Home Bibles ☰ Books ଗୀତସଂହିତା 12:1 · ଓଡ଼ିଆ ବାଇବେଲ
ଗୀତସଂହିତା 12:1 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ, ମାେତେ ଉଦ୍ଧାର କର, କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି। ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ବାସୀ ଲୋକର ହ୍ରାସ ହେଉଛି।

Cross references

ଆଦି ପୁସ୍ତକ 6:12

ଲୋକମାନେ ସବୁ ମନ୍ଦ ଓ ନିଷ୍ଠୁର ହାଇେଛନ୍ତି। ପୃଥିବୀ ପୁରା ଦୌରାତ୍ମ୍ଯ ରେ ପରିପୂର୍ଣ୍ଣ ହାଇେଛି।

ପ୍ରଥମ ବଂଶାବଳୀ 15:21

ମତ୍ତଥିଯ, ଇଲୀଫଲହେୁ, ମକନଯେ, ଓବେଦ୍-ଇଦୋମ୍, ୟିୟୁଯଲେ ଓ ଅସରିଯ ଶିମିନୀତ୍ ତମ୍ବୁରା ବଜାଉଥିଲେ। ଚିରକାଳ ନିମନ୍ତେ ସମାନଙ୍କେର ଏହି କାର୍ୟ୍ଯ ଥିଲା।

ଗୀତସଂହିତା 3:7

ହେ ସଦାପ୍ରଭୁ, ତୁମ୍ଭେ ଉଠ! ହେ ପରମେଶ୍ବର ତୁମ୍ଭେ ଆସ ଓ ମାେତେ ରକ୍ଷା କର। ତୁମ୍ଭେ ଅତି ବଳଶାଳୀ ଅଟ। ୟଦି ତୁମ୍ଭେ ମାରେ ଶତ୍ରୁମାନଙ୍କ ଗାଲରେ ମାରିଥାନ୍ତ, ତୁମ୍ଭେ ସହେି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦଇେଥାନ୍ତ।

ଗୀତସଂହିତା 6:1

ହେ ସଦାପ୍ରଭୁ, ତୁମ୍ଭେ କୋର୍ଧିତ ହାଇେ ମାେତେ ଦଣ୍ଡିତ କର ନାହିଁ। ତୁମ୍ଭେ ବିରକ୍ତ ହାଇେ ମାେତେ ଦଣ୍ଡ ଦିଅ ନାହିଁ।

ଗୀତସଂହିତା 6:4

ହେ ସଦାପ୍ରଭୁ, ତୁମ୍ଭେ ଫରେିଆସ ଓ ମାେତେ ପୁନର୍ବାର ଅଧିକ ବଳଶାଳୀ କର। ତୁମ୍ଭେ ଅତ୍ଯନ୍ତ କରୁଣାରେ ମାେତେ ଉଦ୍ଧାର କର।

ଗୀତସଂହିତା 54:1

ହେ ପରମେଶ୍ବର, ତୁମ୍ଭ ଶକ୍ତି ପ୍ରଦର୍ଶନ କରି, ମାେତେ ରକ୍ଷା କର। ତୁମ୍ଭ ମହାପରାକ୍ରମ ଶକ୍ତି, ବ୍ଯବହାର କରି ପ୍ରମାଣ କର ୟେ, ମୁଁ ନିରୀହ।

ହିତୋପଦେଶ 20:6

ବହୁତ ଲୋକମାନଙ୍କ ମଧିଅରେ ଜଣେ ପ୍ରଭୁଭକ୍ତ ଖାଜେ, କିନ୍ତୁ କିଏ ଖାଜେି ପାରିବ ଜଣେ ଲୋକ ୟିଏକି ପ୍ରକୃତ ରେ ବିଶ୍ବାସନୀଯ।

ଯିଶାଇୟ 1:9

ଏହା ସତ୍ଯ ଅଟେ। ମାତ୍ର ସଦାପ୍ରଭୁ ସର୍ବଶକ୍ତିମାନ ଅବଶିଷ୍ଟ ଅଳ୍ପ ଲୋକଙ୍କୁ ବଞ୍ଚିବାକୁ ଦେଲେ। ତା ନ ହାଇେଥିଲେ ଆମ୍ଭମାନେେ ସଦୋମ ଓ ହ ମାରୋର ପରି ସମ୍ପୂର୍ଣ୍ଣରୂପେ ଧ୍ବଂସ ପାଇଥାନ୍ତୁ।

