କିନ୍ତୁ ସଦାପ୍ରଭୁ କହନ୍ତି, ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଚୋରାଇ ନିଅନ୍ତି। ସମାନେେ ଅସହାୟ ଲୋକଙ୍କଠାରୁ ଜିନିଷ ନଇୟୋଆନ୍ତି। କିନ୍ତୁ ମୁଁ ସମାନଙ୍କେ ଉଦ୍ଦେଶ୍ଯ ସଫଳ ହବୋକୁ ଦବେି ନାହିଁ ଓ ମୁଁ ସହେି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।
Cross references
ଦୀର୍ଘଦିନ ପରେ ସହେି ମିଶର ରେ ରାଜା ମୃତ୍ଯୁବରଣ କଲେ କିନ୍ତୁ ଇଶ୍ରାୟେଲଯମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡିଲା। ସମାନେେ ଅନୁନଯ କଲେ ଏବଂ ପରମେଶ୍ବର ସମାନଙ୍କେର ଡାକ ଶୁଣିଲେ।
ଏହାପରେ ସଦାପ୍ରଭୁ କହିଲେ, ଆମ୍ଭେ ମିଶର ରେ ଆପଣା ଲୋକମାନଙ୍କର ଅସୁବିଧା ସବୁ ଦେଖିଛୁ ଏବଂ ମିଶରୀଯବାସୀ ସମାନଙ୍କେୁ ୟନ୍ତ୍ରଣା ଦବୋ ସମୟରେ ଆମ୍ଭେ ସମାନଙ୍କେର କ୍ରନ୍ଦନ ଶୁଣିଛୁ। ଆମ୍ଭେ ସମାନଙ୍କେର ୟନ୍ତ୍ରଣା ସବୁ ଜାଣିଛୁ।
କିନ୍ତୁ ଫାରୋ କହିଲେ, ସଦାପ୍ରଭୁ କିଏ? ମୁଁ କାହିଁକି ତାଙ୍କୁ ମାନିବି? ମୁଁ କାହିଁକି ଇଶ୍ରାୟେଲୀୟମାନଙ୍କୁ ୟିବାକୁ ଦବେି? ସଦାପ୍ରଭୁ କିଏ ମୁଁ ତାହା ଜାଣେ ନାହିଁ। ତେଣୁ ମୁଁ ଇଶ୍ରାୟେଲୀୟମାନଙ୍କୁ ୟିବାକୁ ଦବେି ନାହିଁ।
ଏହାପରେ ସମାନେେ ନିଜ ମଧ୍ଯରକ୍ସ୍ଟ ବିଦେଶୀ ଦବଗେଣଙ୍କକ୍ସ୍ଟ ଦୂର କରି ଦେଲେ ଏବଂ ସଦାପ୍ରଭୁଙ୍କର ସବୋ କଲେ। ଏହାପରେ ସଦାପ୍ରଭୁ ଇଶ୍ରାୟେଲବାସୀଙ୍କର ଦକ୍ସ୍ଟଃଖ ଅଧିକ ସମୟ ଦେଖି ସହି ପାରିଲେ ନାହିଁ।
ପରମେଶ୍ବର ଗରିବ ଲୋକମାନଙ୍କୁ ସହେି ଚତୁର ଲୋକଙ୍କର କଟୁବାକ୍ଯର ରକ୍ଷା କରନ୍ତି। ସେ ଗରିବ ଲୋକଙ୍କୁ ପରାକ୍ରମୀ ଲୋକ କବଳରୁ ଉଦ୍ଧାର କରନ୍ତି।
ପରମେଶ୍ବର ତୁମ୍ଭକୁ ଲୋକଙ୍କ ଜିହ୍ବାର ଅନିଷ୍ଟକର ବାକ୍ଯରୁ ଉଦ୍ଧାର କରି ପାରିବେ। ପରମେଶ୍ବର ତୁମ୍ଭକୁ ରକ୍ଷା କରିବେ, ତେଣୁ ଯେତବେେଳେ ବିପଦ ଆସୁଛି, ତୁମ୍ଭେ ଭୟଭୀତ ହୁଅ ନାହିଁ।
