Home Bibles ଗୀତସଂହିତା 119:80 · ଓଡ଼ିଆ ବାଇବେଲ
ଗୀତସଂହିତା 119:80 · ଓଡ଼ିଆ ବାଇବେଲ

ସଦାପ୍ରଭୁ ମୁଁ ସମ୍ପୂର୍ଣ୍ଣ ହୃଦଯ ସହିତ ତୁମ୍ଭର ନିଯମକୁ ମାନିପାରେ, ତବେେ ମୁଁ ଲଜ୍ଜିତ ହବେି ନାହିଁ।

Cross references

ଦିତୀୟ ବିବରଣ 26:16

ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉ ଅଛନ୍ତି। ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦଯ ଓ ସମସ୍ତ ପ୍ରାଣ ସହିତ ତାହାସବୁ ପାଳନ କରିବ।

ଦିତୀୟ ବଂଶାବଳୀ 12:14

ରିହବିଯାମ୍ ମନ୍ଦକର୍ମ କଲେ, କାରଣ ସେ ତାଙ୍କ ହୃଦଯ ରେ ସଦାପ୍ରଭୁଙ୍କର ବାଧ୍ଯ ହବୋ ନିମନ୍ତେ ସିଦ୍ଧାନ୍ତ ନଇେ ନ ଥିଲେ।

ଦିତୀୟ ବଂଶାବଳୀ 15:17

ଯଦିଓ ଇଶ୍ରାୟେଲରୁ ଉଚ୍ଚସ୍ଥାନଗୁଡ଼ିକ ଧ୍ବଂସ କରାୟାଇ ନ ଥିଲା, କିନ୍ତୁ ଆସାଙ୍କର ଜୀବନ ସାରା ତାଙ୍କର ହୃଦଯ ସଦାପ୍ରଭୁଙ୍କ ପ୍ରତି ବିଶ୍ବସ୍ତ ଥିଲା।

ଦିତୀୟ ବଂଶାବଳୀ 25:2

ଅମତ୍ସିଯ ସଦାପ୍ରଭୁଙ୍କର ଇଚ୍ଛାନୁୟାଯୀ କର୍ମ କଲେ। କିନ୍ତୁ ସେ ଆପଣାର ସମ୍ପୂର୍ଣ୍ଣ ହୃଦଯର ସହିତ ତାହା କଲେ ନାହିଁ।

ଦିତୀୟ ବଂଶାବଳୀ 31:20

ଅତଏବ ରାଜା ହିଜକିଯ ଯିହୁଦା ରେ ଏହି ସମସ୍ତ ଉତ୍ତମ କାର୍ୟ୍ଯ କଲେ। ସେ ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଦୃଷ୍ଟି ରେ ଉତ୍ତମ ଓ ଯଥାର୍ଥ କର୍ମ କଲେ ଓ ବିଶ୍ବସ୍ତ ଥିଲେ।

ଗୀତସଂହିତା 25:2

ହେ ମାରେ ପରମେଶ୍ବର, ମୁଁ ତୁମ୍ଭର ଶରଣାଗତ ଓ ମୁଁ କବେେ ନିରାଶ ହବେ ନାହିଁ। ମାେତେ ମାରେ ଶତ୍ରୁମାନେ ଦେଖି କବେେ ହସିବେ ନାହିଁ।

ଗୀତସଂହିତା 25:21

ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ମହାନ୍। ମୁଁ ତୁମ୍ଭକୁ ବିଶ୍ବାସ କରେ, ତଣେୁ ମାେତେ ରକ୍ଷା କର।

ଗୀତସଂହିତା 32:2

ଜଣେ ବ୍ଯକ୍ତି ଅଧିକ ଖୁସି ହୁଏ, ଯେତବେେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ। ସହେି ବ୍ଯକ୍ତିଟି ଅଧିକ ଭାଗ୍ଯଶାଳୀ ୟିଏ ନିଜର ପାପକୁ ଗୋପନ ରେଖ ନାହିଁ।

ଗୀତସଂହିତା 119:6

ୟଦି ମୁଁ ତୁମ୍ଭର ଆଜ୍ଞା ସକଳ ପ୍ରତି ଦୃଷ୍ଟି ରଖିବି, ତବେେ ମୁଁ ଲଜ୍ଜିତ ହବେି ନାହିଁ।

ହିତୋପଦେଶ 4:23

ତୁମ୍ଭର ହୃଦଯକୁ ଅତି ଯତ୍ନର ସହ ପରିଚାଳିତ କର। ଯେ ହତେୁ ତହିଁରୁ ଜୀବନର ପ୍ରବାହ ଜନ୍ମ ଲାଭ କରେ।

ଯିହିଜିକଲ 11:9

ଆମ୍ଭେ ତୁମ୍ଭମାନଙ୍କୁ ଏହି ନଗର ମଧ୍ଯରୁ ବାହାର କରି ଆଣି ବିଦେଶୀମାନଙ୍କ ହସ୍ତ ରେ ସମର୍ପଣ କରିବା ଓ ତା'ପ ରେ ଆମ୍ଭେ ତୁମ୍ଭମାନଙ୍କର ବିଚାର କରିବା।

ଯୋହନଲିଖିତ ସୁସମାଚାର 1:47

ଯୀଶୁ ନିଥନିଯଲଙ୍କେୁ ତାହାଙ୍କ ଆଡେ ଆସିବାର ଦେଖିଲେ। ସେ କହିଲେ, ଏହି ଲୋକ ପ୍ରକୃତ ରେ ପରମେଶ୍ବରଙ୍କର ଜଣେ ବ୍ଯକ୍ତି। ତାହାଙ୍କଠା ରେ କୌଣସି ଅସାଧୁତା ନାହିଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:12

ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତ ରେ ଆମ୍ଭେ ଯାହା କିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟ ରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ୟ୍ଯ ଦୃଷ୍ଟିରୁ ଏହା ଅଧିକ ସତ୍ଯ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନ ରେ ନୁହେଁ ମାତ୍ର ପରମେଶ୍ବରଙ୍କ କୃପାରୁ କରୁଛୁ।

ଯୋହନଙ୍କ ପ୍ରଥମ ପତ୍ର 2:28

ପ୍ରିୟ ପିଲାମାନେ, ତାହାଙ୍କଠା ରେ ରୁହ। ଏହା କଲେ, ଖ୍ରୀଷ୍ଟ ଯେଉଁଦିନ ଆସିବେ ଆମ୍ଭମାନେେ ଭରସାୟୁକ୍ତ ହାଇେ ଭୟ କରିବା ନାହିଁ। ଯେଉଁଦିନ ସେ ଆସିବେ, ସହେିଦିନ ଆମ୍ଭକୁ ଲଜ୍ଜିତ ହବୋକୁ କିମ୍ବା ଆତ୍ମଗୋପନ କରିବାକୁ ପଡ଼ିବ ନାହିଁ।

Interlinear

Choose Theme