Home Bibles ଗୀତସଂହିତା 119:172 · ଓଡ଼ିଆ ବାଇବେଲ
ଗୀତସଂହିତା 119:172 · ଓଡ଼ିଆ ବାଇବେଲ

ସଦାପ୍ରଭୁ ମୁଁ ତୁମ୍ଭର ପ୍ରତିଜ୍ଞା ବିଷଯରେ ଗାନ କରିବି। କାରଣ ତୁମ୍ଭର ବ୍ଯବସ୍ଥାମାନ ଉତ୍ତମ।

Cross references

ଦିତୀୟ ବିବରଣ 6:7

ଆଉ ତୁମ୍ଭେ ଆପଣା ସନ୍ତାନଗଣକକ୍ସ୍ଟ ଯତ୍ନପୂର୍ବକ ଏହିସବୁ ଶିକ୍ଷା ଦବେ। ତୁମ୍ଭେ ଆପଣା ଗୃହ ରେ ବସିବା ବେଳେ, ପଥରେ ଚାଲିବା ବେଳେ, ତୁମ୍ଭେ ଶଯନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସମାନଙ୍କେର ସଙ୍ଗେ ସେ ବିଷଯ ରେ କଥାବାର୍ତ୍ତା କରିବ।

ଗୀତସଂହିତା 37:30

ଧାର୍ମିକ ବ୍ଯକ୍ତି ଜ୍ଞାନର ଉପଦେଶ ଦିଏ। ତା'ର ନିଷ୍ପତ୍ତି ସମସ୍ତଙ୍କୁ ନ୍ଯାଯ ପ୍ରଦାନ କରେ।

ଗୀତସଂହିତା 40:9

ମୁଁ ମହାସଭାରେ ତୁମ୍ଭର ବିଜଯବାର୍ତ୍ତା ପ୍ରଚାର କରିଅଛି। ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଚାରରୁ କବେେ ହେଲେ ବିରତ ରହିବ ନାହିଁ।

ଗୀତସଂହିତା 78:4

ଆମ୍ଭମାନେେ ସମାନଙ୍କେ ବଂଶଧରମାନଙ୍କୁ ଏହା ଲୁଚାଇବାକୁ ନାହିଁ। ସମାନେେ କାହିଁକି ସଦାପ୍ରଭୁଙ୍କୁ ପ୍ରଶଂସା କରିବା ଉଚିତ୍, ଏହା ଆମ୍ଭେ ଆମ୍ଭର ଆସୁଥିବା ପୀଢ଼ିକୁ କହିବୁ, ଆମ୍ଭେ ତାହାଙ୍କ ଶକ୍ତି ଏବଂ ଆଶ୍ଚର୍ୟ୍ଯତା ୟାହା ସେ କଲେ ସସବେୁ ବିଷଯରେ ସମାନଙ୍କେୁ କହିବୁ।

ଗୀତସଂହିତା 119:13

ମାେ ଓଷ୍ଠସହ ତୁମ୍ଭର ନ୍ଯାଯପରାଯଣତାକୁ ବାରମ୍ବାର କହିଅଛି।

ଗୀତସଂହିତା 119:46

ମୁଁ ରାଜାମାନଙ୍କ ସହିତ ତୁମ୍ଭର ବାକ୍ଯ ବିଷଯରେ ଆଲୋଚନା କରିବି। ଏବଂ ମୁଁ ଲଜ୍ଜିତ ହବେି ନାହିଁ।

ଗୀତସଂହିତା 119:86

ହେ ସଦାପ୍ରଭୁ, ତୁମ୍ଭର ଆଦେଶସବୁ ବିଶ୍ବାସନୀଯ। ସମାନେେ ଅନ୍ଯାଯରେ ମାେତେ ତାଡ଼ନା କରନ୍ତି। ମାେତେ ସାହାୟ୍ଯ କର !

ଗୀତସଂହିତା 119:128

ମୁଁ ଯତ୍ନର ସହକାରେ ତୁମ୍ଭର ନିର୍ଦ୍ଦେଶକୁ ଅନୁସରଣ କରେ। ମୁଁ ମିଥ୍ଯା ଉପଦେଶକୁ ଘୃଣା କରେ।

ଗୀତସଂହିତା 119:138

ତୁମ୍ଭେ ଆପଣା ନିଯମ ଦଇେଅଛ। ସଗେୁଡ଼ିକ ଧର୍ମମଯ ଓ ଆମ୍ଭେ ତା'ଉପରେ ସମ୍ପୂର୍ଣ୍ଣରୂପେ ଭରସା କରିପାରିବୁ।

ଗୀତସଂହିତା 119:142

ହେ ସଦାପ୍ରଭୁ, ତୁମ୍ଭର ଧାର୍ମିକତା ଅନନ୍ତକାଳସ୍ଥାଯୀ। ତୁମ୍ଭର ବ୍ଯବସ୍ଥାସବୁକୁ ଭରସା କରାୟାଇ ପାରିବ।

ମାଥିଉଲିଖିତ ସୁସମାଚାର 12:34

ହେ କାଳସର୍ପର ସନ୍ତାନଗଣ, ତୁମ୍ଭମାନେେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତ ରେ ଯାହା ଭାବୁଥାଏ, ତାକୁ କଥା ରେ ପ୍ରକାଶ କରିଥାଏ।

ରୋମୀୟଙ୍କ ପ୍ରତି ପତ୍ର 7:12

ଅତଏବ ବ୍ଯବସ୍ଥା ହେଉଛି ପବିତ୍ର ଓ ଆଜ୍ଞା ମଧ୍ଯ ପବିତ୍ର, ଠିକ୍ ଓ ଉତ୍ତମ।

ରୋମୀୟଙ୍କ ପ୍ରତି ପତ୍ର 7:14

ମୁଁ ଜାଣେ ଯେ ବ୍ଯବସ୍ଥା ହେଉଛି ଆତ୍ମିକ। କନ୍ତୁ ମୁଁ ଆତ୍ମକ ନୁହେଁ। ପାପର ଦାସ ଭଳି ମୁଁ ତା' ପାଖ ରେ ବିକ୍ରି ହାଇେ ଯାଈଛି। ମୁଁ ଯାହାକରେ ତାହା ମୁଁ ବୁଝେ ନାହିଁ।

ଏଫିସୀୟଙ୍କ ପ୍ରତି ପତ୍ର 4:29

ଯେ ତବେଳେ ତୁମ୍ଭେ କଥାବାର୍ତ୍ତା କର, ସେତବେେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସମାନଙ୍କେୁ ଶକ୍ତିଶାଳୀ କରିବା ପାଇଁ ସାହାୟ୍ଯ କରିପାରୁଥିବ। ଏହାଦ୍ବାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସମାନଙ୍କେର ମଙ୍ଗଳ ହବେ।

କଲସୀୟଙ୍କ ପ୍ରତି ପତ୍ର 4:6

କଥାବାର୍ତ୍ତା କଲା ବେଳେ, ସବୁବେଳେ ଦୟାଭାବ ରଖ ଓ ବିବକେୀ ହୁଅ। ତବେେ ତୁମ୍ଭମାନେେ ସମସ୍ତଙ୍କୁ ଉଚିତ ଉତ୍ତର ଦବୋକୁ ସକ୍ଷମ ହବେ।

Interlinear

Choose Theme