Home Bibles ଗୀତସଂହିତା 119:72 · ଓଡ଼ିଆ ବାଇବେଲ
ଗୀତସଂହିତା 119:72 · ଓଡ଼ିଆ ବାଇବେଲ

ତୁମ୍ଭର ଶିକ୍ଷାସବୁ ମାେ ପାଇଁ ଉତ୍ତମ, ଏହା ଏକହଜାର ଖଣ୍ଡ ସୁନା ଓ ରୂପାଖଣ୍ଡଠାରୁ ଉତ୍ତମ।

Cross references

ଗୀତସଂହିତା 19:10

ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ଯବାନ। ସଗେୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫଣୋରୁ ଆସିଥାଏ।

ଗୀତସଂହିତା 19:11

ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ। ୟଦି ତୁମ୍ଭମାନେେ ସଗେୁଡ଼ିକୁ ପାଳନ କର, ତୁମ୍ଭମାନେେ ଉତ୍ତମ ପୁରସ୍କାର ପାଇବ।

ଗୀତସଂହିତା 119:14

ତୁମ୍ଭର ବାକ୍ଯରେ ରହି ମୁଁ ସବୁ ସମ୍ଭବ ସମ୍ପଦ ପାଇଅଛି।

ଗୀତସଂହିତା 119:111

ସଦାପ୍ରଭୁ ମୁଁ ତୁମ୍ଭର ନିଯମକୁ ସବୁଦିନ ଦଖାଇବୋକୁ ଉପହାର ଆକାରରେ ଗ୍ରହଣ କରିଅଛି। ଏହା ମାେତେ ବହୁ ଆନନ୍ଦ ଦିଏ।

ଗୀତସଂହିତା 119:127

ସଦାପ୍ରଭୁ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମୁଁ ତୁମ୍ଭର ନିର୍ଦ୍ଦେଶକୁ ସ୍ନହେ କରେ।

ଗୀତସଂହିତା 119:162

ତୁମ୍ଭର ପ୍ରତିଜ୍ଞା ମାେତେ ଆନନ୍ଦ ଦିଏ, ୟପରେି ଜଣେ ବ୍ଯକ୍ତି ବହୁତ ଲୁଟ୍ଧନ ପାଇବା ପରେ ଖୁସି ହୁଏ।

ହିତୋପଦେଶ 3:13

ଯେଉଁ ଲୋକ ଜ୍ଞାନ ପାଏ ଓ ବୁଦ୍ଧି ଲାଭ କରେ ସେ ଧନ୍ଯ।

ହିତୋପଦେଶ 3:14

ରୂପାର ବାଣିଜ୍ଯଠାରୁ ଜ୍ଞାନ ଅଧିକ ଲାଭଦାୟକ, ସୁନା ବ୍ଯବସାଯଠାରୁ ବିଦ୍ଯା ମଧ୍ଯ ଅଧିକ ଲାଭଦାୟକ।

ହିତୋପଦେଶ 8:10

ମାରେ ଶିକ୍ଷା ଗ୍ରହଣ କର, ଏହା ରୂପାଠାରୁ ମୂଲ୍ଯବାନ୍। ଏହା ମଧ୍ଯ ଗିନି ସୁନାଠାରୁ ମୂଲ୍ଯବାନ୍।

ହିତୋପଦେଶ 8:19

ମାରେ ଫଳ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ ଅଟେ। ମାରେ ଆଯୁ ରୂପା ଅପେକ୍ଷା ଉତ୍ତମ ଅଟେ।

ହିତୋପଦେଶ 16:16

ସୁନା ଅପେକ୍ଷା ଜ୍ଞାନଲାଭ କରିବା ଉତ୍ତମ। ସୁବିବଚେନା ପାଇବା ରୂପାଠାରୁ ଅଧିକ ମୂଲ୍ଯବାନ।

ଉପଦେଶକ 7:11

ଜ୍ଞାନ ଉତ୍ତମ ଅଟେ, ଯଦି ଏହା ବଂଶାନୁଗତ ଭାବରେ ଆସିଥାଏ, ଏହା ଜୀବନଧାରଣ ରେ ଲାଭ ଦଇେଥାଏ।

ମାଥିଉଲିଖିତ ସୁସମାଚାର 13:44

ସ୍ବର୍ଗରାଜ୍ଯ ଜମି ରେ ପୋତା ହାଇେଥିବା ଧନଭଣ୍ଡର ଭଳି। ଦିନେ ଜଣେ ଲୋକ ଗୋଟିଏ ଧନର ଭଣ୍ଡାର ପାଇଲା ଓ ପୁଣି ଆଉ ଥରେ ସହେି ଧନକୁ ଜମି ଭିତ ରେ ପୋତି ଦଲୋ। ସେ ବହୁତ ଖୁସି ହାଇଗେଲା। ସେ ସଠାରୁେ ଯାଇ ତା ପାଖ ରେ ଯାହା ସବୁ ଥିଲା, ସବୁତକ ବିକି ସହେି ଜମିଟି କିଣିଲା।

Interlinear

Choose Theme