ମୁଁ ତୁମ୍ଭ ବ୍ଯବସ୍ଥାରେ ଆନନ୍ଦ କରିବି। ମୁଁ ତୁମ୍ଭର ବାକ୍ଯ ପାଶାରେିବି ନାହିଁ।
Cross references
ଉତ୍ତମ ବ୍ଯକ୍ତି ସଦାପ୍ରଭୁଙ୍କ ପ୍ରେତ୍ୟକକ ବ୍ଯବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ ଓ ଦିନ ରାତି ସଦାପ୍ରଭୁଙ୍କ ବ୍ଯବସ୍ଥା ଧ୍ଯାନ କରୁଥାଏ।
ହେ ମାରେ ପରମେଶ୍ବର, ତୁମ୍ଭେ ୟାହା ଚାହୁଁଛ, ମୁଁ ତାହା କରିବାକୁ ଚାହୁଁଛି। ତୁମ୍ଭର ନୀତିଶିକ୍ଷା ମାେ' ହୃଦଯରେ ଅଛି।
ମୁଁ ମାେ ହୃଦଯରେ ତୁମ୍ଭର ପ୍ରତିଜ୍ଞାକୁ ସଞ୍ଚଯ କରି ରଖିଅଛି, ୟପରେି ମୁଁ ତୁମ୍ଭ ବିରୁଦ୍ଧରେ ପାପ ନ କରିବି।
ତୁମ୍ଭର ବାକ୍ଯରେ ରହି ମୁଁ ସବୁ ସମ୍ଭବ ସମ୍ପଦ ପାଇଅଛି।
ତୁମ୍ଭର ଆଇନଗତ ଆଦେଶ ମାେତେ ଆନନ୍ଦ ଦିଏ। ସମାନେେ ମାରେ ଅତି ଆପଣାର ଆଦେଶଦାତା।
ସଦାପ୍ରଭୁ ତୁମ୍ଭର ନିର୍ଦ୍ଦେଶ ପଥରେ ମାେତେ ଆଗଇେ ନିଅ। ମୁଁ ବାସ୍ତବରେ ସହେିପରି ଜୀବନ ବିତାଇବା ପାଇଁ ବହୁତ ଭଲପାଏ।
ମୁଁ ତୁମ୍ଭର ନୀତି ଆଦେଶମାନ ମାନି ବହୁତ ଖୁସି। ହେ ସଦାପ୍ରଭୁ, ମୁଁ ତୁମ୍ଭର ଆଜ୍ଞାସମୂହ ସ୍ନହେ କରିଅଛି।
ଦୁଷ୍ଟଲୋକମାନେ ମାେ ଚାରିପାଖରେ ଫାନ୍ଦ ବସାଇଛନ୍ତି, କିନ୍ତୁ ମୁଁ ତୁମ୍ଭର ଶିକ୍ଷାସବୁ ଭୁଲି ନାହିଁ।
ସହେି ଲୋକମାନେ ବହୁତ ମୂର୍ଖ। ମାତ୍ର ମୁଁ ତୁମ୍ଭ ଶିକ୍ଷାରେ ଆନନ୍ଦିତ ହୁଏ।
ସଦାପ୍ରଭୁ ମାେ ଉପରେ ଦୟା ରଖ, ୟପରେିକି ମୁଁ ବଞ୍ଚିପାରେ। ମୁଁ ବାସ୍ତବରେ ତୁମ୍ଭର ଶିକ୍ଷାକୁ ଉପ ଭୋଗ କରେ।
ଏପରିକି ମୁଁ ଅଳିଆ ଗଦାରେ ପଡ଼ିଥିବା ଏକ ପଚା ଚମଡ଼ା ଥଳୀ ଅଟେ। ମୁଁ ତୁମ୍ଭର ନିଯମ ଭୁଲିବି ନାହିଁ।
ୟଦି ମୁଁ ଶିକ୍ଷାଗୁଡ଼ିକ ପସନ୍ଦ କରି ନ ଥାନ୍ତି, ମୁଁ ଆପଣା କଷ୍ଟରେ ବିନଷ୍ଟ ହାଇେଥାନ୍ତି।
ସଦାପ୍ରଭୁ ତୁମ୍ଭର ନିର୍ଦ୍ଦେଶକୁ ମୁଁ କଦାପି ପାଶୋରିବି ନାହିଁ। କାରଣ ସମାନଙ୍କେ ଦ୍ବାରା ମାେତେ ତୁମ୍ଭେ ଜୀବିତ ରହିବାକୁ ଦିଅ।
