ସଦାପ୍ରଭୁ ତୁମ୍ଭକୁ ଅପେକ୍ଷା କରି ମୁଁ ଦୁର୍ବଳ ଅଟେ ତୁମ୍ଭେ ମାେତେ ରକ୍ଷା କର। କିନ୍ତୁ ମୁଁ ତୁମ୍ଭର ବାକ୍ଯ ଉପରେ ନିର୍ଭର ରେଖ।
Cross references
ମୁଁ ପରମେଶ୍ବରଙ୍କୁ ନିଜ ଆଖି ରେ ଦେଖିବି। ମୁଁ ମାରେନିଜ ପାଇଁ ପରମେଶ୍ବରଙ୍କୁ ଦେଖିବି। ମୁଁ ଇଚ୍ଛାକରେ ମାରେ ନିଜ ଆଖି ତାଙ୍କୁ ଦେଖିବ ଅନ୍ୟ କାହାର ଆଖି ନୁହେଁ। ମାରେ ଅତିରିକ୍ତ ଅନୁଭବ ଦ୍ବାରା, ମୁଁ କ୍ଲାନ୍ତ ହାଇେ ପଡ଼ିଛି।
ହେ ପରମେଶ୍ବର, ହରିଣଟି ୟପରେି ପାଣି ପାଇଁ ସୋର୍ତ ଆଡ଼କୁ ଧାଏଁ ସପରେି ମାରେ ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।
ମାରେ ମନ ଏବଂ ଶରୀର ଦୁର୍ବଳ ହୁଏ, କିନ୍ତୁ ପରମେଶ୍ବର ଅନନ୍ତକାଳ ମାେ ହୃଦଯକୁ ଓ ମାେତେ ସ୍ଥାଯୀତ୍ବ ଦିଅନ୍ତି।
ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା, ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଚା ହେଁ। ମୁଁ ମାରେ ହୃଦଯ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ବରଙ୍କ ଦର୍ଶନ ନିମନ୍ତେ ବ୍ଯାକୁଳ।
ମୁଁ ସର୍ବଦା ତୁମ୍ଭର ଶାସନସକଳ ପଢ଼ିବା ପାଇଁ ବହୁତ ଚା ହେଁ।
ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶ ସବୁକୁ ଭଲପାଏ। ତୁମ୍ଭର ଧର୍ମରେ ମାେତେ ବଞ୍ଚିବାକୁ ଦିଅ।
ହେ ସଦାପ୍ରଭୁ, ମାେ ପ୍ରତି ତୁମ୍ଭର ପ୍ରମେ ପ୍ରଦର୍ଶନ କର। ତୁମ୍ଭର ପ୍ରତିଜ୍ଞାନୁସାରେ ମାେତେ ପରିତ୍ରାଣ କର।
ତହିଁରେ ମୁଁ ସମାନଙ୍କେୁ ଉତ୍ତର ଦବେି। ଯେଉଁମାନେ ମାେତେ ଅପମାନିତ କରୁଥିଲେ। ହେ ସଦାପ୍ରଭୁ, ବାସ୍ତବରେ ମୁଁ ତୁମ୍ଭ ବାକ୍ଯରେ ଭରସା କରେ।
ମାେତେ ତୁମ୍ଭର ସତ୍ଯ ଶିକ୍ଷା ବିଷଯରେ କହିବାକୁ ଦିଅ। ମୁଁ ତୁମ୍ଭର ବୁଦ୍ଧିମାନ ବାକ୍ଯରେ ନିର୍ଭର କରେ।
ସଦାପ୍ରଭୁ ଯେଉଁମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି, ସମାନେେ ମାେତେ ଦେଖିବେ ଏବଂ ଖୁସି ହବେେ। କାରଣ ମୁଁ ତୁମ୍ଭଠାରେ ଭରସା କରେ।
ସଦାପ୍ରଭୁ ମାେ ଉପରେ ଦୟା ରଖ, ୟପରେିକି ମୁଁ ବଞ୍ଚିପାରେ। ମୁଁ ବାସ୍ତବରେ ତୁମ୍ଭର ଶିକ୍ଷାକୁ ଉପ ଭୋଗ କରେ।
ତୁମ୍ଭେ ହେଉଛ ମାରେ ଲୁଚିବା ସ୍ଥାନ ଏବଂ ସୁରକ୍ଷା ବ୍ଯକ୍ତି। ମୁଁ ତୁମ୍ଭ ବାକ୍ଯରେ ସର୍ବଦା ଭରସା କରେ।
ମୁଁ ସଦାପ୍ରଭୁଙ୍କର ସାହାୟ୍ଯକୁ ଅପେକ୍ଷା କରିଛି। ମାରେ ପ୍ରାଣ ତାଙ୍କୁ ଚାହିଁ ରହିଛି। ମୁଁ ସଦାପ୍ରଭୁଙ୍କର ବାକ୍ଯରେ ଭରସା ରଖିଛି।
ଆଗୋ ୟିରୁଶାଲମର କନ୍ଯାଗଣ। ଯବେେ ତୁମ୍ଭମାନେେ ମାେ ପ୍ରିଯତମଙ୍କ ଦଖାେ ପାଇବ, ତବେେ ମୁଁ ତୁମ୍ଭମାନଙ୍କୁ ଶପଥ ଦଇେ କହୁଅଛି, ମୁଁ ପ୍ ରମେ ପତିତା ବୋଲି ତୁମ୍ଭେ ତାଙ୍କୁ କହିବ।
ମୁଁ ତୁମ୍ଭର କାର୍ୟ୍ଯ ଜାଣେ। ତୁମ୍ଭେ ଉତ୍ତପ୍ତ ନୁହଁ ବା ଶୀତଳ ନୁହଁ। ମୁଁ ଆଶା କରେ, ତୁମ୍ଭେ ଉତ୍ତପ୍ତ କିମ୍ବା ଶୀତଳ ହାଇେଥିଲେ ଭଲ ହାଇେଥାଆନ୍ତା।