ମୁଁ ତୁମ୍ଭର ନୀତି ଆଦେଶମାନ ମାନି ବହୁତ ଖୁସି। ହେ ସଦାପ୍ରଭୁ, ମୁଁ ତୁମ୍ଭର ଆଜ୍ଞାସମୂହ ସ୍ନହେ କରିଅଛି।
Cross references
ମୁଁ ସର୍ବଦା ପରମେଶ୍ବରଙ୍କ ପଥରେ ଚାଲିଛି। ମୁଁ କବେେ ତାଙ୍କୁ ଅନୁସରଣ କରିବା ବନ୍ଦ କରି ନାହିଁ।
ପରମେଶ୍ବରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ। ସଗେୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ। ସଦାପ୍ରଭୁଙ୍କର ବ୍ଯବସ୍ଥାକୁ ବିଶ୍ବାସ କରାୟାଇପାରେ। ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
ସଦାପ୍ରଭୁଙ୍କର ପ୍ରଶଂସା କର। ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସମାନେେ ସମ୍ମାନରେ ଭାଗ୍ଯବାନ୍ ହୁଅନ୍ତି, ୟିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ବସ୍ତ ହାଇେଥାଏ,
ମୁଁ ତୁମ୍ଭ ବ୍ଯବସ୍ଥାରେ ଆନନ୍ଦ କରିବି। ମୁଁ ତୁମ୍ଭର ବାକ୍ଯ ପାଶାରେିବି ନାହିଁ।
ତୁମ୍ଭର ଆଇନଗତ ଆଦେଶ ମାେତେ ଆନନ୍ଦ ଦିଏ। ସମାନେେ ମାରେ ଅତି ଆପଣାର ଆଦେଶଦାତା।
ମୁଁ ତୁମ୍ଭର ଆଦେଶଗୁଡ଼ିକୁ ପ୍ରଶଂସା କରେ, ଯେଉଁଗୁଡ଼ିକ କି ମୁଁ ଭଲପାଏ। ଏବଂ ମୁଁ ତୁମ୍ଭର ବ୍ଯବସ୍ଥାସବୁ ଧ୍ଯାନ କରିବି।
ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ। ତାହା ମୁଁ ଦିନସାରା ଭାବେ।
ହେ ସଦାପ୍ରଭୁ, ଯେଉଁମାନେ ସମ୍ପୂର୍ଣ୍ଣ ଭାବେ ତୁମ୍ଭ ପ୍ରତି ବିଶ୍ବସ୍ତ ନୁହଁନ୍ତି, ମୁଁ ସମାନଙ୍କେୁ ଘୃଣା କରେ। କିନ୍ତୁ ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
ହେ ସଦାପ୍ରଭୁ, ପୃଥିବୀର ଦୁଷ୍ଟଗଣଙ୍କୁ ତୁମ୍ଭେ ଆବର୍ଜ୍ଜନା ପରି ଫିଙ୍ଗିଦିଅ। ୟପରେି ମୁଁ ତୁମ୍ଭର ନିଯମକୁ ସ୍ନହେ କରିବି।
ସଦାପ୍ରଭୁ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମୁଁ ତୁମ୍ଭର ନିର୍ଦ୍ଦେଶକୁ ସ୍ନହେ କରେ।
ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ପରୀକ୍ଷା ହାଇେଅଛି ଏବଂ ବିଶ୍ବସ୍ତ ବାହାରିଲା, ମୁଁ ତୁମ୍ଭର ଦାସ, ଏହାକୁ ଭଲ ପାଏ।
ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶସବୁ ପାଳନ କରିବା ପାଇଁ କଠିନ ଚେଷ୍ଟା କରୁଛି। ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ମାେତେ ବଞ୍ଚିବାକୁ ଦିଅ।
ମୁଁ ମିଥ୍ଯାକୁ ଘୃଣା କରେ ଓ ଏହାକୁ ଅଶ୍ରଦ୍ଧା କରେ। ମାତ୍ର ମୁଁ ତୁମ୍ଭ ଶିକ୍ଷାସବୁ ସ୍ନହେ କରେ।
ମୁଁ ତୁମ୍ଭର ବାକ୍ଯକୁ ଅନୁସରଣ କରିଅଛି। ଏବଂ ସଗେୁଡ଼ିକୁ ବହୁଳ ପରିମାଣରେ ଭଲ ପାଏ।
ହେ ସଦାପ୍ରଭୁ, ମୁଁ ଚା ହେଁ ତୁମ୍ଭେ ମାେତେ ରକ୍ଷା କର। ତୁମ୍ଭର ଶିକ୍ଷାସବୁ ମାେତେ ଉଲ୍ଲାସ ପ୍ରଦାନ କରେ।
ଯୀଶୁ କହିଲେ, ଯେଉଁ ପରମେଶ୍ବର ମାେତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ୟ୍ଯ ପୂର୍ଣ୍ଣ କରିବା ହେଉଛି ମାରେଆହାର।
ଅତଏବ ବ୍ଯବସ୍ଥା ହେଉଛି ପବିତ୍ର ଓ ଆଜ୍ଞା ମଧ୍ଯ ପବିତ୍ର, ଠିକ୍ ଓ ଉତ୍ତମ।
ଯେଉଁ କାମ କରିବାକୁ ଚା ହେଁ ନାହିଁ, ଯଦି ମୁଁ ତାହା କରେ, ତାହାର ଅର୍ଥ ଯେ, ବ୍ଯବସ୍ଥା ଭଲ ବୋଲି ସମର୍ଥନ କରେ।
ମାେ ମନ ରେ, ମୁଁ ପରମେଶ୍ବରଙ୍କର ବ୍ଯବସ୍ଥା ରେ ସୁଖୀ।
ନିଜ ଜୀବନ ରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ଚିନ୍ତା ଓ ଆଚରଣ କର।
ଏହା କରିବାକୁ ତୁମ୍ଭେ ଆହ୍ବାନ ପାଇଛ। ତୁମ୍ଭେ ଅନୁସରଣ କରିବା ପାଇଁ ଖ୍ରୀଷ୍ଟ ଏକ ଉଦାହରଣ ଦଖାଇେ ଦଇଯୋଇଛନ୍ତି। ସେ ଯାହା କରିଥିଲେ, ତୁମ୍ଭେ ତାହା କରିବା ଉଚିତ୍। ସେ ତୁମ୍ଭ ପାଇଁ ଯାତନା ସହି ଥିବାରୁ, ତୁମ୍ଭେ ମଧ୍ଯ କଷ୍ଟ ଭୋଗିଲା ବେଳେ ର୍ଧୈୟ୍ଯଶୀଳ ହବୋ ଉଚିତ।