ମାେ ଜୀବନ ବିପଦପୂର୍ଣ୍ଣ ସବୁବେଳେ ଥାଏ, କିନ୍ତୁ ମୁଁ ଏବେ ପର୍ୟ୍ଯନ୍ତ କଦାପି ତୁମ୍ଭ ଶିକ୍ଷା ପଥରୁ ନିବୃତ ହାଇେ ନାହିଁ।
ମୁଁ ଗୁରୁତ୍ବପୂର୍ଣ୍ଣ ନୁହେଁ ଏବଂ ଲୋକମାନେ ମାେତେ ସମ୍ମାନ କରନ୍ତି ନାହିଁ। କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଭୁଲି ନାହିଁ।
କ୍ଲେଶ ଓ ୟନ୍ତ୍ରଣା ମାେ ଉପରେ ଆସିଅଛି। କିନ୍ତୁ ମୁଁ ତୁମ୍ଭର ଆଜ୍ଞାରେ ଆନନ୍ଦିତ ହୁଏ।
ହେ ସଦାପ୍ରଭୁ, ମାରେ ୟନ୍ତ୍ରଣାକୁ ଦେଖ ଓ ମାେତେ ଉଦ୍ଧାର କର। କାରଣ ମୁଁ ତୁମ୍ଭର ଶିକ୍ଷାମାନ ଭୁଲି ନାହିଁ।
ହେ ସଦାପ୍ରଭୁ, ମୁଁ ଚା ହେଁ ତୁମ୍ଭେ ମାେତେ ରକ୍ଷା କର। ତୁମ୍ଭର ଶିକ୍ଷାସବୁ ମାେତେ ଉଲ୍ଲାସ ପ୍ରଦାନ କରେ।
ମୁଁ ହଜି ୟାଇଥିବା ମଷେପରି, ଏଣତେଣେେ ବୁଲୁଅଛି, ହେ ସଦାପ୍ରଭୁ, ଆପଣା ଦାସକୁ ଖାଜେ। କାରଣ ମୁଁ ତୁମ୍ଭର ଆଜ୍ଞା ସକଳ ପାଶାରେି ନାହିଁ।
ହେ ମାରେ ପୁତ୍ର, ମାରେଶିକ୍ଷା ପାଶୋର ନାହିଁ। ମାରେ ଆଜ୍ଞାମାନ ମନେପକାଅ।
ନ୍ଯାଯ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷଯ। ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ।
ତୁମ୍ଭର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା, ମୁଁ ତାହା ଗ୍ରହଣ କଲି। ଆଉ ତୁମ୍ଭର ବାକ୍ଯ ଦ୍ବାରା ମାରେ ପ୍ରାଣ ଉଲ୍ଲସିତ ହେଲା। କାରଣ ହେ ସୈନ୍ଯାଧିପତି ସଦାପ୍ରଭୁ ପରମେଶ୍ବର, ମୁଁ ତୁମ୍ଭ ନାମ ରେ ଖ୍ଯାତ ଅଟେ।
ମାେ ମନ ରେ, ମୁଁ ପରମେଶ୍ବରଙ୍କର ବ୍ଯବସ୍ଥା ରେ ସୁଖୀ।
ପ୍ରଭୁ କହିଲେ, ଭବିଷ୍ଯତ ରେ ମାେ ଲୋକମାନଙ୍କ ସହିତ ମୁଁ ଏହି ଚୁକ୍ତି କରିବି। ମୁଁ ମାେ ନିୟମଗୁଡ଼ିକୁ ସମାନଙ୍କେ ହୃଦୟ ରେ ରଖିବି। ମୁଁ ମାେ ନିୟମଗୁଡ଼ିକୁ ସମାନଙ୍କେ ମନ ରେ ଲେଖିବି। ୟିରିମିୟ 31:33
ଯଦି ଜଣେ ପରମେଶ୍ବରଙ୍କ ଶିକ୍ଷାକୁ କବଳେ ଶୁଣେ ଓ କିଛି କରେ ନାହିଁ, ସେ ଲୋକ ଦର୍ପଣ ରେ ନିଜ ମୁହଁ ଦେଖିଲା ଭଳି ଅଟେ।