ମୁଁ ବହୁ ଆନନ୍ଦ ସହକାରେ ତୁମ୍ଭର ଆଦେଶସବୁ ମାନିବି, ଯେତବେେଳେ ତୁମ୍ଭେ ମାରେ ବୁଝିବା ଶକ୍ତିକୁ ପ୍ରଶସ୍ତ କରିବ।
Cross references
ପୁଣି ସେ ସଠାରୁେ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖାେଳିଲେ। ତହିଁ ନିମିତ୍ତ ସମାନେେ ବିବାଦ ନକରିବାରୁ ତହିଁର ନାମ ରିହୋବୋତ୍ ରଖିଲେ। ସଦାପ୍ରଭୁ ଆମ୍ଭଙ୍କୁ ରହିବା ପାଇଁ ୟଥେଷ୍ଟ ସ୍ଥାନ ଦଇେଛନ୍ତି। ଆମ୍ଭେ ଏହି ଦେଶ ରେ ବୃଦ୍ଧି ପାଇବା।
ପରମେଶ୍ବର ଶ ଲୋମନଙ୍କୁ ଅତିଶଯ ଜ୍ଞାନୀ ଓ ବୁଦ୍ଧିମାନ କଲେ। ତାଙ୍କର ଜ୍ଞାନ ଅନ୍ତଦୃଷ୍ଟି ଓ ମହତ ବୁଝାମଣା ସମୁଦ୍ରବାଲୁକା ସଦୃଶ ଅକଳନ ହେଲା।
କିନ୍ତୁ ପରମେଶ୍ବର ଦୁଃଖୀ ଲୋକମାନଙ୍କୁ ସମାନଙ୍କେର ଦୁଃଖରୁ ଉଦ୍ଧାର କରନ୍ତି। ପରମେଶ୍ବର ଏହି ଦୁଃଖ ମାଧ୍ଯମ ରେ ଲୋକମାନଙ୍କୁ ସଚତନେ କରାଇ ଦିଅନ୍ତି, ତାଙ୍କ କଥା ଶୁଣିବା ପାଇଁ।
ମାରେ ଗୋଡ଼ ଓ ଆଣ୍ଠୁକୁ ଅଧିକ ଶକ୍ତିଶାଳୀ କର, ୟାହାଫଳରେ ମୁଁ ଦୁର୍ବଳ ହବେି ନାହିଁ ଏବଂ ପଡ଼ିବି ନାହିଁ।
ତଣେୁ ମୁଁ ମୁକ୍ତ ହବେି, କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଅନୁସରଣ କରିବାକୁ ଚେଷ୍ଟା କରେ।
ମାେତେ ଏକା ତୁମ୍ଭ ପାଖକୁ ଟାଣିନିଅ। ଆସ ଆମ୍ଭେ ଏକତ୍ରୀତ ହାଇେ ଦୌଡ଼ିବା। ରାଜା ଆପଣା ଅନ୍ତଃପୁରକୁ ମାେତେ ଆଣିଅଛନ୍ତି।
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠା ରେ ବିଶ୍ବାସ ରଖନ୍ତି, ସମାନେେ ନୂତନ ବଳ ପାଆନ୍ତି। ସମାନେେ ଚିଲ ପକ୍ଷୀପରି ଆକାଶ ରେ ଉଡ଼ନ୍ତି। ସମାନେେ କ୍ଲାନ୍ତ ନ ହାଇେ ସମାନେେ ଗମନ କରିବେ।
ସେତବେେଳେ ତୁମ୍ଭେ ତାହା ଦେଖି ଦୀପ୍ଯମାନ ହବେ ଓ ତୁମ୍ଭର ହୃଦଯ ଉଲାସିତ ହବେ। କାରଣ ସମୁଦ୍ରର ସମସ୍ତ ଦ୍ରବ୍ଯ ଓ ଅନ୍ୟଦେଶୀଯ ମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।
ଯେ ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କ ଶତୃଙ୍କ ଶକ୍ତି କବଳରୁ ମୁକ୍ତ କରିବେ। ତା ଫଳ ରେ ଆମ୍ଭମାନେେ ନିର୍ଭୟ ରେ ପରମେଶ୍ବରଙ୍କ ସବୋ କରିପାରିବୁ।
ତୁମ୍ଭେ ସତ୍ଯକୁ ଜାଣିବ ଓ ସହେି ସତ୍ଯ ତୁମ୍ଭକୁ ମୁକ୍ତ କରିବ।
ତେଣୁ ଯଦି ସହେି ପୁତ୍ର ତୁମ୍ଭକୁ ମୁକ୍ତି ଦିଅନ୍ତି, ତବେେ ତୁମ୍ଭେ ପ୍ରକୃତ ରେ ମୁକ୍ତି ପାଇବ।
ତୁମ୍ଭମାନେେ ଜାଣ ଯେ ଦୌଡ଼ ପ୍ରତିୟୋଗିତା ରେ ସମସ୍ତେ ଦୌଡ଼ନ୍ତି, କିନ୍ତୁ ତାଙ୍କ ଭିତରୁ ମାତ୍ର ଜଣକୁ ପୁରସ୍କାର ମିଳେ। ତୁମ୍ଭମାନେେ ଯେପରି ଜିତିବ, ସେପ୍ରକାର ଦୌଡ଼।
ପ୍ରଭୁ ଆତ୍ମା ଅଟନ୍ତି। ଯେଉଁଠା ରେ ପ୍ରଭୁଙ୍କର ଆତ୍ମା ବିଦ୍ଯମାନ, ସହେିଠା ରେ ସ୍ବାଧୀନତା ଅଛି।
ହେ କରିନ୍ଥୀବାସୀ! ଆମ୍ଭେ ସମ୍ପୂର୍ଣ୍ଣ ଖାେଲା ମନ ରେ ତୁମ୍ଭମାନଙ୍କ ସହିତ କଥା ହାଇେଛୁ। ଆମ୍ଭେ ଆମ୍ଭର ହୃଦୟ ତୁମ୍ଭମାନଙ୍କ ପାଇଁ ଖାଲିେ ଦଇେଛୁ।
ଆମ୍ଭର ଚାରିପଟେ, ବିଶ୍ବାସଧାରୀ ଆମ୍ଭର ବହୁ ସଂଖ୍ଯକ ଲୋକ ରହିଛନ୍ତି। ବିଶ୍ବାସ ବିଷୟ ରେ ସମାନଙ୍କେ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସମାନଙ୍କେ ଭଳି ହବୋ ଉଚିତ। ଆମ୍ଭେ ଜୀବନ ରେ ଆଗକୁ ୟିବା ପାଇଁ ଯାହା କିଛି ବାଧା ଅଛି, ସଗେୁଡ଼ିକୁ ଆମ୍ଭେ ଆଡ଼ଇେ ଦବୋ ଉଚିତ ଓ ଆମ୍ଭ ସମ୍ମୁଖ ରେ ଥିବା ଦୌଡ଼ ରେ ଦୌଡ଼ିବା ଉଚିତ। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜ ରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ଯାଗ କରିବା ଉଚିତ।
ପରମେଶ୍ବର ଏହା ଚାହାଁନ୍ତି। ସ୍ବାଧୀନ ଲୋକ ଭଳି ବିଚରଣ କର। କିନ୍ତୁ ମନ୍ଦ କର୍ମ କରିବା ପାଇଁ ଏହି ସ୍ବାଧୀନତାର ଅପବ୍ଯବହାର କର ନାହିଁ। ପରମେଶ୍ବରଙ୍କ ସବୋ ରେ ଜୀବନ କାଟ।