ମନ୍ଦ ଲୋକମାନେ ସବୁବେଳେ ମନ୍ଦ କାର୍ୟ୍ଯ କରିବାକୁ ମନ ବଳାନ୍ତି। ସମାନେେ ପରମେଶ୍ବରଙ୍କ ବ୍ଯବସ୍ଥା ଓ ସମସ୍ତ ଉତ୍ତମ ଶିକ୍ଷାକୁ ଗ୍ରହଣ କରନ୍ତି ନାହିଁ। ପରମେଶ୍ବରଙ୍କର ଶତ୍ରୁମାନେ ତାଙ୍କର ଉପଦେଶକୁ ଅବଜ୍ଞା କରନ୍ତି।
ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ, ଏବଂ ଆମ୍ଭମାନଙ୍କ ପାଇଁ କିଛି କର। ହେ ପରମେଶ୍ବର ସହେି ଦୁଷ୍ଟମାନଙ୍କୁ ଦଣ୍ଡ ଦିଅ !ଗରିବ ଲୋକମାନଙ୍କୁ ଭୁଲି ୟାଅ ନାହିଁ।
ହେ ସଦାପ୍ରଭୁ, ଯେଉଁ ପିଲାମାନଙ୍କର ପିତାମାତା ନାହାଁନ୍ତି ସମାନଙ୍କେୁ ରକ୍ଷା କର। ଯେଉଁମାନେ ଅଧିକ ବିପଦରେ ପଡ଼ିଛନ୍ତି, ସହେି ଲୋକମାନଙ୍କୁ ଅଧିକ ଦୁଃଖୀ କରାଅ ନାହିଁ। ତଣେୁ ଦୁଷ୍ଟ ଲୋକମାନଙ୍କ ମନରେ ଭୟ ସଞ୍ଚାର କର, ଯେଉଁମାନେ ଏଠାରେ ଅଛନ୍ତି।
ପରମେଶ୍ବର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ। ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ୟ୍ଯ କର। ସହେି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ।
ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କଲା ଓ ସଦାପ୍ରଭୁ ତାହା ଶୁଣିଲେ ସେ ମାେତେ ମାରେ ସମସ୍ତ ବିପଦରୁ ଉଦ୍ଧାର କଲେ।
ସମାନେେ ଅନ୍ୟମାନଙ୍କୁ ଉପହାସ କରନ୍ତି ଓ ସମାନଙ୍କେ ବିରୁଦ୍ଧରେ କଥାଗୁଡ଼ିକ କହନ୍ତି। ସମାନେେ ଅହଂକାରୀ ଓ ଗର୍ବୀ ଅଟନ୍ତି। ସମାନେେ ଧମକ ଦିଅନ୍ତି ୟେ, ଅନ୍ୟମାନଙ୍କର ଉପକାରୀତାକୁ ଉତ୍ପୀଡ଼ନ କରିବେ।
କଷ୍ଟ ପାଉଥିବା ଲୋକମାନଙ୍କୁ ଆଉ ଲଜ୍ଜିତ ହବୋକୁ ଦିଅ ନାହିଁ। ଗରିବ ଏବଂ ଅଭାବୟୁକ୍ତ ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।
