍ଯା କହି ନାହୁଁ।

ଗୀତସଂହିତା 56:2

ମାରେ ଶତ୍ରୁମାନେ ନିରନ୍ତର ଭାବରେ ମାେତେ ଆକ୍ରମଣ କରିବାକୁ ଉଦ୍ଯମ ସହେି ୟୋଦ୍ଧାମାନଙ୍କର ସଂଖ୍ଯା ବହୁତ। ହେ ସର୍ବୋପରିସ୍ଥ ପରମେଶ୍ବର

ଗୀତସଂହିତା 118:10

ଶତ୍ରୁମାନେ ମାେତେ ଘରେି ୟାଇଥିଲେ, କିନ୍ତୁ ସଦାପ୍ରଭୁଙ୍କ ଶକ୍ତି ବଳରେ ମୁଁ ସମାନଙ୍କେୁ ପରାସ୍ତ କଲି।

ଗୀତସଂହିତା 119:51

ଲୋକମାନେ ଭାବନ୍ତି ସମାନେେ ମାଠାରୁେ ଉତ୍ତମ ଏବଂ ମାେତେ ଅତିଶଯ ଅପମାନିତ କରିଛନ୍ତି, କିନ୍ତୁ ମୁଁ ତୁମ୍ଭ ଶିକ୍ଷାରୁ ବିଚ୍ଯୁତ ହାଇେ ନାହିଁ।

ଗୀତସଂହିତା 119:110

ଦୁଷ୍ଟ ଲୋକମାନେ ସର୍ବଦା ମାେତେ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦଶେ କବେେ ଅବମାନନା କରି ନାହିଁ।

ଯିଶାଇୟ 42:4

ସେ ପୃଥିବୀ ରେ ନ୍ଯାଯ ବିଚାର ପ୍ରତିଷ୍ଠା ନ କରିବା ପର୍ୟ୍ଯନ୍ତ ନିସ୍ତଜେ କିମ୍ବା ହୀନବଳ ହବେେ ନାହିଁ। ଆଉ ଦ୍ବୀପନିବାସୀ ତାଙ୍କର ପ୍ରଚାର ରେ ବିଶ୍ବାସ ରଖିବେ।'

ମାଥିଉଲିଖିତ ସୁସମାଚାର 24:9

ସେତବେେଳେ ଲୋକେ ତୁମ୍ଭମାନଙ୍କ ପ୍ରତି ଖରାପ ବ୍ଯବହାର କରିବେ। ସମାନେେ ତୁମ୍ଭମାନଙ୍କୁ ଦଣ୍ଡ ଦବୋ ପାଇଁ ଧରାଇ ଦବେେ। ସମାନେେ ତୁମ୍ଭମାନଙ୍କୁ ମାରି ଦବେେ। ତୁମ୍ଭମାନେେ ମାରେ ଶିଷ୍ଯ ହାଇେଥିବା ଯୋଗୁଁ ସମସ୍ତ ଦେଶର ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ।

Interlinear

Choose Theme