ଯିଶାଇୟ 1:21

ପରମେଶ୍ବର କୁହନ୍ତି, ୟିରୁଶାଲମ୍ ଏକ ନଗର ଯାହା ମାେ ପ୍ରତି ବିଶ୍ବସ୍ତ ଥିଲା। କିଏ ଏହାକୁ ଏକ ବ୍ଯଭିଚାରିଣୀ ରେ ପରିଣତ କଲା? ୟିରୁଶାଲମ୍ ନ୍ଯାଯ ପୂର୍ଣ୍ଣ ହବୋ ଉଚିତ୍। ୟିରୁଶାଲମର ଲୋକମାନେ ଯାହା ଠିକ୍ ତାହା କରିବା ଉଚିତ୍। ବର୍ତ୍ତମାନ ଏହା ତଣ୍ଟିକଟା ଓ ହତ୍ଯାକାରୀମାନଙ୍କର ବାସସ୍ଥାନ ରେ ପରିଣତ ହାଇେଛି।

ଯିଶାଇୟ 57:1

ଧାର୍ମିକ ଲୋକମାନେ ବିନଷ୍ଟ ହେଉଅଛନ୍ତି, ମାତ୍ର ସେ ବିଷଯ ରେ କହେି ମନୋୟୋଗ କରୁ ନାହାଁନ୍ତି। ପୁନଶ୍ଚ ଭକ୍ତମାନେ ନିଆ ଯାଉଅଛନ୍ତି ଓ ଧାର୍ମିକମାନେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି। ଏହା ମଧ୍ଯ କହେି ବିବଚେନା କରୁ ନାହାଁନ୍ତି।

ଯିଶାଇୟ 59:4

କହେି ନ୍ଯାଯ ରେ ଗୁହାରି ଶୁଣେ ନାହିଁ ଓ କହେି ସତ୍ଯ ରେ ପ୍ରତିବାଦ କରେ ନାହିଁ। ସମାନେେ ଅସାରତା ରେ ନିର୍ଭର କରନ୍ତି ଓ ମିଥ୍ଯା କଥା କୁହନ୍ତି। ସମାନେେ ଅନିଷ୍ଟକୁ ଗର୍ଭ ରେ ଧାରର କରନ୍ତି ଓ ଅପରାଧ ପ୍ରସବ କରନ୍ତି।

ଯିଶାଇୟ 59:13

ଆମ୍ଭମାନେେ ତାଙ୍କର ବିରୁଦ୍ଧାଚରଣ କରିବା ଓ ସଦାପ୍ରଭୁଙ୍କ ପ୍ରତି ଅବିଶ୍ବସ୍ତ ହବୋ। ଆମ୍ଭମାନେେ ସଦାପ୍ରଭୁଙ୍କଠାରୁ ବିମୁଖ ହେଲୁ। ଆମ୍ଭେ ଉତ୍ପୀଡ଼ନ ଓ ବିଦ୍ରୋହର କଥା କହୁ। ଆମ୍ଭେ ମିଥ୍ଯା କଥା କହି ଧାର୍ମିକତାକୁ ଆମ୍ଭଠାରୁ ଛାଡ଼ି ଦେଉ।

ଯିଶାଇୟ 63:5

ଆମ୍ଭେ ଅନାଇଲୁ, ମାତ୍ର ସାହାୟ୍ଯକାରୀ କହେି ନ ଥିଲେ। ସହାୟକ ନ ଥିବାରୁ ଆମ୍ଭେ ଆଶ୍ଚର୍ୟ୍ଯ ହେଲୁ। ଏଣୁ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା।

ଯିରିମିୟ 5:1

ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ୟିରୁଶାଲମର ସବୁ ସଡ଼କରେ ବୁଲି ଦେଖ, ଚାରିଆଡ଼କୁ ଚାହିଁ ବୁଝ। ତହିଁର ଛକସ୍ଥାନ ସବୁ ଖାଜେ। ଯଦି ତୁମ୍ଭମାନେେ ଜଣେ ନ୍ଯାଯପରାଯଣ ଓ ସତ୍ଯାନୁସରଣକାରୀକୁ ପାଇବ, ତବେେ ଆମ୍ଭେ ସେ ନଗରକୁ କ୍ଷମା କରିବା।

ମୀଖା 7:1

ମୁଁ ବିବ୍ରତ, କାରଣ ଫଳ ତୋଳିଲା ପ ରେ ଫଳ ବଗିଗ୍ଭ ଶ୍ରୀହୀନ ହେଲାପରି ମୁଁ ହାଇେଅଛି ଏବଂ ଦ୍ରାକ୍ଷାଲତାରୁ ଦ୍ରାକ୍ଷାଫଳ ତୋଳା ସରିଗଲା ପରି ମୁଁ ହାଇେଅଛି। ଗୋଟିଏ ହେଲେ ଫଳ ଦ୍ରାକ୍ଷାଲତା ରେ ଖାଇବାକୁ ନାହିଁ କି ମାରେ ପ୍ରିଯ ପ୍ରଥମ ପକ୍ବ ଡିମିରି ଫଳ ନାହିଁ।

Interlinear

Choose Theme