ଅନ୍ୟ ଦେଶୀଯ ଲୋକମାନଙ୍କୁ କହିବାକୁ ଦିଅ ନାହିଁ। ସମାନଙ୍କେର ପରମେଶ୍ବର କାହାଁନ୍ତି ? ହେ ପରମେଶ୍ବର, ସହେି ଲୋକମାନଙ୍କୁ ଦଣ୍ଡ ଦିଅ ୟାହା ଫଳରେ କି ଆମ୍ଭମାନେେ ମଧ୍ଯ ତାହା ଦେଖି ପାରିବୁ। ତୁମ୍ଭର ସବକମାନଙ୍କେୁ ହତ୍ଯା କରିଥିବାରୁ ସମାନଙ୍କେୁ ଦଣ୍ଡ ଦିଅ।
ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ୟାହା ନ୍ଯାଯ ତାହା କରନ୍ତି। ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି। ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତା'ର ସୃଷ୍ଟିକର୍ତ୍ତାଙ୍କୁ ଅପମାନିତ କରେ। କିନ୍ତୁ ୟିଏ ଦରିଦ୍ରକୁ ଦୟାକରେ, ସେ ତା'ର ନିର୍ମାଣ କର୍ତ୍ତା ସମ୍ମାନ ବ୍ଯକ୍ତି ହୁଏ।
ମରଣ ଓ ଜୀବନ ଜିହ୍ବାର ଅଧୀନ। ଯେଉଁମାନେ କଥା କହିବାକୁ ଭଲ ଜାଣନ୍ତି, ଏହାର ଫଳ ଭୋଗିବେ।
ଦରିଦ୍ର ଲୋକଠାରୁ ଚୋରି କରିବା ଅତି ସହଜ କିନ୍ତୁ ଏପରି କର ନାହିଁ। ଏବଂ ସହେି ଦରିଦ୍ର ଲୋକମାନଙ୍କୁ ନ୍ଯାଯରୁ ବଞ୍ଚିତ କର ନାହିଁ।
ପୁନରାଯ ବହୁତ ଲୋକ ଅତ୍ଯାଚାରିତ ହେଉଥିବାର ଓ କାନ୍ଦୁଥିବାର ମୁଁ ଦେଖିଲି। ମୁଁ ଦେଖିଲି ଯେ, ସମାନଙ୍କେୁ ସାନ୍ତ୍ବନା ଦବୋ ପାଇଁ କହେି ମଧ୍ଯ ନ ଥିଲେ। ମୁଁ କଷ୍ଟ ଭୋଗ କରୁଥିବା ଲୋକମାନଙ୍କୁ ମୁଁ ଦେଖିଲି ଓ ଶାସନ ରେ ଥିବା ଲୋକମାନଙ୍କର ନିଷ୍ଠୁରତା ମଧ୍ଯ ମୁଁ ଦେଖିଲି। ସମାନଙ୍କେ ଦ୍ବାରା ଆହତ ଲୋକମାନଙ୍କୁ କହେି ସାନ୍ତ୍ବନା ଦବୋକୁ ନ ଥିଲେ।
କେତକେ ଦେଶ ରେ ଯଦି ତୁମ୍ଭମାନେେ ଦେଖ ଯେ, ଲୋକମାନେ ଅତ୍ଯାଚାର କଲେ ଓ ନ୍ଯାଯ ବିଚାରକୁ ଅସ୍ବୀକାର କଲେ, ଏଥି ରେ ଆଶ୍ଚର୍ୟ୍ଯ ହୁଅ ନାହିଁ ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ଯାଚାର କରନ୍ତି, ସମାନଙ୍କେ ଉପ ରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପ ରେ ଅନ୍ୟଜଣେ ଅଧିକାରୀ ଅଛନ୍ତି।
