ସଦାପ୍ରଭୁ ଅସାର ବସ୍ତୁ ମାେତେ ଦେଖିବାକୁ ଦିଅ ନାହିଁ। ତୁମ୍ଭ ପଥରେ ଚାଲିକି ମାେତେ ଜୀବନ ଖାଜେିବାକୁ ଦିଅ।
Cross references
ତୁମ୍ଭମାନେେ ଯେପରି ସହେି ଝାଲର ଏକାଠି ବନ୍ଧା ହାଇେଥିବା ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ମନେ କରି ପାଳନ କରିବ। ଆଉ ତୁମ୍ଭମାନେେ ସଦାପ୍ରଭୁଙ୍କ ଆଜ୍ଞାକୁ ଭୁଲି ମନ ଓ ଚକ୍ଷୁ ଅନୁସାରେ ବ୍ଯଭିଚାର କର ନାହିଁ।
ମୁ ଲକ୍ସ୍ଟଟିତ ଦ୍ରବ୍ଯ ମଧିଅରେ ଖଣ୍ତିଏ ସକ୍ସ୍ଟନ୍ଦର ବାବିଲୀଯ କୋଟ ଓ 200 ଶକେଲ ରୂପା ଓ ଏକ ପାଉଣ୍ତ ଓଜନର ସକ୍ସ୍ଟନାମକ୍ସ୍ଟଣ୍ତା ଦେଖି ଲୋଭ କରି ତାହା ନଲେି। ଏବଂ ସଗେୁଡିକୁ ମାେ ତମ୍ବୁ ମଧିଅରେ ପୋତି ଅଛି। ଆଉ ରୂପା ତହିଁ କୋଟ ତଳେ ଅଛି।
ଥରେ ସନ୍ଧ୍ଯା ସମୟରେ ଦାଉଦ ବିଛଣାରକ୍ସ୍ଟ ଉଠି ଛାତ ଉପରେ ବକ୍ସ୍ଟଲିବା ସମୟରେ ଜଣେ ସ୍ତ୍ରୀଲୋକ ଗାଧୋଉ ଥିବାର ଦେଖିଲେ। ସହେି ସ୍ତ୍ରୀ ଜଣକ ଅତି ସକ୍ସ୍ଟନ୍ଦରୀ ଥିଲା।
ମୁଁ ମାରଚେକ୍ଷୁ ସଙ୍ଗେ ଏପରି ଏକ ଚୁକ୍ତି କରିଛି ଯେ ମୁଁ କୌଣସି ଝିଅକୁ ଏପରି ଭାବରେ ଦେଖିବି ନାହିଁ, ୟଦ୍ଦ୍ବାରା କି ମୁଁ ତାକୁ ଚାହିଁବି।
ତୁମ୍ଭେ ମାେ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦଇେଛ। ମାେ ଜୀବନକୁ ପୁନଃସ୍ଥାପନ କର। ଯେତବେେଳେ ମୁଁ ପ୍ରାଯ ମୃତ ପରି ଥିଲି, ମାେ ଜୀବନକୁ ରକ୍ଷା କଲ।
ମୁଁ ମରିବା ବେଳେ ଧୂଳିରେ ଗଡ଼େ। ୟପରେି ତୁମ୍ଭର ବାକ୍ଯ ଦ୍ବାରା ପ୍ରତିଜ୍ଞା କରିଛି, ମାେତେ ବଞ୍ଚିବାକୁ ଦିଅ।
ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶ ସବୁକୁ ଭଲପାଏ। ତୁମ୍ଭର ଧର୍ମରେ ମାେତେ ବଞ୍ଚିବାକୁ ଦିଅ।
ଲକ୍ଷ୍ଯସ୍ଥଳ ପାଇଁ ତୁମ୍ଭର ଚକ୍ଷୁଦ୍ବଯକୁ ଆଗକୁ ଦେଖିବା ପାଇଁ ରଖ, ସର୍ବଦା ସିଧା ଦେଖ।
ତୁମ୍ଭେ ଧନକୁ ଦେଖିବା ପୂର୍ବରୁ ସେ ପଳାଏ। କାରଣ ଧନ ଉଡ଼ୁଥିବା ଉତ୍କ୍ରୋଶ ପକ୍ଷୀ ପରି ଡ଼ଣୋ ପାଏ ଏବଂ ଉଡ଼ିୟାଏ।
ଯେଉଁ ଲୋକମାନେ ଧର୍ମ ପଥରେ ଚାଲନ୍ତି ଓ ସରଳ କଥା କୁହନ୍ତି, ସମାନେେ ଉପଦ୍ରବକାଳ ଲାଭ ତୁଚ୍ଛ କରନ୍ତି। ଲାଞ୍ଚ ଧରିବା ବିଷଯରୁ ଆପଣା ହାତ ଝାଡ଼ି ଦିଅନ୍ତି। ରକ୍ତପାତ କଥା ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରନ୍ତି ଓ ଦୁଷ୍କର୍ମ ଦର୍ଶନରୁ ଚକ୍ଷୁ ମୁଦ୍ରିତ କରନ୍ତି।
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଯଦି କହେି ଲୋକ କୌଣସି ସ୍ତ୍ରୀକୁ ଦେଖେ ଓ ତା ସହିତ ବ୍ଯଭିଗ୍ଭର କରିବା ପାଇଁ ଗ୍ଭ ହେଁ, ତବେେ ସେ ନିଜ ମନ ଭତ ରେ ସହେି ସ୍ତ୍ରୀ ସହିତ ବ୍ଯଭିଗ୍ଭର କରି ସାରିଲାଣି।
ସଂସାରର ଏହି ବିଷୟଗୁଡ଼ିକ ମନ୍ଦ ଅଟେ। ଯଥା :