ହେ ସଦାପ୍ରଭୁ, ତୁମ୍ଭେ ନିଜ ଦାସ ପ୍ରତି ଉତ୍ତମ ବ୍ଯବହାର କରିଛ। ତୁମ୍ଭେ ୟାହା କରିବାକୁ ପ୍ରତିଜ୍ଞା କରିଥିଲ ଠିକ୍ ତାହା କରିଛ।
Cross references
ଆମ୍ଭମାନେେ କିଏ ଯେ ଏପରି ସ୍ବେଚ୍ଛାପୂର୍ବକ ଦାନ କରିବାକୁ ସମର୍ଥ ହବେୁ ? ଏହି ସମସ୍ତ ବସ୍ତୁ ମାେ'ଠାରୁ କିଅବା ମାରେଲୋକମାନଙ୍କଠାରୁ ଆସି ନାହିଁ। ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆ ସେ, ତୁମ୍ଭଠାରୁ ଯାହା ଆସିଅଛି, ଆମ୍ଭେ କବଳେ ତାହା ତୁମ୍ଭକୁ ଦଇେଅଛୁ।
ମୁଁ ସଦାସର୍ବଦା ସଦାପ୍ରଭୁଙ୍କ ଉଦ୍ଧେଶ୍ୟରେ ଏହି ଖୁସୀର ଗୀତ ଗାନ କରିବି। କାରଣ ସେ ମୋ’ ପ୍ରତି ସଦୟ ହୋଇ ଅଶେଷ ଉପକାର କରିଛନ୍ତି।
ମୁଁ କବଳେ ମାରେ ଭକ୍ତି ଓ ଶ୍ରଦ୍ଧାକୁ ସଦାପ୍ରଭୁଙ୍କଠାରେ ଅର୍ପଣ କରିବି। ହେ ସଦାପ୍ରଭୁ, ତୁମ୍ଭେ ମାରେ ସହାୟ ହୁଅ ଏବଂ ମାେତେ ମାରେ ପ୍ରାପ୍ଯ ପ୍ରଦାନ କର।
ହେ ପରମେଶ୍ବର, ମାେତେ ତୁମ୍ଭେ ରକ୍ଷା କରିଛ ଓ ଜଯଲାଭ କରିବାକୁ ସାହାୟ୍ଯ କରିଛ। ତୁମ୍ଭେ ମାେତେ ତୁମ୍ଭର ଦକ୍ଷିଣ ବାହୁ ଦ୍ବାରା ସାହାୟ୍ଯ କରିଛ। ତୁମ୍ଭେ ମାେତେ ମାରେ ଶତ୍ରୁକୁ ପରାଜିତ କରିବାରେ ସାହାୟ୍ଯ କରିଛ।
ହେ ସଦାପ୍ରଭୁ, ତୁମ୍ଭେ ମାରେ ଶତ୍ରୁମାନଙ୍କ ସମ୍ମୁଖରେ ମାରେ ମଜେ ସଜାଇଅଛ। ତୁମ୍ଭେ ମାରେ ମୁଣ୍ଡରେ ତଲେ ଢ଼ାଳିଛ। ମାେ ପାନପାତ୍ର ପୂର୍ଣ୍ଣ ହାଇେ ଉଚ୍ଛୁଳି ପଡ଼ିଛି।
ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ତୁମ୍ଭେ ମାେତେ ସାହାୟ୍ଯ କଲ। ତୁମ୍ଭେ ମାରେ କ୍ରନ୍ଦନକୁ ନୃତ୍ଯରେ ପରିଣତ କଲ। ତୁମ୍ଭେ ମାରେ ଦୁଃଖର ପୋଷାକ ସବୁକୁ କାଢ଼ି ନଲେ ଓ ମାେତେ ସୁଖରେ ଆଚ୍ଛାଦିତ କରିଲ।
ହେ ମାରେ ପ୍ରାଣ ବିଶ୍ରାମ କର। ସଦାପ୍ରଭୁ ତୁମ୍ଭପ୍ରତି ମଙ୍ଗଳମଯ ଅଟନ୍ତି।
ମୁଁ ୟମେନ୍ତ ବଞ୍ଚିପାରିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର, ଯେଉଁଥିରେ ମୁଁ ତୁମ୍ଭର ବାକ୍ଯ ପାଳନ କରିପାରିବି,