ସଦାପ୍ରଭୁ ସର୍ବଶକ୍ତିମଯ ମହାନ୍ ବସ୍ତୁର ସୃଷ୍ଟିକର୍ତ୍ତା ବୋଲି ଏହା ତା'ର ସଙ୍କତେ ହବେ। ଯେ କୌଣସି ସମୟରେ ଲୋକମାନେ ସଦାପ୍ରଭୁଙ୍କୁ ସାହାୟ୍ଯ ଭିକ୍ଷା କରିବେ, ସଦାପ୍ରଭୁ ସାହାୟ୍ଯ ପଠାଇବେ। ଲୋକମାନଙ୍କ ପ୍ରତିରକ୍ଷା ପାଇଁ ସଦାପ୍ରଭୁ ଜଣେ ବ୍ଯକ୍ତିକୁ ପ୍ ରରଣେ କରିବେ। ସହେି ବ୍ଯକ୍ତିଟି ଦୁଷ୍କର୍ମ କରୁଥିବା ଲୋକମାନଙ୍କଠାରୁ ଅନ୍ୟମାନଙ୍କୁ ରକ୍ଷା କରିବ।
ସଦାପ୍ରଭୁ କୁହନ୍ତି, ଆମ୍ଭେ ଏବେ ଉଠିବା, ଆମ୍ଭେ ଏବେ ଆପଣାକୁ ଉଠାଇବା, ଆମ୍ଭେ ଏବେ ଉନ୍ନତ ହବୋ।
ଏବଂ ସେ ଯଦି ଦରିଦ୍ର ଦୀନହୀନ ପ୍ରତି ଅନ୍ଯାଯ କରେ, ଚୋରି କରେ ଓ ବନ୍ଧକ ଦ୍ରବ୍ଯ ଫରୋଏ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରେ।
ତା'ର ପିତା, କାରଣ ସେ ତାଙ୍କର ନିଜ ଲୋକମାନଙ୍କ ମଧ୍ଯରୁ ଜଣେ ଭାଇ ପ୍ରତି ଅତ୍ଯାଚାର କଲା ଓ ତା'ଠାରୁ ଚୋରି କରେ କାରଣ ସେ, ଯାହା ସମାଜ ରେ ଭଲ ତାହା କଲା ନାହିଁ। ତା'ର ଦୋଷ କାରଣରୁ ସେ ମୃତୁବରଣ କରିବ।
କିନ୍ତୁ ସମାନେେ ଆମ୍ଭ ନିକଟକୁ ଫରେି ଆସିଲେ ନାହିଁ। ସମାନେେ ଗୋଟିଏ ତୃଟିପୂର୍ଣ୍ଣ ବୁମରୋଂ ପରି ବ୍ଯବହାର କଲେ। ସମାନଙ୍କେର ନେତାମାନେ ସମାନଙ୍କେର ଶକ୍ତି ଉପ ରେ ବୃଥା ବଡିମା ଦଖାେଉଥିଲେ କିନ୍ତୁ ସମାନେେ ଖଣ୍ତା ରେ ନିହତ ହବେେ ଏବଂ ମିଶରବାସୀଙ୍କ ଦ୍ବାରା ଉପହାସର ପାତ୍ର ହବେେ।
ହେ ମାରେ ଶତୃ ମାରେ ପତନ ରେ ପରିହାସ କରନାହିଁ। ମୁଁ ପୁନର୍ବାର ଉଠିବି। ମୁଁ ଅନ୍ଧକାର ରେ ଥିଲେ ମଧ୍ଯ ସଦାପ୍ରଭୁ ମାେ ପାଇଁ ଆଲୋକ ହବେେ।
ଲୋକେ ତୁମ୍ଭ କ୍ଷତମାନଙ୍କେ ରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସମାନଙ୍କେର ମଜୁରୀ ଦଲେ ନାହିଁ। ସମାନେେ ତୁମ୍ଭ ବିରୁଦ୍ଧ ରେ କ୍ରନ୍ଦନ କରୁଛନ୍ତି। ସମାନେେ ତୁମ୍ଭ ପାଇଁ ଶସ୍ଯ ଆମଦାନୀ କଲେ। ଏବେ ସ୍ବର୍ଗୀୟ ସନୋବାହିନୀ ରେ ପ୍ରଭୁ ସମାନଙ୍କେ ଚିତ୍କାର ଶୁଣିଛନ୍ତି।