ତୁମ୍ଭର ବ୍ଯବସ୍ଥା ଯୋଗୁଁ ସ୍ବର୍ଗ ଓ ପୃଥିବୀ ଆଜି ପର୍ୟ୍ଯନ୍ତ ଚାଲୁ ରହିଛି। କାରଣ ସବୁକିଛି ତୁମ୍ଭର ଦାସମାନେ।
Cross references
ଯେ ପର୍ୟ୍ଯନ୍ତ ପୃଥିବୀ ରହିଛି, ସପେର୍ୟ୍ଯନ୍ତ ବୁଣିବାର ସମୟ ଓ ଅମଳ କରିବାର ସମୟ ଥଣ୍ଡା ଓ ଗରମ, ପୁଣି ଗ୍ରୀଷ୍ମ ଓ ଶୀତକାଳ, ଦିବସ ଓ ରାତ୍ରି ଏସବୁ ପୃଥିବୀ ରେ ଚ଼ାଲିଥିବ।
ଏପରି ସାବଧାନ ହକ୍ସ୍ଟଅ, ଯେତବେେଳେ ତୁମ୍ଭମାନେେ ସୂର୍ୟ୍ଯ,ଚନ୍ଦ୍ର, ତାରାଗଣଙ୍କକ୍ସ୍ଟ ଆକାଶ ରେ ଦେଖ। ତୁମ୍ଭମାନେେ ସମାନଙ୍କେୁ ବି ମାହେିତ ହାଇେ ପ୍ରଣାମ କରିବା ଓ ସବୋ କରିବା ଉଚିତ୍ ନକ୍ସ୍ଟ ହେଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅନ୍ୟ ସମସ୍ତ ଜାତିଗଣ ଏହିସବୁ କରିବାକୁ ରଖିଛନ୍ତି।
ସହେିଦିନ ସଦାପ୍ରଭୁ ଇ ମାରେୀଯମାନଙ୍କୁ ଇଶ୍ରାୟେଲୀୟଗଣଙ୍କକ୍ସ୍ଟ ହସ୍ତାନ୍ତର କଲେ। ଯିହାଶୂେୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। ତା'ପରେ ସେ ଇଶ୍ରାୟେଲୀୟମାନଙ୍କ ଉପସ୍ଥିତି ରେ ଆଜ୍ଞା ଦେଲେ।
ତାରାଗଣ ସମାନଙ୍କେ ବିରକ୍ସ୍ଟଦ୍ଧ ରେ ଆକାଶରକ୍ସ୍ଟ ୟକ୍ସ୍ଟଦ୍ଧ କଲେ। ଆକାଶ ରେ ସମାନଙ୍କେର ପଥରକ୍ସ୍ଟ ସମାନେେ ସୀଷରା ବିପକ୍ଷ ରେ ୟକ୍ସ୍ଟଦ୍ଧ କରିଥିଲେ।
ସମାନେେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍ କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
ଆକାଶକୁ ଦେଖ ! କିଏ ସହେି ନକ୍ଷତ୍ରମାନଙ୍କୁ ସୃଷ୍ଟି କରିଛନ୍ତି ? କିଏ ସହେି ସମସ୍ତ ନକ୍ଷତ୍ରମାନଙ୍କୁ ଆଦେଶ ଦିଅନ୍ତି ଓ ସମାନଙ୍କେ ନାମ ଧରି ସମାନଙ୍କେୁ ଡ଼ାକନ୍ତି। ତାଙ୍କର ପ୍ରବଳ ଶକ୍ତି ଓ ଅମାପ ଶକ୍ତି ଯୋଗୁଁ ଗୋଟିଏ ମଧ୍ଯ ହଜେ ନାହିଁ।'
ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଦକ୍ଷିଣ ହସ୍ତ ଆକାଶମଣ୍ଡଳ ବିସ୍ତାର କରିଅଛି। ତେଣୁ ଆମ୍ଭେ ସମାନଙ୍କେୁ ଡାକିଲେ ସମାନେେ ଏକତ୍ର ଆମ୍ଭ ସମ୍ମୁଖ ରେ ଛିଡ଼ା ହୁଅନ୍ତି।
ସଦାପ୍ରଭୁ କହନ୍ତି, ଯଦି ଦିବାରାତ୍ରି ସମ୍ବନ୍ଧୀଯ ଆମ୍ଭର ନିଯମ ସ୍ଥିର ନ ରହେ ଓ ଆମ୍ଭେ ଯବେେ ଆକାଶର ଓ ପୃଥିବୀର ବିଧି ସକଳ ନିରୂପଣ କରି ନ ଥାଉ, ତାହା ହେଲେ ତୁମ୍ଭେ ଆମ୍ଭକୁ ଅଗ୍ରାହ୍ଯ କରିବା।
ତା ହେଲେ ତୁମ୍ଭେ ସ୍ବର୍ଗ ରେ ରହୁଥିବା ପରମପିତାଙ୍କ ଯଥାର୍ଥ ସନ୍ତାନ ହାଇେ ପାରିବ। ପରମପିତା, ଭଲ ଲୋକ ଓ ମନ୍ଦ ଲୋକ ଉଭୟଙ୍କ ଉପରେ ତାହାଙ୍କ ସୂର୍ୟ୍ଯଙ୍କୁ ଉଦିତ କରାନ୍ତି। ସେ ଭଲ କାମ କରୁଥିବା ଲୋକ ଓ ମନ୍ଦ କାମ କରୁଥିବା ଲୋକ, ଉଭୟଙ୍କ ଉପରେ ବର୍ଷା ବର୍ଷାନ୍ତି।
ମୁଁ ମଧ୍ଯ ଜଣେ ବଡ ଅଧିକାରୀଙ୍କ ଅଧୀନ ରେ କାମ କରୁଛି। ମାେ ଅଧୀନ ରେ କେତକେ ସୈନ୍ଯ ଅଛନ୍ତି। ମୁଁ ଜଣେ ସୈନିକକୁ ଯଦି କୁ ହେ, 'ଯାଅ', ତବେେ ସେ ଚାଲିଯାଏ। ଅନ୍ୟଜଣକୁ ମୁଁ ଯଦି କୁ ହେ, 'ଆସ', ତବେେ ସେ ଆ ସେ। ମାରେ ଦାସକୁ ମୁଁ ଯଦି କୁ ହେ, 'ଏହା କର' ତବେେ ସେ ତାହା କରେ। ତୁମ୍ଭର ମଧ୍ଯ ଏଭଳି ଶକ୍ତି ଅଛି ବୋଲି ମୁଁ ଜାଣେ।